ଲଘୁଚାପ ଦୁର୍ବଳ: ୬ ଯାଏ ବର୍ଷା ନାହିଁ

ଭୁବନେଶ୍ୱର,୩।୭(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟିହୋଇଥିବା ଲଘୁଚାପ ମଙ୍ଗଳବାର ଓ୍ବେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହା ଝାଡଖଣ୍ଡ ଏବଂ ଓଡିଶାର କିଛି ଅଂଶରେ ରହିଛି।…

ମ୍ୟୁନିସିପାଲିଟି ନଜରରେ ଉଠାଦୋକାନ

ନୟାଗଡ଼ ଅଫିସ,୩।୭-ନୟାଗଡ଼ ମ୍ୟୁନିସିପାଲିଟି ଓ ଟାଉନ ପୋଲିସ ପକ୍ଷରୁ ନୟାଗଡ଼ ସହରର ବିଭିନ୍ନ ଉଠାଦୋକାନ ଉପରେ ସୋମବାର ଠାରୁ ଚଢ଼ାଉ ଆରମ୍ଭ ହୋଇଛି। ମଙ୍ଗଳବାର ଦ୍ୱିତୀୟ ଦିନରେ…

ଗୁଞ୍ଜର ଧରିବା କାଳ ହେଲା: ପାଣିରେ ବୁଡ଼ି ୨ଶିଶୁ ମୃତ

ଭାପୁର,୩।୭(ଡି.ଏନ.ଏ.)-ଆଷାଢର ପହିଲି ବର୍ଷାରେ ଉଡି ବୁଲନ୍ତି ରଙ୍ଗବେରଙ୍ଗର ଗୁଞ୍ଜର(ପୋକ)। ସେହି ଗୁଞ୍ଜରକୁ ଧରି ସୂତାରେ ବାନ୍ଧି ଉଡାଇ ଆନନ୍ଦ ପାଆନ୍ତି ଗ୍ରାମାଞ୍ଚଳର ପିଲାମାନେ। ହେଲେ ଗୁଞ୍ଜର ଧରିବା…

ଶ୍ରେଣୀଗୃହ ନିର୍ମାଣ, ଶିକ୍ଷକ ପଦବୀ ପୂରଣ ଦାବି: ୮ରୁ ଛାତ୍ରାଭିଭାବକଙ୍କ ଆନ୍ଦୋଳନ ଚେତାବନୀ

ଗଣିଆ,୩ା୭(ଡି.ଏନ.ଏ.)- ଗଣିଆ ବ୍ଲକର ଛାମୁଣ୍ଡିଆସ୍ଥିତ କୁଞ୍ଜବିହାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ ସାଙ୍ଗକୁ ଶିକ୍ଷକ ପଦବୀ ପୂରଣ ହୋଇପାରି ନାହିଁ। ତୁରନ୍ତ ଏ ଦିଗରେ…

କଣ୍ଟିଲୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର: ୧୦୨ ଆମ୍ବୁଲାନ୍ସ ବନ୍ଦ ପରେ ପ୍ରସୂତି ସେବା ବାଧାପ୍ରାପ୍ତ

ଖଣ୍ଡପଡ଼ା,୩ା୭(ସ୍ବ.ପ୍ର)-ଗତ ମେ ୩୧ ତାରିଖଠାରୁ ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ର ତଥା ପ୍ରସୂତି ସେଣ୍ଟରରେ ୧୦୨ ଆମ୍ବୁଲାନ୍ସ ସେବା ବନ୍ଦ ହୋଇଯିବା ପରେ ଏଠାରେ…

ବୋହୂଙ୍କୁ ବିଷ ପିଆଇ ହତ୍ୟା: ଶ୍ୱଶୁର ଘର ଲୋକଙ୍କ ନାମରେ ମାମଲା

ରଣପୁର,୩ା୭ (ସ୍ବ.ପ୍ର.)- ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳର ଜଣେ ବୋହୂଙ୍କୁ ଶାଶୁଘର ଲୋକେ ବିଷ ପିଆଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ ମହିଳାଙ୍କ…

ରାମେଶ୍ୱର ହାଇସ୍କୁଲ ପ୍ରତିଷ୍ଠା ଦିବସ

ନିରାକାରପୁର,୩ା୭(ଡି.ଏନ୍‌.ଏ.)-ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତସ୍ଥିତ ରାମେଶ୍ୱର ହାଇସ୍କୁଲର ୫୫ ତମ ପ୍ରତିଷ୍ଠା ଦିବସ ସ୍କୁଲ ପରିସରରେ ମଙ୍ଗଳବାର ପାଳିତ ହୋଇଯାଇଛି ା ପ୍ରଧାନ ଶିକ୍ଷକ ହିମାଂଶୁ ଭୂଷଣ…

ଧାନଚାଷ ନିମନ୍ତେ ମୌସୁମୀ ବର୍ଷାକୁ ଭରସା: ବିଳମ୍ବ ହେବାରୁ ଚାଷ କାର୍ଯ୍ୟରେ ବାଧା

ବୋଲଗଡ଼,୩ା୭(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅଞ୍ଚଳର ଚାଷୀ ମାନେ ଖରିଫ ଧାନ ଚାଷ ନିମନ୍ତେ ବିଶେଷ ଭାବେ ମୌସୁମୀ ବର୍ଷା ଉପରେ ନିର୍ଭର ବା ଭରସା କରି…

ବ୍ୟାଙ୍କ ଅଫ ବରୋଦା ଏଟିଏମ୍‌ ଭଙ୍ଗାରୁଜା

ଜଗତ୍‌ସିଂହପୁର ଅଫିସ, ୩ା୭- ସ୍ଥାନୀୟ ବ୍ୟାଙ୍କ ଅଫ ବରୋଦା (ବିଓବି) ଏଟିଏମ୍‌ରୁ ଚୋରି ପାଇଁ ଉଦ୍ୟମ ହୋଇଥିବା ମଙ୍ଗଳବାର ଜଗତ୍‌ସିଂହପୁର ଥାନାରେ ଅଭିଯୋଗ ହୋଇଛି। ବିଓବି ଜଗତ୍‌ସିଂହପୁର…

ଜଗତ୍‌ସିଂହପୁର ଜିଲାରେ ମଧ୍ୟାହ୍ନ ଭୋଜନ କେଳେଙ୍କାରୀ: ୫ ବ୍ଲକରେ ୬୧ ଲକ୍ଷ ଟଙ୍କାର ଚାଉଳ ଗାଏବ

ଜଗତ୍‌ସିଂହପୁର ଅଫିସ, ୩ା୭-ଜଗତ୍‌ସିଂହପୁର ଜିଲାରେ ମଧ୍ୟାହ୍ନ ଭୋଜନ (ଏମ୍‌ଡିଏମ୍‌) କେଳେଙ୍କାରୀକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଜିଲାର ମୋଟ ୮ ବ୍ଲକ ମଧ୍ୟରୁ ୫ଟିରେ ପାଖାପାଖି…