ରାଜ୍ୟରେ ମୁସଲମାନଙ୍କ ଜନସଂଖ୍ୟା ୯୦ ପ୍ରତିଶତ ହୋଇଯିବ…, ଭାଜପାର AI ଭିଡ଼ିଓ ଦେଖି ରାଗିଗଲେ ଓଓ୍ବାଇସି

ଗୁଆହାଟି,୧୯।୯: ଭାରତୀୟ ଜନତା ପାର୍ଟି (ଭାଜପା) ଆସନ୍ତା ବର୍ଷ (୨୦୨୬) ଆସାମରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହୋଇସାରିଛି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା…

ସେବାଶ୍ରମରେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ନିର୍ଯାତନା ଘଟଣା: ପ୍ରଧାନଶିକ୍ଷକ ନିଲମ୍ବିତ

ଖଡ଼ିଆଳ,୧୯।୯(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅନ୍ତର୍ଗତ ଟିମନପୁର୍‌ ସେବାଶ୍ରମରେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ନିର୍ଯାତନା ଘଟଣାରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାସ ତୁରନ୍ତ…

ଏବେ କେଉଁଠି ଅଛନ୍ତି କେପି ଓଲି? ମିଳୁନାହାଁନ୍ତି ଓଲି, Gen Z ଆନ୍ଦୋଳନ ପରେ ଦେଇଥିଲେ ଇସ୍ତଫା

କାଠମାଣ୍ଡୁ,୧୯।୯: ନେପାଳରେ ଏବେ ଏକ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ କରାଯାଇଛି। ସୁଶୀଳା କାର୍କି ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ହୋଇଛନ୍ତି। Gen Z ଆନ୍ଦୋଳନ ପରେ ନେପାଳର ପରିସ୍ଥିତି…

ସ୍ତ୍ରୀ ହରାଇଲେ ଦୃଷ୍ଟିଶକ୍ତି, ହାତ ଛାଡ଼ିଦେଲେ ସ୍ବାମୀ: ଦୁର୍ଘଟଣା ପରେ ସମ୍ପର୍କ ତୁଟିଲା

ବାରିପଦା, ୧୯ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ଭୋଳାଗଡ଼ିଆ ଗ୍ରାମର ଜଣେ ମହିଳା ଏବେ ବେସାହାରା ହୋଇପଡ଼ିଛନ୍ତି। ସଡ଼କ ଦୁର୍ଘଟଣାରେ ତାଙ୍କ ଦୃଷ୍ଟିଶକ୍ତି ଚାଲିଯିବା…

ଦିଲ୍ଲୀ, ମୁମ୍ବାଇ, ବେଙ୍ଗଲୁରୁରେ iPhone 17 କିଣିବାକୁ ରାତି ଅଧରୁ ଲାଇନ୍

ମୁମ୍ବାଇ,୧୯।୯: ଆପଲ୍‌ର iPhone 17 ସିରିଜ୍ ଶୁକ୍ରବାର ଭାରତରେ ବିକ୍ରି ଆରମ୍ଭ ହେବା ସହ ଦିଲ୍ଲୀ, ମୁମ୍ବାଇ ଓ ବେଙ୍ଗଲୁରୁର ଆପଲ୍ ଷ୍ଟୋରରେ ରାତି ଅଧରୁ ଶହ…

ଶ୍ରୀମୟୀଙ୍କ ପାଇଁ ବାହାରିଲେ ଦେବାଶିଷ, କହିଲେ ସେ ଯେତେବେଳେ ଯାହା ବି…

ଭୁବନେଶ୍ୱର,୧୯ା୯: ବିଜେଡିରେ ଚାଲିଥିବା ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ପଦାରେ ପଡୁଛି। ଦଳର ବରିଷ୍ଠ ନେତାମାନେ ଜଣଙ୍କ ପରେ ଜଣେ ଅସନ୍ତୋଷ ଝାଡୁଛନ୍ତି। ଏହା ମଧ୍ୟରେ ଦଳର ବରିଷ୍ଠ…

ସୁଧୁରିଯିବେ ଟ୍ରମ୍ପ:ଭାରତ ଉପରୁ ହଟିଯିବ ଟାରିଫ୍‌!

କୋଲକାତା,୧୯ା୯:ନଭେମ୍ବର ୩୦ ପରେ ଆମେରିକା ସହ ଟାରିଫ୍‌ ପ୍ରସଙ୍ଗର ସମାଧାନ ହେବା ନେଇ ଆଶା କରାଯାଉଥିବା ଗୁରୁବାର ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା (ସିଇଏ) ଭି. ଅନନ୍ତ ନାଗେଶ୍ୱରନ୍‌…

ଫ୍ରାନ୍ସ ରାଷ୍ଟ୍ରପତିଙ୍କ ପତ୍ନୀ ଟାନ୍ସଜେଣ୍ଡର? ଅଭିଯୋଗ ପରେ ରାଜନୀତିରେ ହଇଚଇ, ମାକ୍ରନ କହିଲେ…

ପ୍ୟାରିସ,୧୯।୯: ଫରାସୀ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ପତ୍ନୀ ବ୍ରିଜିଟଙ୍କୁ ନେଇ ବିବାଦ ଆହୁରି ଗଭୀର ହେବାରେ ଲାଗିଛି। ଆମେରିକୀୟ ଅତି-ଦକ୍ଷିଣପନ୍ଥୀ ଇନଫ୍ଲୁଏନ୍ସର ଏବଂ ରାଜନୈତିକ ସମାଲୋଚକ କାଣ୍ଡାସେ…

ଯୁବବର୍ଗଙ୍କୁ ଲାଗିବ ଝଟକା! ଅକ୍ଟୋବର ୧ରୁ ବଦଳିବ ଏହି ନିୟମ…

ନୂଆଦିଲ୍ଲୀ,୧୯।୯: କେନ୍ଦ୍ର ସୂଚନା ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର କହିଛନ୍ତି , ଅନଲାଇନ ଗେମିଂ ସହିତ ଜଡିତ ନୂତନ ନିୟମ ଅକ୍ଟୋବର ୧ରୁ କାର୍ଯ୍ୟକାରୀ…

ମୁମ୍ବାଇ ଆପଲ୍ ଷ୍ଟୋରରେ iPhone 17 କିଣିବାକୁ ମାରପିଟ୍, ଭିଡିଓ ଭାଇରାଲ

ମୁମ୍ବାଇ,୧୯।୯: iPhone 17 ସିରିଜ୍ ଶୁକ୍ରବାର ବିକ୍ରି ଆରମ୍ଭ ହେବା ସହ ମୁମ୍ବାଇର ବଣ୍ଡା-କୁର୍ଲା କମ୍ପ୍ଲେକ୍ସ୍‌ (BKC) ସ୍ଥିତ ଆପଲ୍ ଷ୍ଟୋର ବାହାରେ କ୍ରେତାମାନଙ୍କ ମଧ୍ୟରେ ଝଗଡ଼ା…