ବିଦେଶରେ ୩୪ ଲକ୍ଷ କୋଟିର କଳାଧନ ରହିଛି

ନୂଆଦିଲ୍ଲୀ,୨୫-୬: ଭାରତୀୟମାନେ ୧୯୮୦ରୁ ୨୦୧୦ ମଧ୍ୟରେ ୩୦ ବର୍ଷର ଅବଧିରେ ପ୍ରାୟ ୨୪୬.୪୮ ବିଲିୟନ ଡଲାର(୧୭,୨୫,୩୦୦ କୋଟଇ ଟଙ୍କା)ରୁ ୪୯୦ ବିଲିୟନ ଡଲାର(୩୪, ୩୦,୦୦୦ କୋଟି ଟଙ୍କା)…

ବହୁଦୃଷ୍ଟିରୁ ବିରଳ ଥିଲେ ବିରଲ

ନୂଆଦିଲ୍ଲୀ,୨୫-୬: ଡ.ଉର୍ଜିତ ପଟେଲ ଆର୍‌ବିଆଇର ଡେପୁଟି ଗଭର୍ନର ପଦରୁ ଗଭର୍ନର ଭାବେ ପଦୋନ୍ନତି ପାଇବା ପରେ ଡ.ବିରଲ ଆଚାର୍ଯ୍ୟଙ୍କୁ ମଧ୍ୟ ପଦୋନ୍ନତି ମିଳିଥିଲା ଏବଂ ସେ ଡେପୁଟି…

ବମ୍ବେ ହାଇକୋର୍ଟଙ୍କ ନିର୍ଦ୍ଦେଶ;ଚୋକ୍‌ସିଙ୍କ ମେଡିକାଲ ରିପୋର୍ଟ ଯାଞ୍ଚ କରିବେ ବିଶେଷଜ୍ଞ ଦଳ

ମୁମ୍ବାଇ,୨୫-୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ମହାଠକେଇ ମାମଲାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କ ମେଡିକାଲ…

ଆର୍‌ବିଆଇରେ ବିରଲଙ୍କ ପରେ ରହିଲେନି ବିରୋଧର ସ୍ବର

ନୂଆଦିଲ୍ଲୀ,୨୫-୬: ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ନର ପଦରୁ ଡ.ବିରଲ ଆଚାର୍ଯ୍ୟଙ୍କ ଇସ୍ତଫା ପରେ କେନ୍ଦ୍ର ସରକାରଙ୍କ ଅଯଥା ହସ୍ତକ୍ଷେପକୁ ବିରୋଧ କରୁଥିବା କୌଣସି ଉଚ୍ଚ ଅଧିକାରୀ…

ପ୍ରଦୀପ୍ତ ବିରୋଧୀ ଦଳ ନେତା

ଭୁବନେଶ୍ୱର,୨୫।୬(ବ୍ୟୁରୋ)- ପୂର୍ବତନ ମନ୍ତ୍ରୀ ତଥା ଭବାନୀପାଟଣା ଭାଜପା ବିଧାୟକ ପ୍ରଦୀପ୍ତ କୁମାର ନାଏକ ବିରୋଧୀ ଦଳ ନେତା ଭାବେ ମନୋନୀତ ହୋଇଛନ୍ତି। ଏନେଇ ଓଡ଼ିଶା ଭାଜପା ପ୍ରଭାରୀ…

ପୁଣି ଚର୍ଚ୍ଚାକୁ ଆସିଲେ ହଳଦିଆ ଶାଢି ପିନ୍ଧା ମହିଳା: ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୫।୬: ଲୋକ ସଭା ନିର୍ବାଚନ ସମୟରେ ସୋସିଆଲ ମିଡିଆ ସେନସେଶନ ପାଲଟିଥିବା ପିଡବ୍ଲୁଡି ଅଧିକାରୀ ରୀନା ଦ୍ୱିବେଦୀ ଏବେ ପୁଣି ଚର୍ଚ୍ଚାରେ। ଏଥର ତାଙ୍କ ଫଟୋ ନୁହେଁ…

ରାମ ରହିମଙ୍କୁ ପାରୋଲରେ ଆଣିବାକୁ ଚାହୁଁଛନ୍ତି ହରିୟାଣା ସରକାର

ଚଣ୍ଡିଗଡ଼,୨୫।୬: ବଳାତ୍କାର ମାମଲାରେ ଜେଲରେ ସଜ୍ଜା କାଟୁଥିବା ଆତ୍ମଘୋଷିତ ବାବା ରାମ ରହିମ ସିଂ ପାରୋଲରେ ଆସିବାକୁ ଯେତିକି ବ୍ୟଗ୍ର ତାଙ୍କୁ ବାହାରକୁ ଆଣିବାକୁ ହରିୟାଣା ସରକାର…

ଲୋକାୟୁକ୍ତରେ ୮୨ ଦୁର୍ନୀତି ମାମଲା ବିଚାରାଧୀନ :ମାର୍ଚ୍ଚ ୩୧ ପୂର୍ବରୁ ସମ୍ପତ୍ତି ଘୋଷଣା ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଦୀର୍ଘ ପ୍ରତୀକ୍ଷା ପରେ ଓଡ଼ିଶା ଲୋକାୟୁକ୍ତ ଆଇନ-୨୦୧୪ ରାଜ୍ୟରେ ୨୦୧୮ ଜୁଲାଇ ୭ରୁ କାର୍ଯ୍ୟକାରୀ ହେଉଛି। ଏଥିପାଇଁ ଲୋକାୟୁକ୍ତ ଗଠନ କରାଯାଇଛି। ଲୋକାୟୁକ୍ତ ଆଇନର ସେକ୍ସନ-୪୪…

୨୯ରେ ଲଘୁଚାପ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଆସନ୍ତା ୨୯ ତାରିଖରେ ଉତ୍ତର ପୂର୍ବ କିମ୍ବା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୯…

ପିଲାଙ୍କ ସ୍କୁଲ ବ୍ୟାଗରେ ଚାଉଳ ଭର୍ତ୍ତି କରି ଅଡୁଆରେ ଶିକ୍ଷକ

ହୋଲି(ଚମ୍ବା),୨୫।୬: ହିମାଚଳ ପ୍ରଦେଶର ଚମ୍ବା ଜିଲାରେ ଥିବା ଏକ ସରକାରୀ ସ୍କୁଲରେ ପିଲାମାନଙ୍କ ବ୍ୟାଗରୁ ବହି ଖାତା କାଢି ଚାଉଳ ଭର୍ତ୍ତି କରିବା ଜଣେ ଶିକ୍ଷକଙ୍କୁ ମହଙ୍ଗା…