ହାରିଗଲା ଭାରତ, ଫଶିଲା ପାକିସ୍ତାନ

ବର୍ମିଂହାମ, ୧।୭:ଚଳିତ ଆଇସିସି ବିଶ୍ୱକପରେ ଫେଭରାଇଟ ବିବେଚିତ ହେଉଥିବା ବିରାଟ କୋହଲିଙ୍କ ଭାରତୀୟ ଦଳ ପ୍ରଥମ ପରାଜୟବରଣ କରିଛି। ରବିବାର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୩୮ତମ ମ୍ୟାଚରେ…

ଖାଲକୁ ଖସିଲା ସ୍କୁଲ ବସ୍‌ ଡ୍ରାଇଭର ସମେତ ୩ ମୃତ

ଶିମଲା,୧।୭: ଶିମଲାର ଝଞ୍ଜିଡିରେ ସୋମବାର ଏକ ସ୍କୁଲ ବସ ଖାଲକୁ ଖସି ପଡିବା ଫଳରେ ଡ୍ରାଇଭର ଓ ୨ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏଥିରେ…

ଟ୍ରଲରକୁ ଧକ୍କା ଦେଲା କଣ୍ଟେନର, ୨ ଜଣଙ୍କ ଜୀବନ ଗଲା

ଛତିଆ/ଚଣ୍ଡିଖୋଲ,୧ା୭(ଡି.ଏନ୍‌.ଏ.): ଯାଜପୁର ଜିଲା ବନ୍ଦାଳ ହାଟ କରନ୍ଦା ଛକ ନିକଟରେ ସୋମବାର ଭୋରରୁ ରଡ୍‌ ବୋଝେଇ ଟ୍ରଲର ପଛପଟେ ଏକ କଣ୍ଟେନର ଧକ୍କା ଦେବାରୁ ଘଟଣାସ୍ଥଳରେ ୨…

ବାଇକ୍‌ ଚାଳକଙ୍କୁ ପିଛା କଲା ବାଘ: ଭିଡ଼ିଓ ଭାଇରାଲ

ଓ୍ବାଇନାଡ୍‌,୧।୭: କେରଳ ଓ୍ବାଇନାଡ୍‌ରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଥିବା ମୁଥାଙ୍ଗ୍‌ ଅଭୟାରଣ୍ୟ ନିକଟରେ ଥିବା ରାସ୍ତାରେ ବାଘ ବାଇକ୍‌ ଚାଳକଙ୍କ ପିଛା କରୁଥିବା ଭିଡ଼ିଓ…

ଜର୍ସି ଯୋଗୁ ଭାରତ ହାରିଲା: ମେହବୁବା ମୁଫତି

ଶ୍ରୀନଗର, ୧।୭:ଆଇସିସି ବିଶ୍ୱକପରେ ଭାରତର ବିଜୟ ରଥକୁ ରୋକିବାରେ ସମର୍ଥ ହୋଇଛି ଆୟୋଜକ ଇଂଲଣ୍ଡ। ରବିବାର ବର୍ମିଂହାମରେ ଖେଳାଯାଇଥିବା ଏକ ମ୍ୟାଚ୍‌ ଭାରତକୁ ୩୧ରନରେ ପରାସ୍ତ କରି…

ଅସରାଏ ବର୍ଷାରେ ଜଳମଗ୍ନ ରାଜଧାନୀ : ଇସ୍କନ ମନ୍ଦିର ସମ୍ମୁଖରେ ଭାସିଲା କାର

ଭୁବନେଶ୍ୱର, ୧।୭ (ବ୍ୟୁରୋ): ରବିବାର ସନ୍ଧ୍ୟାରେ ପ୍ରାୟ ୧ ଘଣ୍ଟାର ବର୍ଷା ଦେଶର ୧ ନମ୍ବର ସ୍ମାର୍ଟସିଟି ଭୁବନେଶ୍ୱରର ଅବସ୍ଥାକୁ କଦର୍ଯ୍ୟ କରିଦେଇଥିଲା। କେଉଁଠି ଅଣ୍ଟାଏ, କେଉଁଠି…

ଉଡାଣ ସମୟରେ ହ୍ୟାଙ୍ଗରରେ ପିଟିହେଲା ବିମାନ: ୧୦ ମୃତ

ହଷ୍ଟନ,୧।୭: ଆମେରିକାର ଟେକ୍ସାସରେ ରବିବାର ଉଡାଣ ଭରିବା ସମୟରେ ଏକ ଘରୋଇ ବିମାନ ହ୍ୟାଙ୍ଗରରେ ପିଟିହେବା ଫଳରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ,…

ସରକାରୀ ବାବୁଙ୍କୁ ଉପହାର ମନା

ଲକ୍ଷ୍ନୌ,୧।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟରେ ସରକାରୀ ବାବୁଙ୍କ ପାଇଁ ଗୋଟିଏ ପରେ ଗୋଟିଏ ଆଇନ ଲାଗୁ କରିବା ଜାରି ରଖିଛନ୍ତି। ପ୍ରଥମେ ସରକାରୀ ମିଟିଂରେ…

ହୃଦ୍‌ରୋଗ ଠାରୁ ଦୂରେଇ ରଖେ ତଟକା ଫଳମୂଳ

ହୃଦ୍‌ରୋଗ ପରି ଗୁରୁତର ସମସ୍ୟାଠାରୁ ନିଜକୁ ଦୂରେଇ ରଖିବାକୁ ଚାହୁଁଛନ୍ତି କି ? ଯଦି ହଁ, ତେବେ ସେଥିପାଇଁ ସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ, ବ୍ୟାୟାମ ବିଷୟରେ ଅନେକେ…

ଅମରନାଥ ଯାତ୍ରା: ୨୬ ବର୍ଷରେ ୧୪ ଆତଙ୍କବାଦୀ ଆକ୍ରମଣରେ ୬୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି

ଶ୍ରୀନଗର,୧।୭: ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ ସୋମବାର କଶ୍ମୀରର ପହଲଗାମ୍‌ ବେସ୍‌ କ୍ୟାମ୍ପଠାରୁ ଯାତ୍ରା ଆରମ୍ଭ କରିଛନ୍ତି। ଗତ ୨୬ ବର୍ଷ ମଧ୍ୟରେ ଅମରନାଥ ଯାତ୍ରା ସମୟରେ…