ବିଏସ୍‌ଏନ୍‌ଏଲ୍‌ର ପୁନରୁଦ୍ଧାର ଲାଗି ମୋଦିଙ୍କ ହସ୍ତକ୍ଷେପ ଲୋଡିଲେ ଇଞ୍ଜିନିୟର

ନୂଆଦିଲ୍ଲୀ,୨୪।୬: ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌)ର ପୁନରୁଦ୍ଧାର ଲାଗି କମ୍ପାନୀର ଇଞ୍ଜିନିୟର ଓ ଆକାଉଣ୍ଟସ ଅଧିକାରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହସ୍ତକ୍ଷେପ ଲୋଡିଛନ୍ତି।…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା : ନ୍ୟାୟ ପାଇଁ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଭୁବନେଶ୍ୱର, ୨୪ା୬(ବ୍ୟୁରୋ) : କେନ୍ଦ୍ରାପଡା ସଦର ଥାନାଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କର ସମ୍ପର୍କୀୟ ଭାଇ ଅପହରଣ କରିନେବା ସହ ବଳାତ୍କାର କରିଥିଲେ। ଏହି ଘଟଣାରେ ପୋଲିସ ଅଭିଯୁକ୍ତକୁ…

ସିଡନୀ ଏୟାରପୋର୍ଟରେ ମହଙ୍ଗା ପଡିଲା ଚୋରି; ଏୟାର ଇଣ୍ଡିଆର ସିନିୟର କମାଣ୍ଡର ସସ୍‌ପେଣ୍ଡ

ନୂଆଦିଲ୍ଲୀ,୨୪ା୬: ଏୟାର ଇଣ୍ଡିଆର ଜଣେ ସିନିୟର କମାଣ୍ଡର ତଥା ଆଞ୍ଚଳିକ ଡାଇରେକ୍ଟର ରୋହିତ ଭାସିନ୍‌ଙ୍କୁ ସିଡନୀ ଏୟାରପୋର୍ଟରେ ଏକ ଡ୍ୟୁଟି ଫ୍ରି ଦୋକାନରୁ ସାମଗ୍ରୀ ଚୋରି କରିବା ଅଭିଯୋଗରେ…

୧୨୦୦ ଟଙ୍କାରେ ବିକ୍ରି ହେଉଛି ଗୋଟିଏ ଆମ୍ବ

ନୂଆଦିଲ୍ଲୀ,୨୪ା୬:ଗୋଟିଏ ଆମ୍ବର ଦାମ ୧୨୦୦ ଟଙ୍କା, ଏହା କେହି କେବେ କଳ୍ପନା ମଧ୍ୟ କରି ନ ଥିବେ। କିନ୍ତୁ ଏହା ନିରାଟ ସତ। ଆମ୍ବର ମହାରାଣୀ କୁହାଯାଉଥିବା…

ଶାସଙ୍ଗ ଶ୍ରୀଜଗନ୍ନାଥ ମନ୍ଦିରରେ ପଟିଦିଅଁ ସେବା

ବାଲେଶ୍ୱର ଅଫିସ, ୨୪।୬-ବାଲେଶ୍ୱର ସଦର ବ୍ଲକ ଶାସଙ୍ଗ ଗ୍ରାମରେ ଶ୍ରୀଜଗନ୍ନାଥ ମନ୍ଦିରରେ ଶନିବାର ସନ୍ଧ୍ୟାରେ ପଟିଦିଅଁମାନଙ୍କୁ ଏକ ଶୋଭାଯାତ୍ରାରେ ଆଣି ମନ୍ଦିରରେ ପହଞ୍ଚାଇବା ପରେ ଠାକୁରମାନଙ୍କଠାରେ ଅନ୍ନଭୋଗ…

ବର୍ଦ୍ଧିତ ଭତ୍ତାରୁ ବଞ୍ଚତ୍ତ ଜଗବନ୍ଧୁ

ବନ୍ତ, ୨୪।୬ (ଡି.ଏନ.ଏ.) - କେନ୍ଦ୍ର ଓ ରାଜ୍ୟ ସରକାର ସାଧାରଣ ଗରିବ ବୃଦ୍ଧାବୃଦ୍ଧ, ବିଧବାମାନଙ୍କୁ ସେବା ଯୋଗାଇଦେବା ଲକ୍ଷ୍ୟରେ ଭତ୍ତା ପ୍ରଦାନର ସୁବିଧା କରିଛନ୍ତି। ମାତ୍ର…

କମ୍ପାନୀର ଜବରଦଖଲରେ ଚାଷଜମି – ଶାଗମାଛ ଦରରେ ଜମି ନେଇ ଯାଉଛି କମ୍ପାନୀ

ଯୋଡ଼ା,୨୪।୬(ଡ଼ିଏନଏ)- ସାଧାରଣ ଲୋକଙ୍କ ଜମିକୁ ବିଭିନ୍ନ ଉପାୟରେ ଶାଗମାଛ ମୂଲ୍ୟରେ ଟାଟା କମ୍ପାନୀ କିପରି ନିଜ ଅଧୀନକୁ ନେଉଛି, ତାର ଆଉ ଏକ ଉଦାହରଣ ଏବେ ଲୋକଲୋଚନକୁ…

ମୁଣ୍ଡ କାଟି ଗଛରେ ଟାଙ୍ଗିଦେଲେ; ୨ ଦିନ ପରେ ମିଳିଲା ମୃତଦେହ

କେନ୍ଦୁଝର,୨୪ା୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ନୟାକୋଟ ଥାନା ସୁକଡୋଳା ଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରି ତାଙ୍କ ମୁଣ୍ଡ କାଟି ଏକ ଗାମୁଛାରେ ଗୁଡାଇ ଗଛରେ ଟାଙ୍ଗିଦେବା…

ଚାକିରି ଦେବା ନାଁରେ ଠକେଇ; ୪ ଯୁବତୀ ସମେତ ୬ ଗିରଫ

କେନ୍ଦୁଝର,୨୪ା୬ (ସ୍ବ.ପ୍ର.)-ଏକ ମାର୍କେଟିଂ ସଂସ୍ଥା ଖୋଲି ବେକାର ଯୁବତୀଯୁବକଙ୍କୁ ଚାକିରି ଦେବା ପ୍ରଲୋଭନ ଦେଖାଇ ଠକିଥିବା ଅଭିଯୋଗରେ କେନ୍ଦୁଝର ଟାଉନ ଥାନା ପୋଲିସ ୪ ଯୁବତୀଙ୍କ ସମେତ…

ଡାକ୍ତର ନାହାନ୍ତି, ରୋଗୀ ହନ୍ତସନ୍ତ

ଫିରିଙ୍ଗିଆ,୨୪।୬-ଫିରିଙ୍ଗିଆ ବ୍ଲକ ନୂଆପଦର ପଞ୍ଚାୟତରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ୩ ମାସ ହେଲା ଡାକ୍ତର ନାହନ୍ତି। ଏହି ମେଡିକାଲ ଉପରେ ନିର୍ଭର କରୁଥିବା ୩ ପଞ୍ଚାୟତବାସୀ…