ବ୍ରହ୍ମାଙ୍କ ତପସ୍ୟା ପୀଠ ବ୍ରହ୍ମଗିରି

ସର୍ବଦା ଭକ୍ତର ଭାବରେ ବନ୍ଧା ପ୍ରଭୁ। ଯୁଗେ ଯୁଗେ ଭଗବାନ ଭକ୍ତ ପାଖରେ ବନ୍ଧା ପଡ଼ିଛନ୍ତି। ଭାରତ ବର୍ଷରେ ଯେତେ ପୂଣ୍ୟଭୂମି ରହିଛି ସେ ସବୁ ଭକ୍ତର…

ସ୍ବାମୀ ସତ୍ୟମିତ୍ରାନନ୍ଦ ଗିରିଙ୍କ ପରଲୋକ

ଡେରାଡୁନ,୨୬।୬(ପି.ଟି.): ଭାରତମାତା ଜନହିତ ଟ୍ରଷ୍ଟ୍‌ର ମୁଖ୍ୟ ତଥା ବିଶିଷ୍ଟ ସନ୍ଥ ସ୍ବାମୀ ସତ୍ୟମିତ୍ରାନନ୍ଦ ଗିରି ମହାରାଜ ମଙ୍ଗଳବାର ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘଦିନ ହେଲା ଶଯ୍ୟାଶାୟୀ…

ସାରଥିଙ୍କ ନିର୍ଦ୍ଦେଶରେ ରଥ ଚଳାନ୍ତି ଅଶ୍ୱ

ପୁରୀ ଅଫିସ,୨୬ା୬: ଅଖିଳ ବ୍ରହ୍ମାଣ୍ଡନାଥ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରତିବର୍ଷ ତିନିରଥ ନିର୍ମାଣ କରାଯାଏ। ପବିତ୍ର ଘୋଷଯାତ୍ରାରେ ଏହି ତିନିରଥ ଶ୍ରୀମନ୍ଦିର ସିଂହଦ୍ୱାରଠାରୁ ଶ୍ରୀଗୁଣ୍ଡିଚା…

ରୁଷିଆ ସହ ପ୍ରତିରକ୍ଷା ସମ୍ପର୍କକୁ ଏଡ଼ାଇପାରିନି ଭାରତ

ନୂଆଦିଲ୍ଲୀ,୨୬ା୬(ପି.ଟି.): ରୁଷିଆ ସହିତ ପ୍ରତିରକ୍ଷା ସମ୍ପର୍କକୁ ନୂଆଦିଲ୍ଲୀ ଏଡ଼ାଇ ଦେଇପାରିବ ନାହିଁ ବୋଲି ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାଇକ୍‌ ପମ୍ପିଓ ମଙ୍ଗଳବାର କହିଛନ୍ତି।…

ଆଜି ରଥକୁ ଉଠିବ ଚଉଦ ନାହାକା କାଠ

ପୁରୀ ଅଫିସ,୨୬ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ପ୍ରଥମ ଭୂଇଁ ଖଞ୍ଜାଯାଇ ଛ’କାଠ ଉଠିବା ପରେ ଦ୍ୱିତୀୟ ଭୂଇଁଖଞ୍ଜା ଆରମ୍ଭ ହୋଇଥିଲା। ମଙ୍ଗଳବାର ଦ୍ୱିତୀୟ ଭୂଇଁ…

ଇମର୍ଜେନ୍ସି ବେଳେ ଜେଲ ଯାଇଥିବା ବ୍ୟକ୍ତିଙ୍କୁ ମିଳିବ ପେନ୍‌ସନ

ମୁମ୍ବାଇ, ୨୬ା୬: ଇମର୍ଜେନ୍ସି ସମୟରେ ଗିରଫ ହୋଇ ଜେଲ୍‌ ଯାଇଥିବା ବ୍ୟକ୍ତିଙ୍କୁ ପେନ୍‌ସନ୍‌ ପ୍ରଦାନ କରାଯାଇ ସେମାନଙ୍କୁ ସମ୍ମାନିତ କରାଯିବ ବୋଲି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌…

ବିଏସ୍‌କେୱାଇ : ମହିଳାଙ୍କ ବାର୍ଷିକ ସ୍ବାସ୍ଥ୍ୟ ସହାୟତା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ରେ ମହିଳାଙ୍କୁ ବାର୍ଷିକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ସହାୟତା ମିଳିବ। ପୂର୍ବରୁ ଏହି ସୁବିଧା ୭…

୫ ବର୍ଷରେ ୫% ଦାରିଦ୍ର୍ୟ ହ୍ରାସ ଲକ୍ଷ୍ୟ

ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଙ୍ଗଳବାର ବିଧାନସଭାରେ ଅଭିଭାଷଣ ଦେଇ ଏକ ନୂତନ, ସଶକ୍ତ ଓଡ଼ିଶା ଗଠନର ଆହ୍ବାନ ଦେଇଛନ୍ତି। ଏଥିସହିତ ରାଜ୍ୟ ସରକାର…

ଏକଚ୍ଛତ୍ରବାଦୀ ମାନସିକତା ଗଣତନ୍ତ୍ରକୁ ବିପଦ

ନୂଆଦିଲ୍ଲୀ, ୨୬ା୬: ଏକଚ୍ଛତ୍ରବାଦୀ ମାନସିକତା ଗଣତନ୍ତ୍ରର ସଫଳତା ଲାଗି ବିପଦ ସୃଷ୍ଟି କରିଥାଏ। ଇମର୍ଜେନ୍ସି ଲଗାଇ ସରକାର ନିଜ ଲୋକଙ୍କୁ ଜେଲ୍‌ ପଠାଇ ନିର୍ଯାତନା ଦେବା ଅନୁଚିତ।…

ପକ୍କାଘର ଦେବାକୁ କହି ନେଇଗଲେ ସୁନାଚେନ୍‌, ଟଙ୍କା

ନୟାଗଡ଼ ଅଫିସ,୨୬ା୬- ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକ ଅଜବ ଢଙ୍ଗର ଠକେଇ ଘଟଣା ଦେଖିବାକୁ ମିଳିଥିଲା। ଜଣେ ଯୁବକ ପକ୍କା ଘର କରାଇଦେବାକୁ କହି ମହିଳାଙ୍କଠାରୁ…