ବ୍ୟାଙ୍କ ସମୂହ ଜିଲା ପରାମର୍ଶଦାତା କମିଟି ଏବଂ ଜିଲାସ୍ତରୀୟ ସମୀକ୍ଷା ବୈଠକ: ଶିକ୍ଷା, କୃଷି, ଗୃହ ଋଣ ହାର କମୁଥିବାରୁ ଅସନ୍ତୋଷ

ଜଗତ୍‌ସିଂହପୁର ଅଫିସ,୩ା୭: ବ୍ୟାଙ୍କଗୁଡିକ କେବଳ ଟଙ୍କା ଜମା ଉପରେ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଋଣ ଦେବା ନଁା ଧରୁନାହାନ୍ତି। ଯେଉଁଥିପାଇଁ ଜଗତ୍‌ସିଂହପୁର ଜିଲାରେ କ୍ରେଡିଟ୍‌ ଡେବିଟ୍‌ ଅନୁପାତ…

ସରକାରୀ ସୁବିଧାରୁ ବଁଚିତ୍‌ କେଁଦୁପତର ବଁଧାଲି

ସିନାପାଲି, ୩।୭ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା ସିନାପାଲି ବ୍ଲକର ଭିନେ ଭିନେ କେଁଦୁପତର ଫଡିରେ ପତର ବଁଧାଲିମାନେ ବଡ଼ା ଗୁଲଗୁଲା ହେଇ ଜୀବନ୍‌ ବିତଉଥିବାର ଅଭିଯୋଗ ହେଉଛେ।…

ଉପହାସ କରୁଛେ ସରକାରୀ ଯୋଜନା:ଆବାସ ଯୋଜନାରୁ ବଁଚିତ୍‌ ବୁରୁଧ୍‌ କନ୍ଦର୍ପ

କେସିଙ୍ଗା, ୩।୭ (ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ଦୁଖି, ଭୂମିହୀନ, ବାସହୀନମାନକର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ କେନ୍‌ଠାନେ ଭୂମିହୀନ ଘରଡିହ ପାଉଛେ…

କିଡ଼୍‌ନୀ ରୋଗ୍‌ରେ ରୁଜ୍‌ଗାରିଆ ପୁଓ: ଉଷୋ ଘିନବାକେ ଟଁକା ନାଇଁ

ବୌଦ୍ଧ,୩।୭(ସ୍ବ.ପ୍ର): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଲୁଣିବାହାଲ ପଁଚେତ୍‌ ଅଧୀନ ଯୁବରାଜପୁର ଗାଁର ଭୀମସେନ ରଣା। ସେ ୫ ବଛର ତଲେ କିଡ଼୍‌ନୀ ରୋଗ୍‌ରେ ଆକ୍‌ରଁାତ ହେଇ…

ବଶିଷ୍ଠକୁଁ ଉଧାର କଲା ଡାକ୍‌ତରି ଦଲ: ଚିକିତ୍ସା ଲାଗି ବୁର୍ଲା ଡାକ୍‌ତରଖାନାରେ ଭରତି

ଲୋଇସିଂହା,୩।୭(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ନେଗିପାଲି ଗାଁର ବଶିଷ୍ଠ ନାଗ(୬୦) ପକ୍ଷାଘାତ ରୋଗ୍‌ରେ ପୀଡ଼ିତ ଅଛନ୍‌। ଅଭାବ ଅନାଟନ ଲାଗି ସେ ଚିକିସତ୍ିତ ନାଇଁ ହେଇପାରି…

ଲୁଟେରାଙ୍କ ଟାର୍ଗେଟରେ ଫାଇନାନ୍ସ କର୍ମଚାରୀ: ବନ୍ଧୁକ ଦେଖାଇ ନେଇଗଲେ ଲକ୍ଷେ ଟଙ୍କା

ପରଜଙ୍ଗ, ୩।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରେ ପୁଣିଥରେ ଲୁଟେରା ଆତଙ୍କ ଦେଖାଦେଇଛି। ଭାଲୁମୁଣ୍ଡା-ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ଗଣ୍ଡତଇଲା ଗ୍ରାମ ନିକଟରୁ ମଙ୍ଗଳବାର ଅପରାହ୍ନରେ ଭାରତ…

ମୁଖ୍ୟ ଚିକିତ୍ସାଳୟ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ: ବେଡ୍‌ ଛାଡ଼ି ପଳାଇଲେ ମାନସିକ ରୋଗୀ

ଅନୁଗୋଳ ଅଫିସ, ୩।୭ - ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ମାନସିକ ରୋଗୀ ବେଡ୍‌ ଛାଡ଼ି କେଉଁଆଡ଼େ ପଳାଇଯିବା ମଙ୍ଗଳବାର ଚର୍ଚ୍ଚାର ବିଷୟ ହୋଇଛି।…

ଆରମ୍ଭ ହେଲା ସ୍ମାର୍ଟ କ୍ଲାସ୍‌ ପ୍ରକଳ୍ପ

ଢେଙ୍କାନାଳ ଅଫିସ, ୩।୭ - ଢେଙ୍କାନାଳ ଜିଲା ଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ‘ସ୍ଲାର୍ଟ କ୍ଲାସ ପ୍ରକଳ୍ପ’। ଏହି ପ୍ରକଳ୍ପ କାର୍ଯ୍ୟକାରୀ କରିବାରେ ଢେଙ୍କାନାଳ…

ମେରାମଣ୍ଡଳୀ ଅଞ୍ଚଳରେ ବିଦ୍ୟୁତ୍‌ ବିଭ୍ରାଟ: ଜରୁରୀ ସେବା ବାଧାପ୍ରାପ୍ତ, ତାତିଲେ ଜନତା

ଢେଙ୍କାନାଳ ଅଫିସ, ୩ା୭ - ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଅନ୍ତର୍ଗତ ମେରାମଣ୍ଡଳୀ ସବ୍‌ଷ୍ଟେଶନ ଅଞ୍ଚଳରେ ବିଦ୍ୟୁତ୍‌ ବିଭ୍ରାଟ ସୀମା ଟପିଲାଣି। ବାରମ୍ବାର ବିଦ୍ୟୁତ୍‌ କାଟ୍‌ ଯୋଗୁ…

କଠିନ ପରିଶ୍ରମ କରାଇଛି ସଫଳ: ଦିନ ମଜୁରିଆରୁ ଫ୍ୟାକ୍ଟ୍ରି ମାଲିକ

ବନ୍ତଳା,୩ା୭ - ୩୦ ବର୍ଷ ତଳେ ମଜୁରି ଖଟୁଥିବା ମଣିଷ ଆଜି ଦୁଇ ଦୁଇଟି ଫ୍ୟାକ୍ଟ୍ରିର ମାଲିକ। ୧୫ ଶ୍ରମିକଙ୍କ ସେ ନିଯୁକ୍ତିଦାତା। ଦିନକୁ ଲକ୍ଷାଧିକ ଟଙ୍କାର…