ବର୍ଷାଦିନେ ଷ୍ଟ୍ରିଟ୍‌ଫୁଡ୍‌

ମୌସୁମୀ ଆସିଲେ ପ୍ରଥମେ ସମସ୍ତଙ୍କ ମନକୁ ଆସେ ଘରେ ବସି କେମିତି ଗରମ ଗରମ ଖାଦ୍ୟର ମଜାନେବା। ଗରମ ପକୁଡ଼ି ସାଙ୍ଗକୁ ଗରମ ଚା’ ହୋଇଗଲେ ବର୍ଷାଦିନିଆ…

ନେତାଙ୍କୁ ବୁଝାଇଦେଇଥିଲି ଚୋରର ଅର୍ଥ…

ଆଠମଲ୍ଲିକରେ ଏକ ସାହିତ୍ୟ ସଭା ଥାଏ। ବର୍ଷ କି ବାର ଠିକ୍‌ ମନେ ନ ଥିଲେ ବି ଘଟଣା କ’ଣ ଥିଲା ତାହା ଏଯାଏ ମନରେ ଅଛି।…

ଶାହଙ୍କ କଶ୍ମୀର ମିଶନ: ଶହୀଦ୍‌ ଇନସ୍ପେକ୍ଟର ପରିବାରଙ୍କୁ ଭେଟିଲେ

ଶ୍ରୀନଗର,୨୭।୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଜମ୍ମୁ-କଶ୍ମୀର ଗସ୍ତରେ ଆସିଛନ୍ତି। ଗସ୍ତକାଳରେ ସେ ଗୁରୁବାର ଶହୀଦ୍‌ ଇନସ୍ପେକ୍ଟର ଅରଶଦ୍‌ ଖାଁଙ୍କ ପରିବାର ସଦସ୍ୟଙ୍କୁ ଭେଟି ସ୍ବାନ୍ତନା ଦେଇଛନ୍ତି।…

ଖୁବ୍‌ଶୀଘ୍ର ପାଟଣାଗଡ଼

ପାଟଣାଗଡ଼ ପାର୍ସଲ ବୋମା ଘଟଣାକୁ ନେଇ ପ୍ରଯୋଜକ ଶ୍ରୀଧର ମାର୍ଥା ନିର୍ମାଣ କରିଥିଲେ ଓଡ଼ିଆ ସିନେମା ‘ପାଟଣାଗଡ଼’। କିନ୍ତୁ ଶୁଟିଂ ସମୟରେ କେତେକ ଆଇନଗତ କାରଣରୁ ଫିଲ୍ମଟି…

ଜାହ୍ନବୀଙ୍କ ଆଶା

ନବାଗତା ଜାହ୍ନବୀ କପୁରଙ୍କର ଏକ ଆଶା ରହିଛି। ବଲିଉଡ୍‌ରେ ତ ଏଣ୍ଟ୍ରି କଲେ, ପୁଣି ଆଉ କ’ଣ ଆଶା ରହିଗଲା ଯେ ତାକୁ ନେଇ ସେ ଚିନ୍ତା…

ଅପେକ୍ଷା ତିନିବର୍ଷର

ୟା ଭିତରେ ତିନିବର୍ଷ ବିତିଗଲାଣି। ହେଲେ ଗୋଟିଏ ଯୋଡ଼ିକୁ ବଡ଼ ପରଦାରେ ଦେଖିବାକୁ ମିଳି ନ ଥିଲା। କାରଣ କ’ଣ ? ସଞ୍ଜୟ ନାୟକଙ୍କ ନିର୍ଦ୍ଦେଶନାରେ ‘ମୁଁ…

ପାରିଶ୍ରମିକ ପାଇଁ..

ଯାହା ଘଟିଗଲା ତାହାକୁ ସହଜରେ ହଜମ କରିପାରୁନାହାନ୍ତି କ୍ରିତି ସାନନ। କଥା କ’ଣ କି, ନିକଟରେ ଜଣେ ନବାଗତ ପ୍ରଯୋଜକ ତାଙ୍କୁ ନିଜ ଫିଲ୍ମରେ ସାଇନ୍‌ କରିବାକୁ…

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରେଳପଥ ପକ୍ଷରୁ ବ୍ୟାପକ ବ୍ୟବସ୍ଥା: ଡ୍ରୋନ୍‌, ସିସିଟିଭି କ୍ୟାମେରା ଲେନ୍‌ସରେ ରହିବ ପୁରୀ ଷ୍ଟେଶନ

ଜଟଣୀ,୨୭ା୬(ଡି.ଏନ.ଏ.) : ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ରେଳଯାତ୍ରୀଙ୍କ ପାଇଁ ରେଳପଥ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରତିବର୍ଷ ପରି ଚଳିତବର୍ଷ ଅଧିକ…

ଭିଡ଼ ହିଂସା ପାଇଁ କମଲନାଥ ସରକାର ଆଣିବେ କଡ଼ା ଆଇନ: ହେବ ୫ ବର୍ଷ ଜେଲ୍‌ ଦଣ୍ଡ

ଭୋପାଳ,୨୭।୬: ମଧ୍ୟପ୍ରଦେଶରେ କମଲନାଥ ସରକାର ଭିଡ଼ ହିଂସା ପାଇଁ କଡ଼ା ଆଇନ ଆଣିବାକୁ ଯାଉଛନ୍ତି। ଏଣିକି ଏଭଳି କରୁଥିବା ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ୍‌ ସହିତ ଜରିମାନା…

କିଡ୍‌ନୀ ଅଦଳବଦଳ ବଞ୍ଚାଇଲା ୨ ରୋଗୀଙ୍କ ଜୀବନ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ପ୍ରତିବର୍ଷ ଭାରତରେ ପ୍ରାୟ ୧୦ଲକ୍ଷ ଲୋକ କ୍ରନିକ୍‌ କିଡ୍‌ନୀ ଡିଜିଜ୍‌(ସିକେଡି) ଦ୍ୱାରା ଆକ୍ରାନ୍ତ ହୋଇଥାଆନ୍ତି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ, ଭାରତରେ ପ୍ରତ୍ୟେକ ବର୍ଷ ୨ରୁ…