ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ନଟ୍‌ ଆଉଟ୍‌ ଥିଲେ ରୋହିତ

ମାଞ୍ଚେଷ୍ଟର,୨୮।୬(ପିଟି)- ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତୀୟ ଓପନର ରୋହିତ ଶର୍ମା ବିବାଦୀୟ ଢଙ୍ଗରେ ଉଇକେଟ ପଛରେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ। କିନ୍ତୁ ସେ ନଟ୍‌ଆଉଟ୍‌…

ରାଶିଫଳ: ଶନିବାର , ଜୁନ୍‌ ୨୯ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପରାମର୍ଶରେ ସାମାଜିକ ସ୍ତରରେ ଉଲ୍ଲେଖନୀୟ କାମ କରି ସର୍ବସାଧାରଣରେ ପ୍ରଶଂସିତ ହେବେ। କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇଯିବାର ଆଶଙ୍କା ରହିଛି। ମାନସିକ…

ନ୍ୟୁୟର୍କରେ ୨୭ଲକ୍ଷ ଟଙ୍କାର ଜୋତା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ ରିଷି

ନ୍ୟୁୟର୍କ: ବଲିଉଡ୍‌ ଅଭିନେତା ରିଷି କପୁର ଏବେ ନ୍ୟୁୟର୍କରେ ନିଜର କ୍ୟାନସରର ଚିକିତ୍ସା କରାଉଛନ୍ତି। ନ୍ୟୁୟର୍କରେ ଥାଇ ମଧ୍ୟ ରିଷି ନିଜ ଜୀବନର ସମସ୍ତ ଅପଡେଟ୍‌ ଟୁଇଟର…

କଟ୍ଟ୍ରେଲଙ୍କୁ ପରିହାସ କଲେ ସାମି

ମାଞ୍ଚେଷ୍ଟର,୨୮।୬(ପିଟି)- ଉଇକେଟ ନେବା ପରେ ଓ୍ବେଷ୍ଟଇଣ୍ଡିଆନ ପେସର ଶେଲଡନ କଟ୍ଟ୍ରେଲ ସର୍ବଦା ସାଲ୍ୟୁଟ କରନ୍ତି, ଯାହାକି ଚଳିତ ବିଶ୍ୱକପ୍‌ରେ ଏକ ଟ୍ରେଣ୍ଡ ପାଲଟିଯାଇଛି। ଏହାଦ୍ୱାରା ସେ ଜାମାଇକାନ…

ବିଦ୍ୟୁତ୍‌ କାଟ୍‌କୁ ନେଇ ମନ୍ତ୍ରୀଙ୍କ ଉପରେ ବର୍ଷିଲେ ବିରୋଧୀ, ଶାସକ: ରଥଯାତ୍ରା ପୂର୍ବରୁ ପୁରୀକୁ ବିଦ୍ୟୁତ୍‌ ଯୋଗାଇଦେବାକୁ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ ହେଉଛି। ସାମାନ୍ୟ ପବନ ହେଲେ ମଧ୍ୟ ଗାଁ ଗଣ୍ଡାରେ ୨/୩ଘଣ୍ଟା ଯାଏ ବିଦ୍ୟୁତ୍‌ ଉଭାନ ହୋଇଯାଉଛି। ବାତ୍ୟା…

ଗତ ୫ ବର୍ଷରେ ପଛୁଆବର୍ଗଙ୍କ ଆତ୍ମନିଯୁକ୍ତି ପାଇଁ ଟଙ୍କାଟିଏ ଋଣ ଦେଇନି ଓଡ଼ିଶା ପଛୁଆ ବର୍ଗ ଅର୍ଥ ସମବାୟ ନିଗମ

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ଗତ ୫ ବର୍ଷ ମଧ୍ୟରେ ଆତ୍ମନିଯୁକ୍ତି ପାଇଁ ଏସସି, ଏସ୍‌ଟି, ସଂଖାଲଘୁ ଏବଂ ପଛୁଆବର୍ଗ ଯୁବତୀଯୁବକଙ୍କୁ ଓଡ଼ିଶା ପଛୁଆ ବର୍ଗ ଅର୍ଥ ଓ ଉନ୍ନୟନ…

ପୋଲାଭରମ୍‌ ପ୍ରଳକ୍ପକୁ ନେଇ ବିଧାନସଭାରେ ଉଦ୍‌ବେଗ: ଗୃହ କମିଟି ଗଠନ କରିବାକୁ ଦାବି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକୁ ନେଇ ବିଧାନସଭାରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ମାଲକାନଗିରିର…

ଜଗନ୍ନାଥଙ୍କ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ପୁରୀ ଯାତ୍ରା, ପାଦରେ ଚାଲି ଚାଲି ପହଞ୍ଚିବେ

ଭୁବନ,୨୮।୦୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ୬୦ ଜଣରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଶୁକ୍ରବାର ପାଦରେ ଚାଲି ଜଗନ୍ନାଥଙ୍କ ଦର୍ଶନ କରିବା ନିମନ୍ତେ ପୁରୀ ଯାତ୍ରା କରିଛନ୍ତି। ପ୍ରତ୍ୟେକ…

ଛତିଶଗଡ଼ କଂଗ୍ରେସ ଅଧ୍ୟକ୍ଷ ପଦ ସମ୍ଭାଳିଲେ ମୋହନ ମାର୍କମ

ନୂଆଦିଲ୍ଲୀ,୨୮।୬: ଗୋଟିଏ ପଟେ କଂଗ୍ରେସର ସ୍ଥିତି ସାରା ଦେଶରେ ବିଗିଡି ଯାଇଥିବା ବେଳେ ଶୁକ୍ରବାର ଛତିଶଗଡ଼ ପ୍ରଦେଶ କଂଗ୍ରେସ କମିଟିର ଅଧ୍ୟକ୍ଷ ପଦ ସମ୍ଭାଳିଛନ୍ତି ମୋହନ ମାର୍କମ।…

ଅର୍ଥନୈତିକ ସର୍ଭେ ରିପୋର୍ଟ ଗଣମାଧ୍ୟମରେ ପ୍ରକାଶକୁ ନେଇ ବିଧାନସଭାରେ ଉଦ୍‌ବେଗ: ସରକାରଙ୍କ କୈଫିୟତ ତଲବ କଲେ ବିରୋଧୀ

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅର୍ଥନୈତିକ ସର୍ଭେ ରିପୋର୍ଟ-୨୦୧୮ ସୋସିଆଲ ମିଡିଆରେ ବୁଲୁଛି, ଖବରକାଗଜରେ ପ୍ରକାଶ ପାଇଛି। ହେଲେ ବିଧାୟକମାନଙ୍କୁ ଏପର୍ଯ୍ୟନ୍ତ ଦିଆଗଲା ନାହିଁ। ସରକାରୀ ବିଭାଗର…