୨୪ ବର୍ଷ ପରେ ସୋସିଆଲ ମିଡିଆରେ ଦେଖାହୋଇ ଠକିଦେଲେ ପିଲାଦିନର ବନ୍ଧୁ

ନୋଏଡା,୧।୭: ସୋସିଆଲ ନେଟଓ୍ବାର୍କିଂ ସାଇଟରେ ପିଲାଦିନର ସାଙ୍ଗକୁ ୨୪ ବର୍ଷ ପରେ ଦେଖାହୋଇ ଠକେଇର ଶୀକାର ହେଲେ ମହିଳା। ଏଭଳି ଘଟଣା ଘଟିଛି ଉତ୍ତରପ୍ରଦେଶ ନୋଏଡାରେ। ସେକ୍ଟର-୪୫…

ବିଧାନସଭାରେ ଓକିଲଙ୍କ ଆନ୍ଦୋଳନ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବିକଲେ ନରସିଂହ

ଭୁବନେଶ୍ୱର, ୧।୭(ବ୍ୟୁରୋ): ସୋମବାର ବିଧାନସଭାରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଓକିଲଙ୍କ ଆନ୍ଦୋଳନ ପ୍ରସଙ୍ଗରେ ବିବୃତି ଦାବି କରିଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୁରନ୍ତ…

ପିଓକେ-ଗିଲ୍‌ଗିଟ୍‌କୁ ଲୋକ ସଭା ଆସନ ଘୋଷଣା ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ: ପୂର୍ବ ‘ର’ ଅଧିକାରୀଙ୍କୁ ୫୦ ହଜାର ଜରିମାନା

ନୂଆଦିଲ୍ଲୀ,୧।୭: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ଏବଂ ଗିଲ୍‌ଗିଟ୍‌-ବଲ୍ଟିସ୍ତାନକୁ ଲୋକ ସଭା ଆସନ ଭାବେ ଘୋଷଣା କରିବା ଆବେଦନ ସୁପ୍ରିମ୍‌କୋର୍ଟରେ ସୋମାବାର ଖାରଜ ହୋଇଯାଇଛି। ଏହି ମାମଲାରେ ଆବେଦନକାରୀ…

ବର୍ତ୍ତମାନ ପରିସ୍ଥିତିରେ ରାହୁଲ ହିଁ କେବଳ କଂଗ୍ରେସର ଦାୟିତ୍ୱ ନେଇପାରିବେ: ଗେହଲଟ

ନୂଆଦିଲ୍ଲୀ,୧।୭: କଂଗ୍ରେସ ଶାସିତ ରାଜ୍ୟ ଗୁଡିକର ମୁଖ୍ୟମନ୍ତ୍ରୀମାନେ ସୋମବାର କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସହ ଏକ ବୈଠକରେ ବସିଥିଲେ। ତେବେ ଏହି ସମୟରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ…

ସ୍ଥାୟୀ ନିଯୁକ୍ତି ଦାବିରେ ଏଡିଏମ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କେନ୍ଦୁଝର, ୧।୭(ସ୍ବ.ପ୍ର.): ସ୍ଥାୟୀ ନିଯୁକ୍ତି ଦାବିରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟର ଅସ୍ଥାୟୀ କର୍ମଚାରୀମାନେ ସୋମବାର ସକାଳୁ ଏଡିଏମ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ରୋଗୀଙ୍କଠାରୁ ଆଦାୟ…

ଲୋକଙ୍କ ପାଇଁ ବାସସ୍ଥାନ ଅଭାବ: ଜିମ୍ବାଓ୍ବେ ବିକ୍ରି କରିବ ୩୦ ହଜାର ହାତୀ

ହରାରେ,୧।୭: ଜିମ୍ବାଓ୍ବେରେ ଲୋକଙ୍କ ପାଇଁ ବାସସ୍ଥାନର ଅଭାବ ଦେଖାଦେଇଛି। ଏଥିପାଇଁ ୩୦ ହଜାର ହାତୀ ବିକ୍ରି କରିବାକୁ ଦେଶର ସରକାର ଘୋଷଣା କରିଛନ୍ତି। ପୂର୍ବରୁ ଗତ ମେ…

ଆଧୁନିକ ଯୁଗର ଶ୍ରବଣ କୁମାର: ସ୍କୁଟରରେ ବସାଇ ମା’ଙ୍କୁ ବୁଲାଇବେ ୧୭ ତୀର୍ଥସ୍ଥଳ

ତିନସୁକିଆ,୧।୭: ଆସାମ ତିନସୁକିଆର ୪୦ବର୍ଷୀୟ ବ୍ୟକ୍ତି ଡି କ୍ରିଷ୍ଣ କୁମାର ନିଜ ସ୍କୁଟର ସାହାଯ୍ୟରେ ମା’ଙ୍କୁ ୧୭ଟି ତୀର୍ଥସ୍ଥଳ ଭ୍ରମଣ କରିବାକୁ ବାହାରି ପଡିଛନ୍ତି। ପାଖାପାଖି ୪୦ହଜାର…

୨ରେ ନବଯୌବନ ଦର୍ଶନ : ଭିତରକାଠରୁ ସାହାଣମେଲା, ପରିମାଣିକ ଦର୍ଶନ

ପୁରୀ ଅଫିସ,୧ା୭ : ଆସନ୍ତା ୨ ତାରିଖରେ ନବଯୌବନ ଦର୍ଶନ। ଅଣସର ପରେ ପ୍ରଥମ କରି ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାବିଗ୍ରହ। ଏହାପରେ ଜୁଲାଇ ୪ ତାରିଖରେ…

ଗଣଶିକ୍ଷା ବିଭାଗର କଡ଼ା ଆଭିମୁଖ୍ୟ : ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ହେବ

ଭୁବନେଶ୍ୱର,୧ା୭(ବ୍ୟୁରୋ) : ଏଣିକି ଜୁନିୟର ବା ଠିକା ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର କଡାକଡି ଯାଞ୍ଚ କରାଯିବ। କେତେଜଣ ଶିକ୍ଷକ ଜାଲ୍‌ ଶିକ୍ଷାଗତ ପ୍ରମାଣପତ୍ର ଦେଇଥିବା ଅଭିଯୋଗ ଆସିବା…

ଖାପ୍‌ ପଞ୍ଚାୟତର ଅଜବ ନିୟମ: ଏହି ୨୪ଗାଁର ଲୋକେ ନିଜ ନାଁରେ ଲଗାଇପାରିବେନି ସରନେମ୍‌

ଜିନ୍ଦ,୧।୭: ଜାତିପ୍ରଥା ବ୍ୟବସ୍ଥାକୁ ଦୂର କରିବା ଉଦ୍ଦେଶ୍ୟରେ ହରିୟଣା ଜିନ୍ଦ ଜିଲାର ଖେଡା ଖାପ୍‌ରେ ଏକ ବଡ ନିୟମ ତିଆରି କରାଯାଇଛି। କୌଣସି ବ୍ୟକ୍ତି ନିଜ ନାଁରେ…