ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୪୬.୭%

ଭୁବନେଶ୍ୱର,୨୯-୬(ବ୍ୟୁରୋ) : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଧିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଏପ୍ରିଲରେ ୧୧୨ ପଏଣ୍ଟ ଥିଲା। ଏହା ମେ ମାସରେ ୨ ପଏଣ୍ଟ…

ଯୋଡ଼ା ନାବାଳିକା ଗଣବଳାତ୍କାର ଘଟଣା:‘ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଅ’

କେନ୍ଦୁଝର,୨୯।୬ (ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ଥାନା ପଣସଗୋଡ଼ା ଅଞ୍ଚଳରେ ନାବାଳିକା ଗଣବଳତ୍କାର ଘଟଣା ନେଇ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ତନାଘନା ଚଳାଇଛନ୍ତି।…

ତେଜିଲା ମହିଳାଙ୍କ ମଦ ବିରୋଧି ଅଭିଯାନ

ଯୋଡ଼ା, ୨୯।୬ (ଡି.ଏନ.ଏ.)- କେନ୍ଦୁଝର ଜିଲାର ବିଭିନ୍ନ ଅଞ୍ଚଳରେ ଦିନକୁ ଦିନ ଚୋରାମଦର ପ୍ରସାର ଘଟି ଚାଲିଛି। ଏହି ଜିଲାର ଖଣିଖାଦନା ଭରା ଯୋଡା ଅଞ୍ଚଳରେ ମଧ୍ୟ…

ଆଗରପଡ଼ାରେ ଗଁ।ମୁହଁ। ହାତୀ

ବନ୍ତ, ୨୯।୬ (ସ୍ବ.ପ୍ର.) - ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଛି। ଏକ ମାସରୁ ଊର୍ଦ୍ଧ୍ୱ ହେବ କେନ୍ଦୁଝର ଜିଲା ହଦଗଡ…

ଭୂତମୁଣ୍ଡାଇରେ ଟ୍ରକ୍‌ ଟର୍ମିନାଲ ନିର୍ମାଣକୁ ବିରୋଧ

କୁଜଙ୍ଗ,୨୯ା୬(ସ୍ବ.ପ୍ର.): କୁଜଙ୍ଗ ବ୍ଲକ ଭୂତମୁଣ୍ଡାଇ ପଞ୍ଚାୟତ ନିକଟବର୍ତ୍ତୀ ଜାତୀୟ ରାଜପଥ ପାର୍ଶ୍ୱରେ ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ନିର୍ମାଣ ହେବାକୁ ଥିବା ଟ୍ରକ ଟର୍ମିନାଲକୁ ବିରୋଧ କରି…

ବର୍ଷା ଅଭାବରୁ ଆଗେଇପାରୁନି ଚାଷ

ନାଉଗାଁ,୨୯ା୬(ସ୍ବ.ପ୍ର.): ନାଉଗାଁ ବ୍ଲକରେ ସାଧାରଣତଃ ବର୍ଷା ଉପରେ ନିର୍ଭର କରି ଚାଷୀ ଧାନ ଚାଷ କରିଥାନ୍ତି। ଚଳିତବର୍ଷ ଏ ପର୍ଯ୍ୟନ୍ତ ଆଶାନୁରୂପ ବର୍ଷା ହୋଇନାହିଁ। ତେଣୁ ସ୍ବଳ୍ପ…

ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ : ଷଡଯନ୍ତ୍ରକାରୀ ମହିଳାଙ୍କ ସମେତ ୫ ଗିରଫ

ବହଳଦା,୨୯ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ବହଳଦା ଥାନା ପୋଲିସ ଏକ ହତ୍ୟା ଘଟଣାର ପର୍ଦ୍ଦାଫାସ କରି ଜଣେ ମହିଳାଙ୍କ ସମେତ ୫ ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ…

ଗୋଚର ଜମିକୁ ଜେସିବି ଦ୍ୱାରା ସଫା କରିବା ନେଇ ଅଭିଯୋଗ: ସବର୍ଣ୍ଣ, ଅସବର୍ଣ୍ଣ ମଧ୍ୟରେ ବିବାଦ

ରଣପୁର,୨୯ା୬(ସ୍ବ.ପ୍ର.): ଅନ୍ୟ ଏକ ଗ୍ରାମର ଅସବର୍ଣ୍ଣ ଜାତିର ଲୋକେ ସବର୍ଣ୍ଣଙ୍କ ଗୋଚର ଜମିକୁ ଜେସିବି ଲଗାଇ ସଫା କରିବା ଘଟଣାକୁ ନେଇ ରଣପୁର ଅଞ୍ଚଳରେ ୨ ଗୋଷ୍ଠୀଙ୍କ…

ତୋରାଣିପଦାରୁ ଜବରଦଖଲ ଉଚ୍ଛେଦ

ଖଇରା, ୨୯।୬(ଡି.ଏନ.ଏ.)-ଖଇରା ତହସିଲ ଓ ପୋଲିସର ମିଳିତ ସହଯୋଗରେ ଖଇରା ବ୍ଲକ ତୋରାଣିପଦା ଗ୍ରାମରୁ ଶୁକ୍ରବାର ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଖଇରା…

ଥମୁନି ହାତୀ ଉପଦ୍ରବ

ଔପଦା, ୨୯।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ଗଡ଼ସାହି ପଞ୍ଚାୟତର ଗଡ଼ସାହି ଗ୍ରାମ ସନ୍ନିକଟ ପଶ୍ଚିମାଘାଟି ରାସ୍ତା ନିକଟସ୍ଥ ଅଞ୍ଚଳରେ କୁଲଡ଼ିହା ହାତୀପଲ ତାଣ୍ଡବ ଚଳାଇଛନ୍ତି। ସନ୍ଧ୍ୟା ହେଲେ…