ପଶୁଙ୍କ ଉପରେ ଅତ୍ୟାଚାର କରିବାରୁ ଥାନାରେ ଏତଲା ଦେଲେ ମାଲିକ

ପାଟନା,୩୦।୬: ଅସାମାଜିକ କାର୍ଯ୍ୟକଳାପକୁ ନେଇ ଚର୍ଚ୍ଚାରେ ଥିବା ବିହାର ଏଥର କିନ୍ତୁ ଭିନ୍ନ ଏକ ଆପରାଧିକ ମାମଲା ପାଇଁ ଆସିଛି ଚର୍ଚ୍ଚାକୁ। ହେରୁଦିୟାରାରେ ରହୁଥିବା ଜୟରାମ କୁମାର…

ପ୍ରିୟଙ୍କାଙ୍କୁ ଯୋଗୀଙ୍କ କଡ଼ା ଜବାବ୍‌: ନ ଖାଇ ପାରିଲେ ଅଙ୍ଗୁର ଖଟା

ଲକ୍ଷ୍ନୌ,୩୦।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଂଗ୍ରେସ ରାଷ୍ଟ୍ରୀୟ ମହସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ କଡ଼ା ଜବାବ୍‌ ଦେଇଛନ୍ତି। କଂଗ୍ରେସ ନିର୍ବାଚନରେ ପରାଜିତ ହୋଇଥିବାରୁ ହତାଶ ହୋଇ…

ଭାରତକୁ ସାହାଯ୍ୟ ମାଗିଲେ ସୋଏବ ଅଖତର

ଇସଲମାବାଦ, ୩୦।୬:ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଭାରତକୁ ସାହାଯ୍ୟ ମାଗିଛନ୍ତି। ଆଇସିସି ବିଶ୍ୱକପରେ ପାକିସ୍ତାନକୁ ସେମିଫାଇନାଲରେ ପହଞ୍ଚିବାରେ ଭାରତ ସହାୟତା ଆବଶ୍ୟକ ବୋଲି ସେ କହିଛନ୍ତି।…

ମନଦେଇ ଶୁଣିଲେ ‘ମନ୍‌ କି ବାତ୍‌’

ନୂଆଦିଲ୍ଲୀ,୩୦।୬: ପାଖାପାଖି ଦୁଇ ମାସ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କି ବାତ୍‌’ ପୁଣିଥରେ ରବିବାର ପ୍ରଚାରିତ ହୋଇଛି। ତେବେ ଏହି କାର୍ଯ୍ୟକ୍ରମକୁ…

ପୁରୀ ଅନ୍ତର୍ଜାତୀୟ ଡ୍ୟାନ୍ସ ଫେଷ୍ଟିଭାଲ: ଦାରିଙ୍ଗବାଡ଼ିର ଶିଶୁ କଳାକାରଙ୍କ ଅଂଶଗ୍ରହଣ

ଦାରିଙ୍ଗବାଡ଼ି,୩୦।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳର ୪ ଜଣ ଶିଶୁ କଳାକାର ପୁରୀରେ ଚାଲିଥିବା ପୁରୀ ଅନ୍ତର୍ଜାତୀୟ ଫେଷ୍ଟିଭାଲରେ ଅଂଶଗ୍ରହଣ କରିଛନ୍ତିା ସେମାନେ ହେଲେ ଆଫ୍ରିନ ସାହୁ,…

ଦାରିଙ୍ଗବାଡ଼ି ଅଞ୍ଚଳରେ ସୁଧୁରୁନି ପରିବହନ ବ୍ୟବସ୍ଥା: ଧରିତ୍ରୀରେ ଖବର ପ୍ରକାଶ ପରେ ବିଭାଗୀୟ ତତ୍ପରତା

ଦାରିଙ୍ଗବାଡ଼ି,୩୦।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ପାଟ୍ରୋଲିଂ ସହ ଯାନବାହନ ଯାଞ୍ଚ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି। ଶନିବାର ସନ୍ଧ୍ୟାରେ ରାସ୍ତା ବ୍ଲକିଂ କରାଯାଇ…

ଇସ୍ରାଏଲ୍‌ ମଦ କମ୍ପାନୀ ବୋତଲରେ ଗାନ୍ଧୀଜୀଙ୍କ ଫଟୋ: ମୋଦି-ନେତନ୍ୟାହୁଙ୍କୁ ଚିଠି

ଥିରୁଭାନନ୍ତପୁରମ୍‌,୩୦।୬: କେରଳରେ କାରବାର କରୁଥିବା ଏକ ମଦ କମ୍ପାନୀ ମାକା ବ୍ରେବରୀର ବୋତଲ ଉପରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫଟୋ ଲଗାଯାଇଛି। ଏହାକୁ ନେଇ ମହାତ୍ମା…

ରିଲେସନଶିପରେ ରହିଛନ୍ତି ଅନନ୍ୟା !

ମୁମ୍ବାଇ: ବଲିଉଡ୍‌ ଅଭିନେତା ଚଙ୍କି ପାଣ୍ଡେଙ୍କ ସୁପୁତ୍ରି ଅନନ୍ୟା ପାଣ୍ଡେ ଏବେ ଲାଇମ୍‌ ଲାଇଟ୍‌ରେ। ବଲିଉଡ୍‌ ନବାଗତା ନାୟିକା ତଥା ଷ୍ଟାର କିଡ୍‌ଙ୍କ ମଧ୍ୟରେ ଜଣେ ହେଉଛନ୍ତି…

ବିବାହ କରିବାକୁ ଯାଉଛନ୍ତି ଏହି ଭାରତୀୟ କ୍ରିକେଟର,ନିର୍ବନ୍ଧ ଶେଷ

ପୂର୍ବ ଭାରତୀୟ କ୍ରିକେଟର୍‌ କରୁଣ ନାୟାର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଦୀର୍ଘଦିନର ପ୍ରେମିକା ଶନାୟା ଟଙ୍କରିଓ୍ବାଲାଙ୍କ ସହ କରୁଣଙ୍କ ନିର୍ବନ୍ଧ ଶେଷ ହୋଇଛି। ଶନିବାର…

ଶ୍ୱଶୁର ଘରେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ଗଛରେ ଚଢ଼ି ଆତ୍ମହତ୍ୟା ଧମକ ଦେଲେ ସ୍ବାମୀ

ଧର୍ମଗଡ଼,୩୦।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୟପାଟଣା ଥାନା କପୁରମାଳ ଗ୍ରାମରେ ରବିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘରେ ଟାଙ୍ଗିଆରେ ହାଣି ସ୍ତ୍ରୀଙ୍କୁ ହତ୍ୟା କରିବାପରେ…