ସାତକୋଶିଆରେ ଅସୁସ୍ଥ ହାତୀର ପ୍ରାଣ ଗଲା

ବନ୍ତଳା, ୨୪ା୬(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ବୁଢ଼ା ଜୋକୁବୁ ନାଳ ନିକଟରେ ଦୀର୍ଘଦିନ ଧରି ଅସୁସ୍ଥ ଥିବା ହାତୀର ରବିବାର ରାତିରେ…

ଏସପି ସହ ମେଣ୍ଟ କରିବା ବଡ ଭୁଲ: ମାୟାବତୀ

ଲକ୍ଷ୍ନୌ, ୨୪।୬: ଲୋକ ସଭା ନିର୍ବାଚନ ପରେ ସମାଜବାଦୀ ପାର୍ଟୀ(ଏସପି)ଏବଂ ବହୁଜନ ସମାଜ ପାର୍ଟି(ବିଏସପି)ମଧ୍ୟରେ ପୁଣି ଲଢେଇ ଆରମ୍ଭ ହୋଇଯାଇଛି। ଦୁଇ ଦଳ ଏକାଠି ହୋଇ ନିର୍ବାଚନ…

ଦୈନନ୍ଦିନ ଜୀବନଶୈଳୀ ଓ ମସ୍ତିଷ୍କର କାର୍ଯ୍ୟଧାରା

ସନ୍ତୁଳିତ ଜୀବନଶୈଳୀ ଆମକୁ କେତେକାଂଶରେ ସୁସ୍ଥ ରଖିଥାଏ। ଯଦି ଜଣେ ବ୍ୟକ୍ତି ନିଜର ଜୀବନଶୈଳୀକୁ ଠିକ୍‌ ଭାବରେ ଆଗେଇ ନିଅନ୍ତି ତେବେ ତାଙ୍କର ମସ୍ତିଷ୍କ ଆହୁରି ସକ୍ରିୟ…

ଏକାଗ୍ରତା ବଢ଼ାଏ ସଙ୍ଗୀତ

ଭାରାକ୍ରାନ୍ତ ମନକୁ ଅନେକାଂଶରେ ହାଲ୍‌କା କରିଥାଏ ସଙ୍ଗୀତ। ତେଣୁ ଅବସର ସମୟରେ ଅନେକେ ମନ ପସନ୍ଦର ସଙ୍ଗୀତ ଶୁଣିବାକୁ ପସନ୍ଦ କରିଥାଆନ୍ତି। ଏଭଳି ଅଭ୍ୟାସ ଜଣେ ବ୍ୟକ୍ତିର…

୭ ମାସ ମଧ୍ୟରେ ରିଜର୍ଭ ବ୍ୟାଙ୍କକୁ ଦ୍ୱିତୀୟ ଝଟ୍‌କା: ଡେପୁଟି ଗଭର୍ନର ବିରଳ ଆଚାର୍ଯ୍ୟଙ୍କ ଇସ୍ତଫା

ମୁମ୍ବାଇ,୨୪।୬: ଭାରତୀୟ ରିଜର୍ଭ ବ୍ୟାଙ୍କକୁ ୭ ମାସ ମଧ୍ୟରେ ପୁଣି ଥରେ ଝଟ୍‌କା ଲାଗିଛି। ଏଥର ଡେପୁଟି ଗଭର୍ନର ବିରଳ ଆଚାର୍ଯ୍ୟ ନିଜ କାର୍ଯ୍ୟକାଳ ଶେଷ ହେବାର…

ବନ୍ୟା, ଭୂମିକମ୍ପ ପାଇଁ ଅଲଗା ହେବ ଗାଡ଼ି ବୀମା ପଲିସି

ନୂଆଦିଲ୍ଲୀ,୨୪।୬: ସାଧାରଣ ବୀମା କମ୍ପାନୀ ଭୂମିକମ୍ପ, ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ, ଭଙ୍ଗାରୁଜା ଏବଂ ଦଙ୍ଗା ଭଳି ଘଟଣା ଲାଗି ଏଣିକି ଗାଡ଼ି ଲାଗି ସ୍ବତନ୍ତ୍ର ବାର୍ଷିକ ବୀମା…

୨୫ରୁ ଆରମ୍ଭ ହେବ ଷୋଡଶ ବିଧାନସଭା ଅଧିବେଶନ : ସୁରକ୍ଷା ପାଇଁ ତ୍ରିସ୍ତରୀୟ ବ୍ୟବସ୍ଥା

ଭୁବନେଶ୍ୱର, ୨୪ା୬(ବ୍ୟୁରୋ) : ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ପର୍ଯ୍ୟାୟରେ ୨୫ରୁ ଆରମ୍ଭ ହୋଇ ଜୁଲାଇ ୨…

ମିଶିଯିବେ ସାଧାରଣ ବୀମା କମ୍ପାନୀ

ନୂଆଦିଲ୍ଲୀ,୨୪।୬: କେନ୍ଦ୍ର ସରକାର ସାଧାରଣ ବୀମା କମ୍ପାନୀଙ୍କୁ ମିଶାଇ ଦେବା ଲାଗି ଯୋଜନା ପ୍ରସ୍ତୁତ କରୁଛନ୍ତି। ଏନେଇ ବିଚାରବିମର୍ଶ ଚାଲିଛି। ସରକାର ଏ ଦିଗରେ ବିଭିନ୍ନ ବିକଳ୍ପ ଉପରେ…

ସ୍ନାନବେଦୀରେ ବିଶୃଙ୍ଖଳାରୀ ଚିହ୍ନଟ : ନୋଟିସ୍‌ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୪ା୬: ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ୱେ ସ୍ନାନବେଦୀରେ ହୋଇଛି ବିଶୃଙ୍ଖଳା। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମ ମାନି…

ପି-ନୋଟ୍‌ସ ଜରିଆରେ ୮୨,୬୧୯ କୋଟି ନିବେଶ

ମୁମ୍ବାଇ,୨୪।୬: ଭାରତୀୟ ପୁଞ୍ଜି ବଜାରରେ ପାର୍ଟିସିପେଟରୀ ନୋଟ୍ସ(ପି-ନୋଟ୍ସ) ଜରିଆରେ ମେ’ ଶେଷ ସୁଦ୍ଧା ନିବେଶ ପ୍ରାୟ ୧୪୦୦ କୋଟି ଟଙ୍କା ବୃଦ୍ଧି ପାଇ ୮୨,୬୧୯ କୋଟି ଟଙ୍କାରେ…