ମହାପ୍ରଭୁଙ୍କ ନବଯୌବନ ଦର୍ଶନ: ଅନୁକୂଳ ପାଗ ଯୋଗୁ ଭକ୍ତଙ୍କ ଭିଡ଼, ଭିତରକାଠ ନିକଟରେ ମହିଳାଙ୍କୁ ମାଡ଼ ଅଭିଯୋଗ

ପୁରୀ ଅଫିସ,୨ା୭: ୧୪ଦିନର ଅଣସର ବିଧି ପରେ ମଙ୍ଗଳବାର ନବଯୌବନ ରୂପରେ ଦର୍ଶନ ଦେଇଛନ୍ତି ଦରୁଦିଅଁ। ହଜାର ହଜାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ନବଯୌବନ ରୂପ ଦର୍ଶନ କରି…

ଅକ୍ଟୋବର ପରେ ଦରମା ଦେଇପାରିବନି ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨-୭: ଘରୋଇ କ୍ଷେତ୍ରର ଏୟାର ଲାଇନ୍ସ କମ୍ପାନୀ ଜେଟ୍‌ ଏୟାରଓ୍ବେଜ୍‌ ଅର୍ଥ ସଙ୍କଟ କାରଣରୁ ବନ୍ଦ ହୋଇଯାଇଥିବା ବେଳେ ଏବେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆରେ…

ନୀରବଙ୍କ ପରିବାରର ସିଙ୍ଗାପୁର ବ୍ୟାଙ୍କ ଆକାଉଣ୍ଟ ଜବତ

ସିଙ୍ଗାପୁର,୨-୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଦୁର୍ନୀତି ମାମଲାରେ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପରିବାରର ସିଙ୍ଗାପୁରସ୍ଥିତ ବ୍ୟାଙ୍କ ଆକାଉଣ୍ଟକୁ ଜବତ କରିବା ଲାଗି ସ୍ଥାନୀୟ ହାଇକୋର୍ଟ…

ଢେଙ୍କାନାଳଯୋଡା ଶିଶୁଙ୍କ ଚିକିତ୍ସା ପାଇଁ ୭ ଜଣିଆ ଡାକ୍ତରୀ ଟିମ୍‌: ଇକୋ ଟେଷ୍ଟରୁ ଗୋଟିଏ ହୃତପିଣ୍ଡ ଜଣାପଡ଼ିଲା

କଟକ ଅଫିସ, ୨।୭- ଢେଙ୍କାନାଳ ଯୋଡାଶିଶୁଙ୍କ ଚିକିତ୍ସା ପାଇଁ କଟକ ଶିଶୁଭବନରେ ୭ ଜଣିଆ ଡାକ୍ତରୀ ଦଳ ଗଠିତ ହୋଇଛି। ଶିଶୁ ଶଲ୍ୟ ବିଭାଗର ବରିଷ୍ଠ ପ୍ରଫେସର…

ବନ ମହୋତ୍ସବରେ ସଂକଳ୍ପ:ମହାପ୍ରଭୁଙ୍କ ସେବା ପାଇଁ ପ୍ରାଚୀ ତଟରେ ହେବ ପଦ୍ମବନ ପ୍ରକଳ୍ପ

ଗୋପ/କାକଟପୁର, ୨।୭(ଡି.ଏନ୍‌.ଏ.)-୭୦ତମ ବନମୋହତ୍ସବ ଅବସରରେ ପୁରୀ ଜିଲା ଗୋପ ବ୍ଲକ ନୟାହାଟ ସ୍ଥିତ ପ୍ରାଚୀ ତଟରେ ପଦ୍ମବନ ପ୍ରକଳ୍ପ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଶ୍ରୀ ଜଗନ୍ନାଥ ସଂସ୍କୃତିର…

ରଥଯାତ୍ରା ପାଇଁ ଟ୍ରାଫିକ୍‌ କଟକଣା: ଏନ୍‌ଏଚ୍‌ରେ ୨୪ ଘଣ୍ଟିଆ ପାଟ୍ରୋଲିଂ, ଦୁର୍ଘଟଣା ଗାଡ଼ି ଉଠାଇବା ପାଇଁ ରହିବ କ୍ରେନ୍‌

କଟକ ଅଫିସ, ୨।୭-ଆସନ୍ତା ୪ ତାରିଖରେ ପୁରୀରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। କେବଳ ପୁରୀ ନୁହେଁ ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳନ ହେବାକୁ ଯାଉଛି। କଟକରେ…

ବାରିପଦା ରଥଯାତ୍ରା ସମୟରେ ଯାନବାହନ ଚଳାଚଳରେ କଟକଣା

ବାରିପଦା ଅଫିସ,୨।୭- ପବିତ୍ର ରଥଯାତ୍ରା ସମୟରେ ବାରିପଦା ସହରରେ ପ୍ରବଳ ଜନସମାଗମ ପରିଲକ୍ଷିତ ହେଉଥିବାରୁ ସହର ମଧ୍ୟରେ ଯାନବାହନ ଚଳାଚଳ ଉପରେ ଜିଲା ପୋଲିସ ପ୍ରଶାସନ ପକ୍ଷରୁ…

ଟ୍ରକରେ ପିଟିହେଲା ଆରୋହୀ ବାଇକ୍‌ ମୃତ

ବାଲେଶ୍ୱର ଅଫିସ,୨।୭-ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅଧୀନ ୧୬ନଂ. ଜାତୀୟ ରାଜପଥର ରେମୁଣା ଗୋଲେଇ ରାସ୍ତା ପାର୍ଶ୍ୱରେ ମଙ୍ଗଳବାର ଛିଡ଼ା ହୋଇଥିବା ଏକ ଟ୍ରକରେ ବାଇକ୍‌ ପିଟି ହୋଇଯିବାରୁ…

ଚାନ୍ଦବାଲି ଗାଁକୁ ପଶିଲା ଜୁଆର ପାଣି: ନଦୀକୂଳବାସୀ ଆତଙ୍କିତ, ଖରିଫ ଫସଲ ବାଧାପ୍ରାପ୍ତ ହେବା ଆଶଙ୍କା

ଆରଡି, ୨ା୭(ଡି.ଏନ.ଏ.)-ବଙ୍ଗୋପସାଗରରେ ଲଘୁଚାପ ଅବପାତ ରୂପ ନେବା ପରେ ଚାନ୍ଦବାଲି ଜିଲାରେ ଲଗାଣବର୍ଷା ଲାଗି ରହିଛି। ଚାନ୍ଦବାଲି ବ୍ଲକରେ ସର୍ବାଧିକ ବର୍ଷା ହୋଇଛି। ମଙ୍ଗଳବାର ଅମାବାସ୍ୟା ଯୋଗୁ…

ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ଅଡିଟୋରିୟମ୍‌ ହଲ୍‌ ନିର୍ମାଣ ନ ହେଲେ ଛାତ୍ର ଆନ୍ଦୋଳନ ହେବ: ଏବିଭିପି

ଭଦ୍ରକ ଅଫିସ,୨ା୭- ପେଟ୍ରୋଲିୟମ୍‌ ମନ୍ତ୍ରଣାଳୟ ପକ୍ଷରୁ ବର୍ଷକ ପୂର୍ବରୁ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ଅଡିଟୋରିୟମ୍‌ ହଲ୍‌ ନିର୍ମାଣ ଲାଗି ୩.୮୩ କୋଟି ଟଙ୍କାର ଅନୁଦାନ ଆସିଥିଲେ ମଧ୍ୟ…