ବିଦ୍ୟୁତ୍‌ କାଟ୍‌କୁ ନେଇ ମନ୍ତ୍ରୀଙ୍କ ଉପରେ ବର୍ଷିଲେ ବିରୋଧୀ, ଶାସକ: ରଥଯାତ୍ରା ପୂର୍ବରୁ ପୁରୀକୁ ବିଦ୍ୟୁତ୍‌ ଯୋଗାଇଦେବାକୁ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ ହେଉଛି। ସାମାନ୍ୟ ପବନ ହେଲେ ମଧ୍ୟ ଗାଁ ଗଣ୍ଡାରେ ୨/୩ଘଣ୍ଟା ଯାଏ ବିଦ୍ୟୁତ୍‌ ଉଭାନ ହୋଇଯାଉଛି। ବାତ୍ୟା…

ଗତ ୫ ବର୍ଷରେ ପଛୁଆବର୍ଗଙ୍କ ଆତ୍ମନିଯୁକ୍ତି ପାଇଁ ଟଙ୍କାଟିଏ ଋଣ ଦେଇନି ଓଡ଼ିଶା ପଛୁଆ ବର୍ଗ ଅର୍ଥ ସମବାୟ ନିଗମ

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ଗତ ୫ ବର୍ଷ ମଧ୍ୟରେ ଆତ୍ମନିଯୁକ୍ତି ପାଇଁ ଏସସି, ଏସ୍‌ଟି, ସଂଖାଲଘୁ ଏବଂ ପଛୁଆବର୍ଗ ଯୁବତୀଯୁବକଙ୍କୁ ଓଡ଼ିଶା ପଛୁଆ ବର୍ଗ ଅର୍ଥ ଓ ଉନ୍ନୟନ…

ପୋଲାଭରମ୍‌ ପ୍ରଳକ୍ପକୁ ନେଇ ବିଧାନସଭାରେ ଉଦ୍‌ବେଗ: ଗୃହ କମିଟି ଗଠନ କରିବାକୁ ଦାବି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକୁ ନେଇ ବିଧାନସଭାରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ମାଲକାନଗିରିର…

ଜଗନ୍ନାଥଙ୍କ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ପୁରୀ ଯାତ୍ରା, ପାଦରେ ଚାଲି ଚାଲି ପହଞ୍ଚିବେ

ଭୁବନ,୨୮।୦୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ୬୦ ଜଣରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଶୁକ୍ରବାର ପାଦରେ ଚାଲି ଜଗନ୍ନାଥଙ୍କ ଦର୍ଶନ କରିବା ନିମନ୍ତେ ପୁରୀ ଯାତ୍ରା କରିଛନ୍ତି। ପ୍ରତ୍ୟେକ…

ଛତିଶଗଡ଼ କଂଗ୍ରେସ ଅଧ୍ୟକ୍ଷ ପଦ ସମ୍ଭାଳିଲେ ମୋହନ ମାର୍କମ

ନୂଆଦିଲ୍ଲୀ,୨୮।୬: ଗୋଟିଏ ପଟେ କଂଗ୍ରେସର ସ୍ଥିତି ସାରା ଦେଶରେ ବିଗିଡି ଯାଇଥିବା ବେଳେ ଶୁକ୍ରବାର ଛତିଶଗଡ଼ ପ୍ରଦେଶ କଂଗ୍ରେସ କମିଟିର ଅଧ୍ୟକ୍ଷ ପଦ ସମ୍ଭାଳିଛନ୍ତି ମୋହନ ମାର୍କମ।…

ଅର୍ଥନୈତିକ ସର୍ଭେ ରିପୋର୍ଟ ଗଣମାଧ୍ୟମରେ ପ୍ରକାଶକୁ ନେଇ ବିଧାନସଭାରେ ଉଦ୍‌ବେଗ: ସରକାରଙ୍କ କୈଫିୟତ ତଲବ କଲେ ବିରୋଧୀ

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅର୍ଥନୈତିକ ସର୍ଭେ ରିପୋର୍ଟ-୨୦୧୮ ସୋସିଆଲ ମିଡିଆରେ ବୁଲୁଛି, ଖବରକାଗଜରେ ପ୍ରକାଶ ପାଇଛି। ହେଲେ ବିଧାୟକମାନଙ୍କୁ ଏପର୍ଯ୍ୟନ୍ତ ଦିଆଗଲା ନାହିଁ। ସରକାରୀ ବିଭାଗର…

ଜନ ସଂରକ୍ଷଣକୁ ନେଇ ସଚେତନ କରିବାକୁ ଅଣ୍ଟା ଭିଡିଛନ୍ତି ବଲିଉଡ୍‌ କଳାକାର

ମୁମ୍ବାଇ: ତାପମାତ୍ରା ବୃଦ୍ଧି ସାଙ୍ଗକୁ ଜନସଂଖ୍ୟା ବୃଦ୍ଧି ଭୂତଳ ଜଳସ୍ତର ହ୍ରାସର ପ୍ରମୁଖ କାରଣ ଭାବେ ଉଭା ହୋଇଛି। ଏପରିସ୍ଥଳରେ ଜଳ ସଂରକ୍ଷଣର ମହତ୍ତ୍ୱ ନ ବୁଝି…

ସିଗାରେଟ୍‌ ପିଉଥିବା ବ୍ୟକ୍ତିଙ୍କ ପିଲାମାନଙ୍କ ଶୁକ୍ରାଣୁ ହୋଇଥାଏ କମ୍‌

ନିଶାଦ୍ରବ୍ୟ ସେବନର ଭୟାବହତା ବିଷୟରେ ମାତ୍ରାଧିକ ସମସ୍ତେ ଜାଣିଥିଲେ ସୁଦ୍ଧା ଅନେକ ଏହାକୁ ନିଜର ଜୀବନଚର୍ଯ୍ୟାରେ ସାମିଲ କରିଥାନ୍ତି। ବିଶେଷକରି ପୁଅମାନେ ଏଥିପ୍ରତି ଆକୃଷ୍ଟ ହେବା ଦେଖାଯାଏ।…

ପ୍ରଥମ ଥର ପାଇଁ ମୁମ୍ବାଇ ଆସି ଫଶିଗଲେ ବିଦେଶିନୀ

ମୁମ୍ବାଇ,୨୮।୬: ମାୟାନଗରୀ ମୁମ୍ବାଇରେ ଶୁକ୍ରବାର ମୌସୁମୀ ବର୍ଷା ହୋଇଛି। ଏଥିପାଇଁ ସହରର ବିଭିନ୍ନ ସ୍ଥାନଗୁଡ଼ିକ ଜଳାର୍ଣ୍ଣବ ହୋଇଯାଇଛି। ଗୋଟିଏ ଦିନର ବର୍ଷାରେ ଲୋକେ ବେହାଲ ହୋଇପଡ଼ିଥିବା ବେଳେ…

ମୂଳ ଭାରତୀୟ ବାସିନ୍ଦା ପ୍ରିୟା ପିନ୍ଧିଲେ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିୟା’ ମୁକୁଟ

ମେଲବୋର୍ନ,୨୮।୬: ଭାରତୀୟ ମୂଳ ବାସିନ୍ଦା ୨୬ ବର୍ଷୀୟା ପ୍ରିୟା ସେର୍ରଓ୍ବ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିୟା ୨୦୧୯’ର ବିଜେତା ଘୋଷିତ ହୋଇଛନ୍ତି। ୨୭ ଜଣ ପ୍ରତିଯୋଗୀଙ୍କୁ ପଛରେ ପକାଇ…