ପିକଅପ୍‌ ଭ୍ୟାନରେ ଚାଲାଣ ହେଉଛି ଗୋମାଂସ; ଦୁର୍ଘଟଣା ପରେ ପଦାକୁ ଆସିଲା

ଜଳେଶ୍ୱର, ୨୮ା୬ (ଡି.ଏନ.ଏ.)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଗୋଚାଲାଣ ଉପରେ ଅଙ୍କୁଶ ଲଗାଯିବା ପରେ ବେପାରୀମାନେ ଏବେ ଗୋମାଂସ ଚାଲାଣ ଭଳି ପନ୍ଥା ଆପଣେଇଛନ୍ତି। କୋଲକାତା ଅଭିମୁଖେ…

ଅଭିଭାବକ, ଶିକ୍ଷକ ଏକ ମୁଦ୍ରାର ଦୁଇପାର୍ଶ୍ୱ

ନୂଆପଡା ଅଫିସ,୨୮ା୬: ବିଦ୍ୟାଳୟଗୁଡିକରେ ଗୁଣାତ୍ମକ ଶିକ୍ଷାର ବିକାଶ ସକାଶେ ଅଭିଭାବକ ଏବଂ ଶିକ୍ଷକମାନଙ୍କ ଅବଦାନ ରହିବା ବାନଛନୀୟ। ଏମାନେ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ। ଶିକ୍ଷାଦାନକୁ ତ୍ୱରିତ…

ଗଳ୍ପ ସାହିତ୍ୟରେ ନୂଆ ଧାରା ଆଣିଥିଲେ କହ୍ନେଇଲାଲ୍‌

ବାଲେଶ୍ୱର ଅଫିସ,୨୮।୬-ମଣିଷ ଜୀବନର ବାସ୍ତବ ଚିତ୍ରକୁ କାହାଣୀରେ ରୂପ ଦେଇ ବିଶିଷ୍ଟ କଥାକାର କହ୍ନେଇଲାଲ୍‌ ଦାସ ଓଡିଆ ଗଳ୍ପ ସାହିତ୍ୟରେ ଏକ ନୂଆ ଧାରା ସୃଷ୍ଟି କରିଥିଲେ।…

ରୂପ୍‌ସାରେ ଲୁଟେରା ସକ୍ରିୟ: ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଉଦ୍ୟମ

ରୂପ୍‌ସା, ୨୮।୬(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସାସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଉଦ୍ୟମ ନେଇ ଥାନାରେ ଅଭିଯୋଗ ହୋଇଛି। ଶୁକ୍ରବାର ରୂପ୍‌ସା ଥାନାଧିକାରୀ ସୁଚନ୍ଦ୍ର ମହାଳିକ…

ଗୋପୀଚାନ୍ଦଙ୍କୁ ଡକ୍ଟୋରେଟ୍‌ ଉପାଧି

ନୂଆଦିଲ୍ଲୀ, ୨୮ା୬ (ପି.ଟି.)-ଭାରତର ମୁଖ୍ୟ ବ୍ୟାଡ୍‌ମିଣ୍ଟନ କୋଚ୍‌ ପୁଲେଲା ଗୋପୀଚାନ୍ଦଙ୍କୁ ଡକ୍ଟୋରେଟ୍‌ ଉପାଧିରେ ସମ୍ମାନିତ କରାଯାଇଛି। ଆଇଆଇଟି କାନପୁରର ୫୨ତମ ସମାବର୍ତ୍ତନ ଉତ୍ସବ ଅବସରରେ ଶୁକ୍ରବାର ଇସ୍ରୋ…

ତୃତୀୟ ସନ୍ତାନର ପିତା ହେବେ ଓ୍ବାର୍ନର

ଲଣ୍ଡନ,୨୮।୬(ପିଟି)-ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ଓ୍ବାର୍ନର ଓ ତାଙ୍କ ପତ୍ନୀ କ୍ୟାଣ୍ଡିସ ତୃତୀୟ ସନ୍ତାନର ପିତାମାତା ହେବାକୁ ଯାଉଛନ୍ତି। ବାମହାତୀ ବ୍ୟାଟ୍ସମ୍ୟାନ ଓ୍ବାନର ବର୍ତ୍ତମାନ ଦୁଇ ଝିଅଙ୍କ ପିତା।…

ଦୁର୍ଗାପୂଜା ପାଇଁ ରାବଣ ବରଣ

ଜାମଟିକ୍ରା, ୨୮।୬ (ଡି.ଏନ.ଏ): ଅତାବିରା ଦୁର୍ଗାପୂଜା ପାଇଁ ଶୁକ୍ରବାର ସ୍ଥାନୀୟ ଦୁର୍ଗା ମନ୍ଦିର ପରିସରରେ ରାବଣ ବରଣ କରାଯାଇଛି । ସର୍ଲା ଗ୍ରାମର ଭୁବନେଶ୍ୱର ପ୍ରଧାନଙ୍କୁ ଏଥର…

ଅବକାରୀ ଚଢାଉ: ୭ ଗିରଫ

ବଇଣ୍ଡା,୨୮।୬(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ବିଭିନ୍ନ ଗ୍ରାମରେ ଶୁକ୍ରବାର ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ୬୫ ଲିଟର ଦେଶୀ ମଦ କରାଯାଇଛି। ଏହି ଘଟଣାରେ ତଲେଇପଥର…

ଭଦ୍ରକ ସହରରୁ ଜବରଦଖଲ ଉଚ୍ଛେଦ ଜାରି

ଭଦ୍ରକ ଅଫିସ, ୨୮।୬ - ଭଦ୍ରକ ଜିଲା ଓ ପୌର ପ୍ରଶାସନ ପକ୍ଷରୁ ସହରରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିିଛି। ସହରକୁ ସରସ ସୁନ୍ଦର କରିବା…

ପୁରୀକୁ ଆସୁଥିବା ଭକ୍ତ ଆମ ଅତିଥି: ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ, ୨୮।୬: ମହାପ୍ରଭୁଙ୍କ ରଥଯାତ୍ରାକୁ ଭଲ ଭାବେ ପାଳନ କରିବା ଆମ ସମସ୍ତଙ୍କର ଦାୟିତ୍ୱ। ଏ ଦିଗରେ ସେବାୟତ ବନ୍ଧୁମାନେ ସବୁବେଳେ ସହଯୋଗ କରିଆସିଛନ୍ତି। ରଥଯାତ୍ରା…