ସପ୍ତାହେ ହେଲା ଏଟିଏମ୍‌ରେ ଟଙ୍କା ନାହିଁ: ଗ୍ରାହକଙ୍କୁ ଲୁଟୁଛନ୍ତି କିଓସ୍କ ବ୍ୟାଙ୍କ ସେବା କେନ୍ଦ୍ର

କାଶୀନଗର,୨୫।୬(ଡି.ଏନ୍‌.ଏ.)- କାଶୀନଗର ଏନ୍‌ଏସି ଅଞ୍ଚଳରେ ଗ୍ରାହକ ଉପଯୁକ୍ତ ଏଟିଏମ୍‌ ସେବା ପାଉ ନ ଥିବା ଅଭିଯୋଗ ହୋଇଛି। ଏଠାରେ ଷ୍ଟେଟ୍‌ବ୍ୟାଙ୍କର ୨ଟି ଏଟିଏମ୍‌, ଆନ୍ଧ୍ରବ୍ୟାଙ୍କର ଗୋଟିଏ ଓ…

ଜୟଶଙ୍କର ଭାଜପା ରାଜ୍ୟ ସଭା ପ୍ରାର୍ଥୀ

ନୂଆଦିଲ୍ଲୀ,୨୫।୬ପି.ଟି.): ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ସୋମବାର ଭାଜପାରେ ବିଧିବଦ୍ଧ ଭାବେ ସାମିଲ ହେବାର କିଛି ସମୟ ପରେ ତାଙ୍କୁ ଗୁଜରାଟରୁ ରାଜ୍ୟ ସଭା ପ୍ରାର୍ଥୀ କରାଯାଇଛି।…

ସବୁ ନିର୍ବାଚନ ଏକାକୀ ଲଢ଼ିବୁ: ମାୟାବତୀ

ନୂଆଦିଲ୍ଲୀ, ୨୫।୬: ଛୋଟ ହେଉ କି ବଡ଼, ଏଥର ସବୁ ନିର୍ବାଚନ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଏକାକୀ ଲଢ଼ିବ ବୋଲି ଏହାର ସୁପ୍ରିମୋ ମାୟାବତୀ ସୋମବାର…

ଝାଡ଼ଖଣ୍ଡ ଭିଡ଼ହତ୍ୟା ମାମଲା: ୫ ଗିରଫ, ୨ ପୋଲିସ ନିଲମ୍ବିତ

ରାଞ୍ଚତ୍,୨୫।୬: ମୋଟରସାଇକେଲ ଚୋରି ଅଭିଯୋଗରେ ଝାଡଖଣ୍ଡର ଷଢ଼େଇକଳା ଖରସୁଆଁ ଅଞ୍ଚଳରେ ଜଣେ ମୁସଲିମ୍‌ ଯୁବକଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟି ମାରିଦେବା ଘଟଣାରେ ପୋଲିସ ୫ ଜଣଙ୍କୁ ଗିରଫ…

ଲୋକ ସଭାରେ ଆଧାର ବିଲ୍‌ ଆଗତ

ନୂଆଦିଲ୍ଲୀ,୨୫।୬(ପି.ଟି.)-ବ୍ୟାଙ୍କରେ ଆକାଉଣ୍ଟ ଖୋଲିବା ଓ ମୋବାଇଲ ସିମ୍‌ କାର୍ଡ ପାଇଁ ଆଧାରକୁ ସ୍ବେଚ୍ଛାକୃତ ଭାବେ ପରିଚୟ ପ୍ରମାଣ ଭାବେ ବ୍ୟବହାର କରିବା ନିମନ୍ତେ ଏକ ବିଲ୍‌ ସୋମବାର…

ଘର ଖଁଡ଼େ ତିଆରିବାରେ ଅକ୍ଷମ:ଭଂଗା କୁରିଆରେ ୨ ଅସାହା ପରିବାରର

  କେସିଙ୍ଗା, ୨୫।୬ (ଡି.ଏନ୍‌.ଏ) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କଶୃପଡ଼ା ପଁଚେତ୍‌ ସୁକୁନାଭଟା ଗଁାର ଦୁଇ ଭାଇ ଖଗେଶ୍ୱର ନାଏକ(୩୫) ଆର କାତ୍ତିକ ନାଏକ(୩୨)। ଉଭଏ…

ଏହି ବ୍ଲଡ୍‌ ଗ୍ରୁପ୍‌ ଲୋକଙ୍କୁ ଡାଇବେଟିସ୍‌ ହେବା ଆଶଙ୍କା ଅଧିକ…

ଡାଇବେଟିସ୍‌ ପରିବର୍ତ୍ତିତ ଜୀବନଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ ହୋଇଥାଏ। ତେବେ କେତେକଙ୍କଠାରେ ଏହା ଦେଖାଯାଇ ନ ଥାଏ। ଅପରପକ୍ଷରେ କେତେକଙ୍କ ଠାରେ ଏହା ଗୁରୁତର ସମସ୍ୟା…

ବିଜେପୁରର ଅଇତିହାସିକ ଦାମୋଦର କଟା:ସାଫ୍‌ ନାଇଁ ହେଲା ଅମରି, ପଦମ୍‌ଫୁଲ୍‌

ବିଜେପୁର, ୨୫।୬ (ଡି.ଏନ୍‌.ଏ): ଖେତ୍‌ ଟାକେ ମୁଡ଼ାଟେ ଲେଖେଁ ବରଗଡ଼ ଜିଲା ବିଜେପୁରବାସୀଙ୍କର ଜୀବନ୍‌ ଜୀବିକା ସଂଗେ ବରକସ୍‌ କରି ଜୁଡ଼ି ହେଇ ରହିଛେ ଦାମୋଦର କଟା।…

ଅଲପ୍‌ ବରଷାରେ ଦର୍‌ହ ପାଲଟୁଛେ ପଢ଼ାକୁଠି: ବାରନ୍‌ଡାରେ ପାଠ୍‌ ପଢ଼ୁଛନ୍‌ ଛାତ୍ରୀଛାତ୍ର

ଲାଠୋର, ୨୫ା୬ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ କରୁଅଁାଝର ପଁଚେତ୍‌ ସାନଗୁର୍ଜିଭଟା ସରକାରୀ ନୂତନ ଉପ୍ରା ବିଦ୍ୟାଲୟ। ଅଲପ ବରଷାରେ ବି ସ୍କୁଲର ପଢ଼ାକୁଠିମାନକେ…

ସ୍କୁଲ ବାରନ୍‌ଡାରେ ଚାଲିଛେ ଅଙ୍ଗନଓ୍ବାଡି କେନ୍ଦ୍ର

ଲାଠୋର, ୨୫ା୬ (ଡି.ଏନ୍‌.ଏ): ସରକାର ଗଁ। ଗଁଲିରୁ ସହରତକ୍‌ ସବୁ ଜାଗାରେ ଅଙ୍ଗନଓ୍ବାଡି କେନ୍ଦ୍ର ଖୁଲୁଛନ୍‌। ଗୁଟେ କେନ୍ଦ୍ରରେ ମୁଖିଆ ଘର ସମେତ ରଁଧାଘର, ଶୌଚାଲୟ, ପିଇଲା…