ଭତ୍ତାକୁ ଚାହିଁଛନ୍ତି ଉତ୍ତରା: ୩୦କେଜି ଚାଉଳରେ ଚଳୁଛନ୍ତି ୪ ପ୍ରାଣୀ

ଭାପୁର,୨୬।୬(ଡି.ଏନ.ଏ.) - ଦୁଇବର୍ଷ ହେଲା ଆରପାରିରେ ସ୍ବାମୀ। ଘରେ ୨ ଝିଅ, ଜଣେ ପୁଅ। ମୂଲମଜୁରି ଲାଗିଲେ ସେମାନଙ୍କ ପେଟକୁ ଦାନା ଯୋଗାଡ଼ ହେଉଛି। ଭଙ୍ଗା କୁଡ଼ିଆରେ…

ବିବାହ ପୂର୍ବରୁ ଆଧାର କାର୍ଡ ଯାଞ୍ଚ ବାଧ୍ୟତାମୂଳକ

ଛତ୍ରପୁର,୨୬ା୬(ଡି.ଏନ.ଏ)-ଗଞ୍ଜାମ ଜିଲାରେ ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରୟାସ କରାଯାଉଛି। ବିବାହ ପୂର୍ବରୁ ପୁଅଝିଅଙ୍କ ଆଧାର କାର୍ଡ ଯାଞ୍ଚ ବାଧ୍ୟତାମୂଳକ କରାଯିବ…

କନିଅର ମଞ୍ଜି ଖାଇ ବୃଦ୍ଧଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୨୬ା୬-ବାର୍ଦ୍ଧକ୍ୟ ଯନ୍ତ୍ରଣା ସହି ନ ପାରି ଜଣେ ଶତାୟୁ କନିଅର ମଞ୍ଜି ଖାଇ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତିରେ…

ଗଞ୍ଜାମରେ ଚାଲିବ ଆଇଡିସିଏମ୍‌, ଏମ୍‌ଡିଡି ଅଭିଯାନ: ଲକ୍ଷ୍ୟ ‘ସୁସ୍ଥ ପରିବାର, ସୁସ୍ଥ ସମାଜ’

ବ୍ରହ୍ମପୁର ଅଫିସ୍‌,୨୬ା୬-ଝାଡ଼ାବାନ୍ତି, ମ୍ୟାଲେରିଆ କିମ୍ବା ଡେଙ୍ଗୁ ଯୋଗୁ କାହାର ଯେମିତି ମୃତ୍ୟୁ ନ ହୁଏ, ସେଦିଗରେ ତତ୍ପତ୍ର ହୋଇପଡ଼ିଛି ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ପ୍ରଶାସନ। ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ…

କାଜୁ ଫ୍ୟାକ୍ଟ୍ରି, ପେଟ୍ରୋଲ ପମ୍ପ୍‌, ଦୋକାନରେ ଯାଞ୍ଚ: ଜରିମାନା ଆଦାୟ

ଛତ୍ରପୁର,୨୬ା୬(ଡି.ଏନ.ଏ)-ଛତ୍ରପୁର ଏନ୍‌ଏସି ରେ ଥିବା ବିଭିନ୍ନ ଦୋକାନ, ପେଟ୍ରୋଲ ପମ୍ପ ଓ କାଜୁ ଫ୍ୟାକ୍ଟ୍ରିରେ ମଙ୍ଗଳବାର ପ୍ରଶାସନ ପକ୍ଷରୁ ଯାଞ୍ଚ କରାଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ…

୧୯ ଲକ୍ଷ ଟଙ୍କାର ହିସାବ ନ ଦେବାରୁ ପ୍ରଧାନଶିକ୍ଷକ ନିଲମ୍ବିତ

କବିସୂର୍ଯ୍ୟନଗର,୨୬ା୬-ବିଦ୍ୟାଳୟର ଉନ୍ନତିମୂଳକ ଖର୍ଚ୍ଚ ପାଇଁ ଆସିଥିବା ୧୯ ଲକ୍ଷ ଟଙ୍କାର ହିସାବ ଦେଇ ନ ଥିବାରୁ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଗୌଡ଼ସାହି ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ…

ଡିବିରି ନିଆଁରୁ ଅଗ୍ନିକାଣ୍ଡ, ବାପପୁଅ ଗୁରୁତର

ତୁମୁଡ଼ିବନ୍ଧ,୨୬ା୬(ଡି.ଏନ୍‌.ଏ)-ତୁମୁଡ଼ିବନ୍ଧ ବ୍ଲକ ବେଲଘର ବଜାରସାହିରେ ସୋମବାର ରାତିରେ ଡିବିରିରୁ ନିଅଁା ବ୍ୟାପି ୨ ବଖରା ଜଳି ଯାଇଥିବାବେଳେ ବାପ ପୁଅ ଗୁରୁତର ହୋଇଛନ୍ତି। ସେମାନେ ହେଲେ ରଘୁନାଥ…

ଦୁଇମାସ ପୂରିନି : ପିଚୁ ଉଠି ଗଲାଣି

ପାଟଣା,୨୬।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳି ପଶିରୁ ମଲ୍ଲୀପଶି ପଶି ପାର୍ଯ୍ୟନ୍ତ ୪କି.ମି. ରାସ୍ତା କୁ ଗ୍ରାମ ଉନ୍ନୟନ ବିଭାଗ ତରଫରୁ ଦେଢ଼ କୋଟି ଟଙ୍କା ବ୍ୟୟ…

କ୍ୟାନସର ପୀଡିତ ହୀନସ୍ତା: ଦଲାଲ କବଳରେ ରୋଗୀ

କେନ୍ଦୁଝର, ୨୬ା୬ (ସ୍ବ.ପ୍ର.)-ସରକାର ଗରୀବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇଦେବା ସହ କ୍ୟାନସର ରୋଗୀଙ୍କ ଲାଗି ମଧ୍ୟ ମାଗଣା ଚିକିତ୍ସା ବ୍ୟବସ୍ଥା କରିଛନ୍ତି। କିନ୍ତୁ କେନ୍ଦୁଝର ଜିଲାର…

ମହିଳା, ଯୁବକଙ୍କୁ ଲଣ୍ଡା କରିବା ଘଟଣା: ୪ ଅଭିଯୁକ୍ତ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୨୬ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଞ୍ଚଳରେ ଜନୈକା ବିବାହିତା ମହିଳା ଓ ଜଣେ ଯୁବକଙ୍କୁ କଙ୍ଗାରୁ କୋର୍ଟ ଦ୍ୱାରା ନିର୍ଯାତନା ସହ ଲଣ୍ଡା କରି ଗାଁ…