ଆବାସ ଯୋଜନା ବାଟବନା:ପଲିଥିନ୍‌ ଢପା ଭଂଗା ଘରେ ଗରିବ ପରିବାର

ଖପ୍ରାଖୋଲ, ୨୮ା୬(ଡି.ଏନ.ଏ.): ଗରବ୍‌ ଦୁଖି ପରିବାର ଲାଗି ମୁଡ଼ ଗୁଁଜ୍‌ବାକେ ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକାଘର, ଇନ୍ଦିରା ଆବାସ, ମୋ କୁଡ଼ିଆ ଲେଖେଁ ଅନେକ ଆବାସ ଯୋଜନା…

ଢେଙ୍କାନାଳ କଲେଜ ପିଜି ପରୀକ୍ଷା ଫଳ ପ୍ରକାଶିତ: ବାଜି ମାରିଲେ ଝିଅ

ଢେଙ୍କାନାଳ ଅଫିସ, ୨୮।୬-ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ, ବାଣିଜ୍ୟ ଏବଂ ଇତିହାସ ସ୍ନାତକୋତ୍ତର (ପିଜି) ବିଭାଗ ପରୀକ୍ଷା ଫଳ ଗୁରୁବାର ମଧ୍ୟାହ୍ନରେ ପ୍ରକାଶିତ ହୋଇଛି। ଚଳିତ…

ଆଜି ରାଜ୍ୟ ବଜେଟ

ଭୁବନେଶ୍ୱର,୨୮।୬(ବ୍ୟୁରୋ) : ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଜେଡି ସରକାରର ପଞ୍ଚମ…

ଢେଙ୍କାନାଳରେ ଆରମ୍ଭ ହେବ ଶିକ୍ଷାଭିତ୍ତିକ ପାଇଲଟ ପ୍ରୋଜେକ୍ଟ: ‘ବାଙ୍କା’ରେ ଭିତ୍ତିଭୂମି ପରଖିଲା ଶିକ୍ଷା ବିଭାଗ ଟିମ୍‌

ଢେଙ୍କାନାଳ ଅଫିସ, ୨୮।୬- ଶିକ୍ଷାକ୍ଷେତ୍ରରେ ପଛରେ ପଡ଼ିଛି ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲା। ମାଟ୍ରିକ୍‌ ପରୀକ୍ଷାରେ ଜିଲାର ପ୍ରଦର୍ଶନ ରାଜ୍ୟସ୍ତରରେ ଆଖିଦୃଶିଆ ହୋଇପାରିନାହିଁ। ଶିକ୍ଷା କ୍ଷେତ୍ରରେ ଲାଗି ରହିଥିବା…

ବାଉରୀ ନାଳରେ ପୋଲ ନିର୍ମାଣ ହେଉନି: ବର୍ଷା ହେଲେ ଯାତାୟାତ ଠପ୍‌

ଛେଣ୍ଡିପଦା,୨୮ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା-ପରା ପଥରପୁଞ୍ଜି ଗ୍ରାମ ରାସ୍ତାର ମଧ୍ୟଭାଗରେ ପ୍ରବାହିତ ବାଉରୀ ନାଳ ଉପରେ ଦୀର୍ଘଦିନର ଦାବି ସତ୍ତ୍ୱେ ସ୍ଥାୟୀ ପୋଲ ନିର୍ମାଣ…

ଆସିଲା ବର୍ଷାଋତୁ, ୧୨୦୬ ବିଦ୍ୟାଳୟରୁ ୬୪୮ଟିରେ ନାହିଁ ରୋଷେଇ ଘର

ନୟାଗଡ଼ ଅଫିସ,୨୮।୬- ଗ୍ରୀଷ୍ମଛୁଟି ଅବକାଶରେ ୨ ମାସରୁ ଅଧିକ ଦିନ ବିଦ୍ୟାଳୟ ବନ୍ଦ ହେବା ପରେ ଗତ ଶୁକ୍ରବାର ଠାରୁ ଖୋଲିଛି। ତେବେ ଜିଲାର ଅଧିକାଂଶ ବିଦ୍ୟାଳୟରେ…

ବଅଁରପାଳରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: କ୍ଲବ, ଭଡ଼ା ଘରେ ଚାଲିଛି ଡାକ୍ତରଖାନା

ବଅଁରପାଳ, ୨୮।୬(ଡି.ଏନ.ଏ.)- ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇବା ଉପରେ ସରକାର ଗୁରୁତ୍ୱ ଦେଉଥିବା ବେଳେ ଅନୁଗୋଳ ଜିଲା ବଅଁରପାଳ ବ୍ଲକରେ ଏହାର ଭିନ୍ନଚିତ୍ର ନଜରକୁ ଆସିଛି। ବଅଁରପାଳ…

ଭିଜିଲାନ୍ସ ଜାଲରେ ମାଣିପୁର ଆର୍‌ଆଇ କାର୍ଯ୍ୟାଳୟ ପିଅନ: ଜମି ମ୍ୟୁଟେଶନ ପାଇଁ ନେଉଥିଲେ ଲାଞ୍ଚ

ଢେଙ୍କାନାଳ ଅଫିସ/କଟକ ଅଫିସ, ୨୮|୬-ଜମି ମ୍ୟୁଟେଶନ ପାଇଁ ୧୨୦୦ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ମଧ୍ୟାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଢେଙ୍କାନାଳ କଲେଜ ନିକଟ ମାଣିପୁର ଆର୍‌ଆଇ କାର୍ଯ୍ୟାଳୟର…

ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଆରମ୍ଭ ହେଲା ଆଦର୍ଶ ବିଦ୍ୟାଳୟ : ଶୈକ୍ଷିକ ବାତାବରଣ ଅଭାବ ଅଭିଯୋଗ

ଖଣ୍ଡପଡ଼ା,୨୮ା୬(ସ୍ବ.ପ୍ର.)-ଖଣ୍ଡପଡ଼ାରେ ନୂତନ ଭାବେ ଆରମ୍ଭ ହୋଇଛି ଆଦର୍ଶ ବିଦ୍ୟାଳୟ। ତେବେ ଏଠାରେ ଶୈକ୍ଷିକ ବାତାବରଣର ଅଭାବ ରହିଥିବା ନେଇ ବିଭିନ୍ନ ମହଲରେ ଅଭିଯୋଗ ହେଉଛି। ବିଦ୍ୟାଳୟଟିରେ ପାନୀୟ…

ନୂଆ ଦାୟିତ୍ୱକୁ ନେଇ ଅନୁଗୋଳବାସୀଙ୍କ ମତ: ଗରିମା ବଢ଼ାନ୍ତୁ ରଜନୀକାନ୍ତ

ଅନୁଗୋଳ ଅଫିସ,୨୮।୬ - ଅନୁଗୋଳ ନିର୍ବାଚନମଣ୍ଡଳୀରୁ ଲଗାତାର ୪ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା ବିଧାୟକ ରଜନୀକାନ୍ତ ସିଂ ମନ୍ତ୍ରୀ ପଦ ପାଇଁ ଏଥର ଦୃଢ଼ ଦାବିଦାର…