ଚିକିତ୍ସା ପାଇଁ ଔଷଧ ଦୋକାନକୁ ଚାଲିଆସିଲା ବୁଲା କୁକୁର: ଭିଡିଓ ଭାଇରାଲ

ଇସ୍ତାନବୁଲ,୨୫।୬: ତୁର୍କୀର ଇସ୍ତାନବୁଲରେ ଏକ ବୁଲା କୁକୁର ନିଜର ଚିକିତ୍ସା କରାଇବାକୁ ସିଧାସଳଖ ଔଷଧ ଦୋକାନରେ ପହଞ୍ଚିବାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ବାନୁ…

ପୋଡ଼ିଗଲା ମୋଡେମ୍‌, ୫ ଦିନ ହେଲା ଇଣ୍ଟରନେଟ୍‌ ବନ୍ଦ: ରସୁଲଗଡ଼ ପୋଷ୍ଟ ଅଫିସରେ ଅଚଳାବସ୍ଥା

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଇଣ୍ଟରନେଟ୍‌ ମୋଡେମ୍‌ ପୋଡ଼ିଯିବାରୁ ରସୁଲଗଡ଼ ପୋଷ୍ଟ ଅଫିସ ୫ଦିନ ହେବ ଅଚଳ ହୋଇପଡିଛି। ଚିଠି କାରବାର ବାଧାପ୍ରାପ୍ତ ହୋଇଥିବାବେଳେ ଇଣ୍ଟରନେଟ୍‌ ଉପରେ ନିର୍ଭର କରୁଥିବା…

ସାମାଜିକ ବାସନ୍ଦ ବିରୋଧରେ ଆଇନ ପ୍ରଣୟନ ପାଇଁ ହାଇକୋର୍ଟରେ ମାମଲା : ସରକାରଙ୍କୁ ରିପୋର୍ଟ ତଲବ

କଟକ ଅଫିସ,୨୫।୬ : ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ଅନେକ ଅଗ୍ରଗତି ଘଟିଛି। ଏହା ସାଙ୍ଗକୁ ଦେଶର ଗଣତାନ୍ତ୍ରିକ ବ୍ୟବସ୍ଥା ମଧ୍ୟ ଅଗେଇ ଚାଲିଛି। କିନ୍ତୁ ସରକାରଙ୍କ…

‘ମିସ୍‌ ପ୍ଲସ୍‌ ସାଇଜ୍‌ ଇଣ୍ଡିଆ’ ଫାଇନାଲରେ ଓଡ଼ିଆ ଝିଅ ପାୟଲ

ଭୁବନେଶ୍ୱର,୨୫।୬: ଦୃଢ଼ ଇଚ୍ଛାଶକ୍ତି ଆଗରେ ସବୁକିଛି ହାର୍‌ ମାନେ। ମନରେ କିଛି କରିବାର ଆକାଂକ୍ଷା ଥିଲେ ମଣିଷ କେଉଁଠି ବି ପହଞ୍ଚିପାରେ। ଏହାକୁ ପ୍ରମାଣ କରିଛନ୍ତି ଓଡ଼ିଶାର…

୪ ସନ୍ଦିଗ୍ଧ ଆଇଏସ୍‌ ଆତଙ୍କବାଦୀ ଗିରଫ

କୋଲକତା,୨୫।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମି ନ ଥିବାବେଳେ ଏବେ ଏଠାରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା କୁହାଯାଉଛି। ସ୍ପେଶାଲ ଟ୍ୟାକ୍ସ୍‌ ଫୋର୍ସ ପକ୍ଷରୁ କୋଲକତାର ସିଆଲଦା…

ଜର୍ମାନୀର ଜିଆଇ୍‌ଜେଡ ପ୍ରତିଷ୍ଠାନ, ଓଡିଶା ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ ରାଜ୍ୟର ସହରାଞ୍ଚଳ ବିକାଶରେ ହେବ ସହାୟକ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ସହରାଞ୍ଚଳ ବିକାଶକୁ ଦୃଷ୍ଟିରେ ରଖି ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ, ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଉପସ୍ଥିତିରେ ଜର୍ମାନୀର ଜିଆଇଜେଡ…

ଡିଜାଇନର କଲେକ୍ସନ’ ବିକ୍ରୟ କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର,୨୫।।୬(ବ୍ୟୁରୋ): ଓଡ଼ିଶାର ବାନ୍ଧକଳା କେବଳ ରାଜ୍ୟରେ ନୁହେଁ, ସମଗ୍ର ଭାରତ ବର୍ଷରେ ସୁଖ୍ୟାତି ଲାଭ କରିଛି। ଭାରତ ବାହାରେ ମଧ୍ୟ ଓଡ଼ିଶା ବାନ୍ଧକଳା ଆଦୃତି ଲାଭ କରିଛି।…

ନ୍ୟୁୟର୍କ ଫ୍ୟାଶନ ଓ୍ବିକ୍‌ରେ ଆଇଏନ୍‌ଆଇଏଫ୍‌ଡିର କମାଲ୍‌

ଭୁବନେଶ୍ୱର,୨୫।।୬(ବ୍ୟୁରୋ): ପ୍ରତିଷ୍ଠା ହେବାର ମାତ୍ର ଏକବର୍ଷ ମଧ୍ୟରେ ଲାକ୍‌ମୀ ଇଣ୍ଡିଆ ଫ୍ୟାଶନ ଓ୍ବିକ୍‌ ଏବଂ ନ୍ୟୁୟର୍କ ଫ୍ୟାଶନ ଓ୍ବିକ୍‌ ଭଳି ଗୁରୁତ୍ୱପୂର୍ଣ୍ଣ ଫ୍ୟାଶନ ଇଭେଣ୍ଟରେ ଅଂଶଗ୍ରହଣ କରି…

ଅଣସରରେ ହୁଅନ୍ତି ନୂଆ ଦଇତାପତି

ପୁରୀ ଅଫିସ, ୨୫।୬: ଦଇତାପତି। ଶ୍ରୀମନ୍ଦିରର ସେବକ। ବର୍ଷର ବିଭିନ୍ନ ସମୟରେ ମହାପ୍ରଭୁଙ୍କ ସେବା ଥିଲେ ମଧ୍ୟ ଏମାନଙ୍କ ମୁଖ୍ୟସେବା ଜ୍ୟେଷ୍ଠ ଶୁକ୍ଳ ତ୍ରୟୋଦଶୀରୁ ନିଳାଦ୍ରୀବିଜେ ପର୍ଯ୍ୟନ୍ତ…

ଗତ ୫ ବର୍ଷ ଧରି ଦେଶରେ ମୋଦି ସରକାର ଲାଗୁ କରିଛନ୍ତି ସୁପର ଏମରଜେନ୍ସି: ମମତା ବାନାର୍ଜୀ

କୋଲକତା,୨୫।୬: ଆଜିକୁ ୪୪ ବର୍ଷ ତଳେ ୧୯୭୫ ଜୁନ୍‌ ୨୫ ମଧ୍ୟରାତ୍ରରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଦ୍ୱାରା ଦେଶରେ ଏମରଜେନ୍ସି ବା ଜରୁରୀକାଳୀନ ପରିସ୍ଥିତି ଜାରି…