ମହାବୀର ମୃତ୍ୟୁ ଘଟଣାର ତଦନ୍ତ ଆରମ୍ଭ

ବନ୍ତଳା,୨୨।୬(ଡି.ଏନ.ଏ.) - ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ବାଘ ବଂଶ ବୃଦ୍ଧି ନିମନ୍ତେ ମଧ୍ୟପ୍ରଦେଶର କାହ୍ନା ବ୍ୟାଘ୍ର ପ୍ରକଳ୍ପରୁ ଅଣାଯାଇଥିବା ମହାବଳ ମହାବୀରର ଗତ ନଭେମ୍ବର ୧୪ରେ…

ହାତୀ ଆକ୍ରମଣରେ ବୃଦ୍ଧ ମୃତ

ତାଳଚେର,୨୨।୬(ନି.ପ୍ର.) - ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ସୁଲେଇପାଳ ଗ୍ରାମର ସୁଧାକର ମହାନ୍ତି(୭୦)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଛି। ଗୁରୁବାରଠାରୁ ସେ ନିଖୋଜ ଥିଲେ।…

ଅନୁଗୋଳ ବନଖଣ୍ଡର ଅଭିନବ ପଦକ୍ଷେପ : ଗଜ ଉପଦ୍ରବ ରୋକିବେ ‘ଗଜବନ୍ଧୁ’

ଅନୁଗୋଳ ଅଫିସ, ୨୨।୬ - ଅନେକ ସମୟରେ ଗଁ। ରେ ପଶି ମଣିଷ ମାରୁଛି ହାତୀ। ଦଳି ଚକଟି ନଷ୍ଟ କରୁଛି ହେକ୍ଟର ହେକ୍ଟର ଫସଲ। କେବେ…

ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା ପ୍ରସ୍ତୁତି ବୈଠକ: ୯ଟାରେ ପହଣ୍ଡି, ୨ଟା ୩୦ରେ ରଥଟଣା

ଅନୁଗୋଳ ଅଫିସ, ୨୨।୬ - ଅନୁଗୋଳ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିଚାଳନା ସମିତି ପକ୍ଷରୁ ଶ୍ରୀଗୁଣ୍ଡିଚା, ବାହୁଡ଼ା ଓ ସୁନାବେଶ ସୁପରିଚାଳନା ସମ୍ପର୍କିତ ପ୍ରସ୍ତୁତି ବୈଠକ ଶୁକ୍ରବାର…

ବ୍ୟବଚ୍ଛେଦ ଗୃହରେ ପଶିଲା ଡେଲି ମାର୍କେଟ ପାଣି

ଅନୁଗୋଳ ଅଫିସ, ୨୨।୬ - ଗୁରୁବାର ରାତିରେ ବର୍ଷା ଯୋଗୁ ଅନୁଗୋଳ ଡେଲିମାର୍କେଟ ପରିସରରେ ପାଣି ଜମି ରହିଥିଲା। ଶୁକ୍ରବାର ଏହାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସର…

ବଅଁରପାଳ ବ୍ଲକରେ ୯୦ କୁଷ୍ଠ ରୋଗୀ ଚିହ୍ନଟ

ବଅଁରପାଳ, ୨୨।୬ (ଡି.ଏନ୍‌.ଏ.) - ବଅଁରପାଳ ବ୍ଲକ ଅଞ୍ଚଳରେ ଚଳିତବର୍ଷ ୯୦ ଜଣ କୁଷ୍ଠ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଜଣାପଡ଼ିଛି। ୨୦୧୮…

ପରିବା ମାର୍କେଟ ଭଙ୍ଗା ପ୍ରତିବାଦରେ ଆନ୍ଦୋଳନ : ଜିଲାପାଳଙ୍କୁ ଫେରାଦ ହେଲେ ବ୍ୟବସାୟୀ

ପୁରୁଷୋତ୍ତମପୁର,୨୨ା୬(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଥିବା ପରିବା ମାର୍କେଟକୁ ଏନ୍‌ଏସି ପ୍ରଶାସନ ଦୋକାନ ଗୃହ ର୍ନିମାଣ କରିବା ଲାଗି ତରବରିଆ ଭାବେ ବୁଧବାର ଭାଙ୍ଗି ଦେଇଛି। ଫଳରେ…

ଜଙ୍ଗଲରେ ଗୁଳି ଫୁଟିଲା, ଜଣେ ଗୁରୁତର

ଫୁଲବାଣୀ ଅଫିସ, ୨୨ା୬-ଖଜୁରିପଡା ବ୍ଲକ ସଦର ଥାନା ମାଣିଶ୍ୱର ଜଙ୍ଗଲରେ ଗୁଳି ଫୁଟିଛି। କାଠ କାଟୁଥିବା ବେଳେ ଗୁଳି ଆସି ଜଣେ ଯୁବକଙ୍କ ଗୋଡରେ ବାଜିଛି। ଗୁରୁତର…

ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ବୈଠକ: ବିଭାଗୀୟ ଅଧିକାରୀଙ୍କ ଅନୁପସ୍ଥିତ ନେଇ ହଟ୍ଟଗୋଳ

ଦାରିଙ୍ଗବାଡ଼ି,୨୨।୬(ଡି.ଏନ.ଏ.)- ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ବୈଠକ ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଯୋଗ…

ଛାତ୍ରୀଛାତ୍ରଙ୍କୁ ଚାରା ବାଣ୍ଟିଲେ ଜିଲାପାଳ

ଛତ୍ରପୁର,୨୨ା୬(ଡି.ଏନ.ଏ)-ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲରେ ଶୁକ୍ରବାର ଗଞ୍ଜାମ ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଆୟୋଜିତ ହୋଇଥିଲା। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏଥିରେ ଯୋଗଦେଇ ସ୍କୁଲକୁ ଆସିଥିବା ନୂତନ…