ସ୍କୁଟର ଆଣ୍ଟିଙ୍କ ଡାନ୍ସ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୯।୪: ୪୦ ୫୦ ବର୍ଷ ବୟସରେ ମହିଳାଙ୍କୁ ସ୍କୁଟି, କାର ବାଇକ୍‌ ଚଲାଉଥିବା ଦେଖିଥିବା ବେଳେ କେବେ ଆପଣ ସ୍କୁଟର ଚଲାଉଥିବା ଦେଖିଛନ୍ତି। କେବଳ ଗାଡ଼ି ଚଳାଇବା…

ଜଙ୍କ୍‌ଫୁଡ୍‌ରେ ସୋନମ୍‌ଙ୍କ ପ୍ରିୟ ଗୁପ୍‌ଚୁପ୍‌

ମୁମ୍ବାଇ: ବଲିଉଡ୍‌ କଳାକାରମାନେ ଫିଟ୍‌ ରହିବାକୁ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେଇଥାନ୍ତି। ବିଶେଷକରି ଜଙ୍କ୍‌ଫୁଡ୍‌ଠାରୁ ଦୂରେଇ ରୁହନ୍ତି ଅଭିନେତ୍ରୀମାନେ। ମାତ୍ର ଏବେ ବଲିଉଡ୍‌ ଫ୍ୟାଶନ୍‌ ଡିଭା…

ଜୁଲାଇ ସୁଦ୍ଧା ନିଲାମ ହେବ ୫ରୁ ୧୦ ଖଣି: ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ସୁଦ୍ଧା ୫ରୁ ୧୦ ଖଣି ନିଲାମ କରାଯିବ ବୋଲି ଶନିବାର ସୂଚନା ଦେଇଛନ୍ତି ଖଣିମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ। ୨୦୨୦ ସୁଦ୍ଧା ୨୪ ଖଣି…

ଜୁଲାଇ ୧ ପରେ ଅଯୋଧ୍ୟା, ରାଫାଲ ମାମଲାର ସୁପ୍ରିମ୍‌କୋର୍ଟରେ ହେବ ବିଚାର

ନୂଆଦିଲ୍ଲୀ,୨୯।୬: ଜୁଲାଇ ୧ ପରେ ଅଯୋଧ୍ୟା, ରାଫାଲ ସମେତ ଅନ୍ୟ କେତେକ ଗୁରୁତ୍ୱପୂର୍ଣ ମାମଲାର ବିଚାର ସୁପ୍ରିମ୍‌କୋର୍ଟରେ ହେବ। ୬ ସପ୍ତାହ ଗ୍ରୀଷ୍ମ ଅବକାଶ ପରେ ଆସନ୍ତା…

ଓଡ଼ିଶା ଫେରିବେ ଜଗା-କାଳିଆ

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିବା ଦୁଇଭାଇ ଜଗା, କାଳିଆ ଖୁବ୍‌ଶୀଘ୍ର ଓଡ଼ିଶା ଫେରିବେ। ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ଶନିବାର ଏଭଳି ସୂଚନା ଦେଇଛନ୍ତି…

ମିଳିଲାନି ମହାପ୍ରୟାଣ ଗାଡ଼ି, ଖଟିଆରେ ବୁହା ହେଲା ମୃତଦେହ: ତଳିଆ କର୍ମଚାରୀ ସସ୍‌ପେଣ୍ଡ; ଇନ୍‌ଚାର୍ଜ, କାର୍ଯ୍ୟରତ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଦାରିଙ୍ଗବାଡ଼ି,୨୯।୬(ଡି.ଏନ୍‌.ଏ.)- ମିଳିଲାନି ମହାପ୍ରୟାଣ ଗାଡ଼ି। ଖଟିଆରେ ବୁହାହେଲେ ରୋଗୀଙ୍କ ମୃତଦେହ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଏଠାରେ ଶୁକ୍ରବାର…

ଯୋଗୀଙ୍କ ଶାସନରେ ମୁକ୍ତ ଭାବେ ବାହାରେ ବୁଲୁଛନ୍ତି ଅପରାଧୀ: ପ୍ରିୟଙ୍କା

ଲକ୍ଷ୍ନୌ,୨୯।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଶାସନରେ ଅପରାଧୀ ମୁକ୍ତ ଭାବେ ବାହାରେ ବୁଲୁଛନ୍ତି। ରାଜ୍ୟ ସରକାରଙ୍କ ଆଇନ କାନୁନକୁ ସେମାନେ ଭୟ କରୁ ନ ଥିବା…

ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଭାରତ ହାସଲ କରିବ ଶ୍ରେଷ୍ଠତ୍ୱ: ଶାହ

ନୂଆଦିଲ୍ଲୀ,୨୯।୬: ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଭାରତ ଶ୍ରେଷ୍ଠତ୍ୱ ହାସଲ କରିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପ୍ରକାଶ କରିଛନ୍ତି। ଏନ୍‌ଡିଆର୍‌ଏଫ୍‌ ପକ୍ଷରୁ ଆୟୋଜିତ ହୋଇଥିବା ଏକ…

ୟୁବିଆଇର ବାର୍ଷିକ ସାଧାରଣ ବୈଠକ: ରିଟେଲ,କୃଷି,ଏମ୍‌ଏସ୍‌ଏମ୍‌ଇ ଋଣକୁ ୟୁବିଆଇର ଫୋକସ

କଲିକତା,୨୯-୬ - ୟୁନାଇଟେଡ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ) ପକ୍ଷରୁ ଏହାର ୧୦ମ ବାର୍ଷିକ ସାଧାରଣ ବୈଠକ କଲିକତାଠାରେ ଅନୁଷ୍ଠିତ ହୋଇ ଯାଇଛି। କେନ୍ଦ୍ର ସରକାରଙ୍କ ପ୍ରତିନିଧିଙ୍କ ସମେତ…

କ୍ରେଡାଇ ଓଡ଼ିଶା ପକ୍ଷରୁ ବାତ୍ୟା ପ୍ରଭାବିତଙ୍କୁ ସହାୟତା

ଭୁବନେଶ୍ୱର,୨୯-୬ -କ୍ରେଡାଇ ଓଡ଼ିଶା ପକ୍ଷରୁ ବାତ୍ୟା ପ୍ରଭାବିତ ଲୋକଙ୍କ ପୁନର୍ବାସ ଲାଗି ଗୃହ ନିର୍ମାଣ ସାମଗ୍ରୀ ପ୍ରଦାନ କରାଯାଇଛି। ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କ ଉପସ୍ଥିତିରେ…