ବସ୍‌ ଓଲଟି ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ବଅଁରପାଳ,୨୮।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ୫୫ନଂ ଜାତୀୟ ରାଜପଥ ବନ୍ଦା ଓଭରବ୍ରିଜ୍‌ ନିକଟରେ ଶୁକ୍ରବାର ଭୋର ସମୟରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ…

ସଡ଼କ ଉପରେ ପର୍ଯ୍ୟଟକଙ୍କ କାର ସହ ଖେଳିଲେ ଗଜରାଜ

ରାମନଗର,୨୮।୬: ଆକ୍ସନ ମୁଡରେ ଗଜରାଜ। ଉତ୍ତରାଖଣ୍ଡର ରାମନଗର ନିକଟରେ ଥିବା ଭାକ୍ରାକୋଟରେ କିଛି ହାତୀ ପଲ ଉତ୍ପାତ ମଚାଇଛନ୍ତି। ରାସ୍ତାରେ ଠିଆ ହୋଇଥିବା ପର୍ଯ୍ୟଟକଙ୍କ ଗାଡ଼ିକୁ ଠେଲା…

ଉପକାରୀ ଜାମୁକୋଳି, ଖାଇଲେ ଦୂର ହୁଏ ଏହିସବୁ ରୋଗ

ଜାମୁକୋଳି ଶରୀର ପାଇଁ ବହୁ ଉପକାରୀ। ଏଥିରୁ ମିଳୁଥିବା ମିନେରାଲ ସ୍ବାସ୍ଥ୍ୟ ପାଇଁ ଖୁବ୍‌ ଲାଭଦାୟକ। ଏହାକୁ ଖାଇଲେ ରକ୍ତଚାପ, ମଧୁମେହ, ପେଟରୋଗ ପରି ଅନେକ ରୋଗ…

ପଶ୍ଚିମବଙ୍ଗ: ସ୍କୁଲରେ ମୁସଲମାନ ଛାତ୍ରଙ୍କ ପାଇଁ ଅଲଗା ଡାଇନିଂ ହଲ୍‌

କୋଲକତା,୨୮।୬: ପୁଣି ଥରେ ଭାଜପା ଟାର୍ଗେଟରେ ଟିଏମ୍‌ସି। କାରଣ ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏମିତି ଏକ ନିର୍ଦ୍ଦେଶ ଦେଇଛନ୍ତି ଯାହା ପୁଣି ରାଜନୈତିକ ଅସ୍ଥିରତା ସୃଷ୍ଟି…

କଲୁଙ୍ଗା ଲ୍ୟାମ୍ପରୁ ଲୁଟ, ବନ୍ଧୁକ ଦେଖାଇ ୩ ଲକ୍ଷ ୯୭ହଜାର ଲୁଟିନେଲେ ଦୁର୍ବୃତ୍ତ

ରାଉରକେଲା,୨୮।୬: ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ କଲୁଙ୍ଗା ଲ୍ୟାମ୍ପରୁ ଶୁକ୍ରବାର ଲୁଟ୍‌ ହୋଇଛି। ସକାଳ ସାଢ଼େ ୧୦ଟା ବେଳେ ଲ୍ୟାମ୍ପ ଖୋଲିବା ସମୟରେ ଅଜଣା ଦୁର୍ବୃତ୍ତ ପଶି…

କୋହଲିଙ୍କଠାରୁ ଦ୍ରୁତତମ ବାବର ଆଜାମ

ବର୍ମିଂହାମ,୨୮।୬- ପାକିସ୍ତାନର ଯୁବ ବ୍ୟାଟ୍ସମ୍ୟାନ ବାବର ଆଜାମ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ନିଜର ଆଇଡଲ ବୋଲି ମନେକରନ୍ତି। ହେଲେ ମାଇଲଷ୍ଟୋନ ସ୍ପର୍ଶ କରିବାରେ କୋହଲିଙ୍କଠାରୁ ପାକିସ୍ତାନୀ…

ପାଣ୍ଡ୍ୟାଙ୍କୁ ୨ ସପ୍ତାହ ଦିଅନ୍ତୁ, ବିଶ୍ୱର ସର୍ବଶ୍ରେଷ୍ଠ ଅଲରାଉଣ୍ଡର କରିଦେବି: ବିସିସିଆଇକୁ କହିଲେ ଏହି ପାକିସ୍ତାନୀ କ୍ରିକେଟର

ଇସଲମାବାଦ୍‌, ୨୮।୬: ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ବିଶ୍ୱକପରେ ଜବରଦସ୍ତ ପ୍ରଦର୍ଶନ କରିଏପର୍ଯ୍ୟନ୍ତ ଅପରାଜୟ ରହିଛି। ଭାରତର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଲରାଉଣ୍ଡର ପ୍ରଦର୍ଶନ…

ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଟାପଢ଼ୋଲ ଫାଣ୍ଡି ଅଧିକାରୀ

ଅନୁଗୋଳ ଅଫିସ, ୨୮।୬: ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଟାପଢ଼ୋଲ ଫାଣ୍ଡି ଅଧିକାରୀ(ଆଇଏଏସ୍‌) ଗଜେନ୍ଦ୍ର ବେହେରା ଲାଞ୍ଚ ନେବା ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଗଜେନ୍ଦ୍ର…

୪ ଜିଲାରେ ନିର୍ମାଣ ହେବ ସ୍ପୋଟର୍‌ସ କମ୍ପ୍ଲେକ୍ସ:  ଅଲିମ୍ପିକ୍‌, ହକି ଯୋଗ୍ୟତାପର୍ଯ୍ୟାୟ ଖେଳ ପାଇଁ ୩୧ ଲକ୍ଷ ଟଙ୍କାର ଟିକେଟ ବିକ୍ରି ହୋଇଛି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟର ୪ଟି ଜିଲାରେ କ୍ରୀଡ଼ାର ବିକାଶ ପାଇଁ ସ୍ପୋଟର୍‌ସ କମ୍ପ୍ଲେକ୍ସ ନିର୍ମାଣ ହେବ। ଏହି ଜିଲାଗୁଡ଼ିକ ହେଲା ବରଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା ଏବଂ ସମ୍ବଲପୁର।…

ପୁଣି ବିଶ୍ୱକପ୍‌ରେ ହୋଇପାରେ ଭାରତ-ପାକିସ୍ତାନ ମ୍ୟାଚ୍‌

ମାଞ୍ଚେଷ୍ଟର,୨୮।୬- ବିଶ୍ୱକପ୍‌ରେ ଭାରତ-ପାକିସ୍ତାନ ମ୍ୟାଚ୍‌କୁ ‘ମଦର ଅଫ୍‌ ଅଲ ବ୍ୟାଟ୍‌ଲ’ ବୋଲି କୁହାଯାଏ। ଗତ ୧୬ ତାରିଖରେ ପାକିସ୍ତାନକୁ ଏକତରଫା ମ୍ୟାଚ୍‌ରେ ହରାଇ ଭାରତୀୟ ଦଳ ୭-୦ର…