ମାଗଣା ରୋଗୀ ସେବାରେ ନିଜକୁ ଉତ୍ସର୍ଗ କରିଛନ୍ତି କରିମ୍‌

ପଶ୍ଚିମବଙ୍ଗର ଜଲପାଈଗୁଡ଼ି ଜିଲା ଅନ୍ତର୍ଗତ ଢାଲାବାରୀ ଗାଁ ନିବାସୀ କରିମ୍‌ ଉଲ୍‌-ହକ୍‌ ଏବେ ଆମ୍ବୁଲାନ୍ସ ଦାଦା ନାଁରେ ବେଶ୍‌ ପରିଚିତ। କରିମ୍‌ ଏକ ଚା’ ବଗିଚାରେ କାମ…

ଏଣିକି ପୋଲିସକର୍ମୀ ନିଜସ୍ବ ଗାଡ଼ିରେ ପୋଲିସ ଷ୍ଟିକର ଲଗାଇଲେ ଯିବାକୁ ପଡ଼ିପାରେ ଜେଲ୍‌

ମୁମ୍ବାଇ,୧।୭: ମହାରାଷ୍ଟ୍ରରେ ଏଣିକି ପୋଲିସ କର୍ମଚାରୀ ନିଜସ୍ବ ଗାଡିରେ ପୋଲିସ ଷ୍ଟିକର ଲଗାଇପାରିବେନି। ଯଦି କୌଣସି ବ୍ୟକ୍ତି ଲଗାନ୍ତି ତାହେଲେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

‘ଗର୍ଲଫ୍ରେଣ୍ଡଙ୍କ ନାଁରେ ଗୋଟିଏ ଗଛ ଲଗାନ୍ତୁ, ବ୍ରେକ୍‌ଅପ୍‌ ହେବ ନାହିଁ’

ନୂଆଦିଲ୍ଲୀ, ୧।୭: ପ୍ରଦୂଷଣକୁ ନେଇ ବଢୁଛି ଚିନ୍ତା। ଦିନକୁଦିନ ବାୟୁ ପ୍ରଦୂଷଣ ବଢିବାରେ ଲାଗିଛି। ଶିଳ୍ପର ବିକାଶ ସାଙ୍ଗକୁ ଜଙ୍ଗଲ କ୍ଷୟ ଏହାର ମୁଖ୍ୟ କାରଣ ପାଲଟିଛି।…

ଧୋନୀଙ୍କ ସପକ୍ଷରେ କୋହଲି

ବର୍ମିଂହାମ,୧ା୭- ଏଠାରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଦଳ ୩୧ ରନ୍‌ରେ ପରାଜିତ ହୋଇଛି। ଅନ୍ତିମ ଓଭରଗୁଡ଼ିକରେ ମହେନ୍ଦ୍ର ସିଂ ଧୋନୀଙ୍କ ଧିମା ବ୍ୟାଟିଂ ଏହି…

ମୋଦିଙ୍କୁ ଭେଟିଲେ ଅନୁପମ ଖେର

ନୂଆଦିଲ୍ଲୀ, ୧।୭: ବଲିଉଡ ଅଭିନେତା ଅନୁପମ ଖେର ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଆଗାମୀ ଫିଲ୍ମ ‘ଓ୍ବାନ୍‌ ଡେ’ର ପ୍ରମୋଶନ ପାଇଁ ଦିଲ୍ଲୀ ଆସିଥିବା ଅନୁପମ…

କଂଗ୍ରେସ ଛାଡ଼ିଲେ ଡାକ୍ତର ଅଶ୍ୱିନୀ ପୂଜାହାରୀ

ଭୁବନେଶ୍ୱର, ସମ୍ବଲପୁର,୧।୭(ବ୍ୟୁରୋ):୨୦୧୯ ସାଧାରଣ ନିର୍ବାଚନରେ ସମ୍ବଲପୁର ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ହୋଇଥିବା ଡା. ଅଶ୍ୱିନୀ ପୂଜାହାରୀ ରବିବାର ଦଳରୁ ଇସ୍ତଫା ଦେଇଛନ୍ତି। ପିସିସି ସଭାପତି ଓ…

ଶୁଖିଲା ନଦୀରେ ତିଆରି ହେଉଥିଲା ପୋଲ: ଅଚାନକ ପାଣି ଆସିବାରୁ ଫଶିଗଲେ ଶ୍ରମିକ

ଭୋପାଳ,୧।୭: ମଧ୍ୟପ୍ରଦେଶରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବୁରହାନପୁରରେ ଥିବା ଏକ ଶୁଖିଲା ନଦୀ ଉପରେ ପୋଲ ତିଆରି କାମ ଚାଲୁଥିଲା। ଏହାରି ଭିତରେ ହଠାତ୍‌…

ଖେଳାଳିଙ୍କ ଜର୍ସି ଉପରେ ମତ ଦେଇ ଟ୍ରୋଲ ହେଲେ ଏହି ଅଭିନେତ୍ରୀ

ନୂଆଦିଲ୍ଲୀ, ୧।୭: ବଲିଉଡ ଅଭିନେତ୍ରୀ ହ୍ୟୁମା କ୍ୟୁରେସୀ ଭାରତୀୟ କ୍ରିକେଟ ଦଳର ଜର୍ସି ଉପରେ ମତ ଦେଇ ଟ୍ରୋଲ ହୋଇଛନ୍ତି। ଇଂଲଣ୍ଡ ବିପକ୍ଷରେ ଭାରତୀୟ ଦଳ କମଳା…

ଘରୋଇ ହସ୍ପିଟାଲ ଚିକିତ୍ସା ସେବାକୁ ନେଇ ବିଧାନସଭାରେ ଉଦ୍‌ବେଗ: ରୋଗୀ ସେବା ତଦନ୍ତ ପାଇଁ କମିଟି ଗଠନ କରିବାକୁ ଦାବି

ଭୁବନେଶ୍ୱର, ୧।୭(ବ୍ୟୁରୋ): ଭୁବନେଶ୍ୱରରେ ଥିବା ଘରୋଇ ହସ୍ପିଟାଲଗୁଡ଼ିକ ଗରିବ ରୋଗୀଙ୍କୁ ଶୋଷଣ କରୁଛନ୍ତି। ସରକାରଙ୍କଠାରୁ ବିନାମୂଲ୍ୟରେ ଜମି ନେଇ ହସ୍ପିଟାଲ କରିଥିବା ସଂସ୍ଥାଗୁଡିକ ଜଣେ ହେଲେ ଗରିବ…

ଖାଇବାକୁ ନ ପାଇ ୨ଶିଶୁଙ୍କୁ ହତ୍ୟା କଲା ଆଦିବାସୀ ମା’:  ତଦନ୍ତ ପାଇଁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧।୭(ବ୍ୟୁରୋ): ରାଜ୍ୟରେ କେହି ଗରିବ ରହିବେ ନାହିଁ। ଖାଲି ପେଟରେ କାହାକୁ ରହିବାକୁ ଦିଆଯିବ ନାହିଁ। ସେଥିପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଖାଦ୍ୟ…