ଶେରଗଡ଼ ହାଟବନ୍ଧରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଗାଧୋଇବାକୁ ଯାଇ ବୁଡ଼ି ଯାଇଥିବା ସନ୍ଦେହ

ଶେରଗଡ଼, ୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ହାଟବନ୍ଧରୁ ଶେରଗଡ଼ ପୋଲିସ ଗୁରୁବାର ସକାଳେ ଜଣେ ଯୁବକଙ୍କ ମୃତଦେହକୁ ଉଦ୍ଧାର କରିଛି। ମୃତକ ହେଲେ ଉସ୍ତା ଗ୍ରାମର ଶ୍ରୀକାନ୍ତ…

ଛେଳି ବ୍ୟବସାୟୀଙ୍କୁ ଭୁଜାଲିରେ ଆକ୍ରମଣ: ୧ ଲକ୍ଷ ଟଙ୍କା ଲୁଟିନେଲେ ରାଜପଥ ଲୁଟେରା

ଛେଣ୍ଡିପଦା,୨୭।୬(ଡି.ଏନ୍‌.ଏ.)- ଅନୁଗୋଳ-ସମ୍ବଲପୁର ୫୫ ନଂ ଜାତୀୟ ରାଜପଥର ଜରପଡ଼ା ଥାନା ଅନ୍ତର୍ଗତ ସାଆନ୍ତରାପୁର ଗ୍ରାମ ନିକଟରେ ଗୁରୁବାର ସକାଳେ ଜଣେ ଛେଳି ବ୍ୟବସାୟୀ ଲୁଟର ଶିକାର ହୋଇଛନ୍ତି।…

ଜେଲରେ କଏଦୀଙ୍କ ହାତରେ ବନ୍ଧୁକ: କହିଲେ କିଛି ବିଗାଡି ପାରିବେନି ଯୋଗୀ ସରକାର

ଉନ୍ନାଓ,୨୭।୬: ଉତ୍ତର ପ୍ରଦେଶର ଉନ୍ନାଓ ଜେଲରେ ଅପରାଧିମାନେ ହାତରେ ବନ୍ଧୁକ ଧରିଥିବାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ସାମ୍ନାକୁ ଆସିବା ପରେ…

ଅସ୍ତ୍ରଶସ୍ତ୍ର ଭାଗବଣ୍ଟାକୁ ନେଇ ଆତଙ୍କବାଦୀ ସଂଗଠନ ମଧ୍ୟରେ ଗ୍ୟାଙ୍ଗଓ୍ବାର୍‌: ଜଣେ ମୃତ

ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀରରେ ଦୁଇ ଆତଙ୍କବାଦୀ ସଂଗଠନ ମଧ୍ୟରେ ଗ୍ୟାଙ୍ଗଓ୍ବାର୍‌ ହୋଇଛି। ଅସ୍ତ୍ରଶସ୍ତ୍ର ଭାଗବଣ୍ଟାକୁ ନେଇ ଏପରି ହୋଇଥିବା କୁହାଯାଉଛି। ସ୍ଥାନୀୟ ବାଘମା ବିଜ୍‌ବେହାରଠାରେ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ର ୫ରୁ…

ସକାଳ ୯ଟା ସୁଦ୍ଧା କାର୍ଯ୍ୟାଳୟ ନ ପହଞ୍ଚିଲେ କଟିବ ଦରମା

ଲକ୍ଷ୍ନୌ,୨୭।୬: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରୀ କର୍ମଚାରୀଙ୍କ ପାଇଁ କଡାକଡି ନିୟମ କରିଛନ୍ତି। ସକାଳ ୯ଟା ସୁଦ୍ଧା ଯେଉଁ କର୍ମଚାରୀମାନେ କାର୍ଯ୍ୟଳୟରେ ଉପସ୍ଥିତ ନ…

ଆମେରିକା ଆଗରେ ମୁଣ୍ଡ ନୁଆଁଇବ ନାହିଁ ଇରାନ:ଆୟତୁଲ୍ଲା

ତେହେରାନ,୨୭ା୬: ଆମେରିକା ସହ ଆଣବିକ ଚୁକ୍ତିନାମା ରଦ୍ଦ ହେବା ପରେ ତେହେରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଆମେରିକା ସେନାର ଏକ ଡ୍ରୋନକୁ ଇରାନ…

ତେଜ ପ୍ରତାପ ଗଢିବେ ‘ତେଜ ସେନା’

ପାଟନା,୨୭।୬: ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତେଜ ପ୍ରତାପ ଯାଦବ ଏବେ ପୁଣି ଥରେ ଆସିଛନ୍ତି ଚର୍ଚ୍ଚାକୁ। କିଛିଦିନ ହେବ…

ଗୋଦ୍‌ରେଜ୍‌ ପରିବାରରେ ହେବ ସମ୍ପତ୍ତି ଭାଗବଣ୍ଟା: ୨୦ ହଜାର କୋଟି ଜମି ବିବାଦ

ନୂଆଦିଲ୍ଲୀ,୨୭।୬: ଦେଶର ଜଣାଶୁଣା ଶିଳ୍ପପତି ଗୋଦ୍‌ରେଜ୍‌ ପରିବାରରେ ଖୁବ୍‌ଶୀଘ୍ର ସମ୍ପତ୍ତି ଭାଗବଣ୍ଟା କରାଯିବ। ପରିବାରରେ ୨୦ ହଜାର କୋଟି ଟଙ୍କାର ଜମି ନେଇ ବିବାଦ ସୃଷ୍ଟି ହୋଇଥିବା…

ନଦୀ କୂଳରୁ ମିଳିଲା ଶରଣାର୍ଥୀ ବାପ-ଝିଅଙ୍କ ମୃତଦେହ: ଫଟୋ ଭାଇରାଲ

ନ୍ୟୁୟର୍କ, ୨୬।୬: ୨୦୧୫ରେ ସିରିଆର ଶରଣାର୍ଥୀ ଶିଶୁ ଆଲନ କୁର୍ଦ୍ଦି ସମୁଦ୍ରକୂଳରେ ପଡିଥିବାର ଦୃଶ୍ୟ ସାରା ଦୁନିଆକୁ ସ୍ତବ୍ଧ କରିଦେଇଥିଲା। ସେମିତି ଏକ ହୃଦୟବିଦାରକ ଚିତ୍ର ପୁଣିଥରେ…

ସ୍ପଷ୍ଟଦିବାଲୋକରେ କଂଗ୍ରେସ ପ୍ରବକ୍ତାଙ୍କୁ ଗୁଳି କରି ହତ୍ୟା: ୧୦ ଗୁଳି ମାଡ଼

ଚଣ୍ଡିଗଡ଼,୨୭।୬: ହରିୟାଣାରେ ଜଣେ କଂଗ୍ରେସ ପ୍ରବକ୍ତାଙ୍କୁ ଗୁରୁବାର ସ୍ପଷ୍ଟଦିବାଲୋକରେ ଗୁଳି କରି ହତ୍ୟା କରାଯାଇଛି। ସ୍ଥାନୀୟ ଫରଦାବାଦ୍‌ର ସେକ୍ଟର-୯ଠାରେ କଂଗ୍ରେସ ପ୍ରଦେଶ ପ୍ରବକ୍ତା ବିକାଶ ଚୌଧୁରୀ କାରରେ…