ଫୁଲୁରୀ ତେଲ ଲାଗିହେଲେ ମହାପ୍ରଭୁ

ପୁରୀ ଅଫିସ, ୨୨ା୬:  ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହ। ଶ୍ରୀଅଙ୍ଗ ଲାଗି ସେବକ…

ରାସ୍ତାକଡ଼ରୁ ପେଟିରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର

ଭଦ୍ରକ ଅଫିସ, ୨୨।୬:  ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ତ୍ରିଶଳପୁର ଦାଣ୍ଡବାସୁଳି ମନ୍ଦିର ନିକଟରୁ ଶନିବାର ପୂର୍ବାହ୍ନରେ ଏକ ପେଟି ଭିତରୁ ନବଜାତ ଶିଶୁର…

ଏହି ଗଛରେ ଫଳେ ଟଙ୍କା

ବ୍ରିଟେନର ପିଙ୍କ ଜିଲାରେ ଏମିତି ଏକ ଗଛ ରହିଛି ଯେଉଁଥିରେ ଟଙ୍କା ଫଳେ ବୋଲି କୁହାଯାଏ। ତେବେ ଲକ୍ଷ୍ୟକଲେ ଦେଖାଯାଏ ଗଛର ଗଣ୍ଡିରେ ବିଭିନ୍ନ ଦେଶର କଏନ…

ପ୍ରେମୀଯୁଗଳଙ୍କ ବିଚ୍ଛେଦ ପାଇଁ ଏହି ମନ୍ଦିରରେ ହୁଏ ପୂଜା…

ଉତ୍ତରପ୍ରଦେଶ ସାହାରନପୁରରେ ରହିଛି ଶ୍ରୀବାଲାଜୀ ମହାରାଜଙ୍କ ମନ୍ଦିର। ମନ୍ଦିରରେ ହନୁମାନଙ୍କ ବାଳ ସ୍ବରୂପ ପୂଜା ହୋଇଥାନ୍ତି। ଏଠାରେ ଯୁବତୀ ଯୁବକଙ୍କ ମୁଣ୍ଡରୁ ପ୍ରେମ ନିଶା ଉତ୍ତାରିବା ଲାଗି…

ଭାରତୀୟ ମହିଳା ରଗ୍‌ବୀ ଦଳର ଐତିହାସିକ ବିଜୟ

ନୂଆଦିଲ୍ଲୀ,୨୨।୬: ଭାରତୀୟ ମହିଳା ରଗ୍‌ବୀ ଦଳ ଇତିହାସ ସୃଷ୍ଟି କରିଛି। ଦଳ ଶନିବାର ତା’ର ପ୍ରଥମ ଅନ୍ତର୍ଜାତୀୟ ୧୫ଏସ୍‌ ବିଜୟ ହାସଲ କରିଛି। ଭାରତୀୟ ଦଳ ଏସିଆ…

୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ଓହରିପାରେ ଆଇଓଏ

ନୂଆଦିଲ୍ଲୀ,୨୨।୬: ୨୦୨୨ରେ ବର୍ମିଂହାମଠାରେ ହେବାକୁ ଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ) ଓହରିଯାଇପାରେ। ପ୍ରତିଯୋଗିତାର ଇଭେଣ୍ଟ ତାଲିକାରେ ଶୁଟିଂ ଓ ଆର୍ଚେରି (ରିକର୍ଭ) ସାମିଲ…

ସେମିରେ ଫେଡ୍‌ରର

ହାଲେ (ଜର୍ମାନୀ),୨୨।୬(ଏଏଫ୍‌ପି): ରୋଜର ଫେଡ୍‌ରର ଏକ ତିନି ସେଟ୍‌ ବିଶିଷ୍ଟ ମ୍ୟାଚ୍‌କୁ ଜିତି ଏଠାରେ ଚାଲିଥିବା ହାଲେ ଓପନ ଏଟିପି ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସେ…

କର୍ମଚାରୀଙ୍କୁ ତାଗିଦା କଲେ ବିଧାୟକ: ପିସିମୁକ୍ତ ବ୍ଲକ ଗଠନ ପାଇଁ ଉଦ୍ୟମ ଆରମ୍ଭ

ହାଟଡିହୀ,୨୨ା୬ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ବିଭିନ୍ନ ବିଭାଗର କର୍ମଚାରୀମାନଙ୍କୁ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ହୁସିଆର ହୋଇ ଠିକ ରୂପେ କାର୍ଯ୍ୟ କରିବାକୁ…

ଜନଗଣନା ତାଲିକାରେ ବିଭ୍ରାଟ: ବଢ଼ୁଛି ଅସନ୍ତୋଷ, ବିଧାୟକ ଦୃଷ୍ଟି ଦେବାକୁ ଦାବି

ହାଟଡିହୀ, ୨୨ା୬ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବିଭିନ୍ନ ପଞ୍ଚାୟତରେ ଜନଗଣନା ତାଲିକାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଜମ୍ଭିରା ପଞ୍ଚାୟତରେ ଲୋକମାନେ ହୋ ହଲ୍ଲା…

୫ କାର୍ଯ୍ୟନିର୍ବାହୀ ଅଧିକାରୀ, ବିଆର୍‌ସିସି ଓ ଏବିଇଓଙ୍କ ବଦଳି

ହାଟଡିହୀ,୨୨ା୬ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରୁ ୫ ଜଣ କାର୍ଯ୍ୟନିର୍ବାହୀ ଅଧିକାରୀ ବଦଳି ହୋଇଛନ୍ତି ା କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ତାମଣି ଦାସ ଓ ବିଶ୍ୱନାଥ ବଦ୍ରା…