ରମାଦେବୀ ପରୀକ୍ଷା ଫଳ ପ୍ରକାଶିତ: ପାସ୍‌ ହାର ୮୪.୬୧%

ଭୁବନେଶ୍ୱର,୨୪ା୬(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଯୁକ୍ତ ୩ରେ ୭,୭୩୭ ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୬,୫୪୭ ଜଣ ପାସ୍‌ କରିଛନ୍ତି।…

ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରୁ ରୟ ବାଦ୍‌

ଲଣ୍ଡନ,୨୪।୬(ଏଏଫ୍‌ପି): ଜାସନ ରୟ ମଙ୍ଗଳବାର ଖେଳାଯିବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ଖେଳିପାରିବେ ନାହିଁ। ସେ ଏପର୍ଯ୍ୟନ୍ତ ମାଂସପେଶୀଜନିତ ସମସ୍ୟାରୁ ସମ୍ପୂର୍ଣ୍ଣ ରୂପେ ମୁକୁଳି ପାରିନାହାନ୍ତି। କିନ୍ତୁ…

ଋଷି କପୁରଙ୍କୁ ଭେଟିଲେ ଆଲିଆ, ଐଶ୍ଚର୍ଯ୍ୟା

ବଲିଉଡର ଲୋକପ୍ରିୟ ଅଭିନେତା ଋଷି କପୁର କର୍କଟ ଚିକିତ୍ସା ଲାଗି ନ୍ୟୁୟର୍କରେ ଅଛନ୍ତି। ତାଙ୍କ ସହିତ ସ୍ତ୍ରୀ ନୀତୁ ସିଂହ ମଧ୍ୟ ସେଠାରେ ରହୁଛନ୍ତି। ପୁଅ ରଣବୀର…

ଅରବାଜ କିଣିଲେ ନୂଆ ଘର, ଲୁଲିଆଙ୍କ ସହ ପହଞ୍ଚିଲେ ସଲମାନ

ବଲିଉଡ ଅଭିନେତା ତଥା ସଲମାନଙ୍କ ଭାଇ ଅରବାଜ ଖାନ ମୁମ୍ବାଇରେ ଏକ ନୂଆ ଘର କିଣିଛନ୍ତି। ନିକଟରେ ନୂଆ ଘରେ ସେ ଏକ ପାର୍ଟିର ଆୟୋଜନ କରିଥିଲେ।…

ଆମେଠିରେ ଘର କିଣିବେ ସ୍ମୃତି

ଆମେଠି,୨୪।୬: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି ରବିବାର ତାଙ୍କ ନିର୍ବାଚନ ମଣ୍ଡଳୀ ଆମେଠି ଗସ୍ତ କରିଥିଲେ। ଏବେ ସେ ସେଠାରେ ଏକ ଘର କିଣିବେ ବୋଲି ଶୁଣିବାକୁ ମିଳିଛି।…

ମନ୍ଦିର ଭିତରକୁ ପଶିଆସିଲା କୁମ୍ଭୀର: ଲୋକେ କଲେ ପୂଜାର୍ଚ୍ଚନା

ଅହମ୍ମଦାବାଦ, ୨୪।୬: ଗୁଜରାଟର ମହିସାଗର ଜିଲାରେ ଥିବା ଖୋଡିୟାର ମାତା ମନ୍ଦିର ଭିତରକୁ ଏକ କୁମ୍ଭୀର ପଶିଆସିଥିଲା। ଶ୍ରଦ୍ଧାଳୁ ମାତାଙ୍କ ରୂପ ଭାବ କୁମ୍ଭୀରକୁ ପୂଜାର୍ଚ୍ଚନା କରିବାକୁ…

‘ରାବାଡାଙ୍କୁ ଆଇପିଏଲରେ ଖେଳିବାରୁ ରୋକିବାକୁ ଉଦ୍ୟମ କରିଥିଲୁ’

ସାଉଥାମ୍ପ୍‌ଟନ,୨୪।୬: ପାକିସ୍ତାନଠାରୁ ୪୯ ରନ୍‌ରେ ପରାସ୍ତ ହେବା ପରେ ଦକ୍ଷିଣ ଆଫ୍ରିକା ଚଳିତ ବିଶ୍ୱକପ୍‌ର ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଛି। ଏହାପରେ ଅଧିନାୟକ ଫାଫ୍‌ ଡୁପ୍ଲେସି ସ୍ପଷ୍ଟ…

ବଳାତ୍କାର ଅଭିଯୋଗରେ ଯୁବକ ଗିରଫ

ଭଟ୍‌ଲି: ୨୪।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟ୍‌ଲି ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ରବିବାର ରାତିରେ ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ…

ପଟ୍ଟାମୁଣ୍ଡାଇରେ କାଉ ମଡ଼କ: ବାର୍ଡଫ୍ଲ୍ୟୁ ସନ୍ଦେହ

ପଟ୍ଟାମୁଣ୍ଡାଇ,୨୪।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାଉ ମଡ଼କ ଦେଖିବାକୁ ମିଳିଛି। ଏତେ ସଂଖ୍ୟାରେ କାଉ ମରିବାନେଇ ବାର୍ଡଫ୍ଲ୍ୟୁ ଆଶଙ୍କା ପ୍ରକାଶ ପାଇଛି। ପଟ୍ଟାମୁଣ୍ଡାଇ ବ୍ଲକ ଖଡ଼ଇଣ୍ଟା…

ଜାନବିଲି ପ୍ରକଳ୍ପ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ଦାବି: ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର ଅଫିସ୍‌,୨୪ା୬: ଅସମ୍ପୂର୍ଣ୍ଣ ଜାନବିଲି ପ୍ରକଳ୍ପକୁ ନେଇ ଏବେ ବ୍ରହ୍ମପୁର ସହରବାସୀଙ୍କ ମଧ୍ୟରେ ଆକ୍ରୋଶ ବଢ଼ିବାରେ ଲାଗିଛି। ତରବରିଆ ଭାବେ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ…