ସରିଲା ଖରାଛୁଟି, ଖୋଲିଲା ସ୍କୁଲ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଶେଷ ହେଲା ଖରାଛୁଟି। ଶୁକ୍ରବାର ଖୋଲିଛି ସ୍କୁଲ। ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ ସହ ଘରୋଇ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଖୋଲିଛି। ତେବେ ସରକାରୀ ବିଦ୍ୟାଳୟଗୁଡ଼ିକରେ…

ଖରାଛୁଟି ପରେ ଖୋଲିଲା ସ୍କୁଲ, ପ୍ରଥମ ଦିନରେ ଛାତ୍ରୀଛାତ୍ରଙ୍କୁ ଫୁଲଚନ୍ଦନରେ କରାଗଲା ସ୍ବାଗତ

ବ୍ରହ୍ମପୁର ଅଫିସ,୨୧ା୬: ଖରାଛୁଟି ପରେ ଶୁକ୍ରବାର ଖୋଲିଛି ସ୍କୁଲ। ପ୍ରଥମ ଦିନରେ ସ୍କୁଲଗୁଡ଼ିକରେ ପ୍ରବେଶ ଉତ୍ସବ ଆୟୋଜନ କରାଯାଇଥିଲା । ଛାତ୍ରୀଛାତ୍ରମାନେ ନିର୍ଦ୍ଦାରିତ ସମୟରେ ସ୍କୁଲରେ ପହଞ୍ଚତ୍ଥିଲେ।…

ଏହି ଗାଁରେ ଝିଅ ବାହା ଦେବାକୁ ରାଜି ନାହାନ୍ତି ମାତାପିତା

ଜୟପୁର, ୨୧।୬: ରାଜସ୍ଥାନର ସିକର ନିକଟସ୍ଥ କିରୋ କି ଢାଣି ଗ୍ରାମକୁ ଝିଅ ବାହା ଦେବାକୁ ରାଜି ନାହାନ୍ତି ମାତାପିତା। ଏହି ଗାଁରେ ଯୁବକଙ୍କ ବିବାହ ବୟସ…

ଦିଲ୍ଲୀ କାଳିନ୍ଦୀ କୁଞ୍ଜ ମେଟ୍ରୋ ଷ୍ଟେସନ ନିକଟରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ, ୨୧।୬: ଦିଲ୍ଲୀର କାଳିନ୍ଦୀ କୁଞ୍ଜ ମେଟ୍ରୋ ଷ୍ଟେସନ ନିକଟରେ ଥିବା ଏକ ଫର୍ଣ୍ଣିଚର ମାର୍କେଟରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ସକାଳେ ଉକ୍ତ ମାର୍କେଟରେ ଲାଗିଥିବା ନିଅଁ।…

ତଣ୍ଟିରେ ମାଛକଣ୍ଟା ଲାଗିଥିଲେ ସହଜରେ ବାହାରିବାର ଉପାୟ ଜାଣନ୍ତୁ

ମାଛ ଖାଇବା ସମୟରେ ଅସାବଧାନତା ବଶତଃ ବେଳେବେଳେ ତଣ୍ଟିରେ କଣ୍ଟା ଲାଗିଯାଇଥାଏ। ଏଥିପାଇଁ ଜୀବନ ଚାଲିଯିବାର ମଧ୍ୟ ଭୟ ରହିଥାଏ। ଫଳରେ ଆମକୁ ଡାକ୍ତରଙ୍କ ପାଖକୁ ଯିବାକୁ…

୭୭ ବର୍ଷରେ ଯୋଗ: ପାଣିରେ ପଦ୍ମାସନ-ଶବାସନ କରି ଚର୍ଚ୍ଚାରେ ଶିବାଜୀ

କଟକ ଅଫିସ,୨୧।୬: ଶୁକ୍ରବାର ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ କଟକ ଚାନ୍ଦିନିଚୌକ ବ୍ରାହ୍ମଣସାହିର ଜଣେ ବୃଦ୍ଧ…

କର୍ନାଟକରେ ହୋଇପାରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ: ଦେବଗୌଡା

ବେଙ୍ଗାଲୁରୁ.୨୧।୬: କର୍ନାଟକରେ ଯେକୌଣସି ମୂହୁର୍ତ୍ତରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ଘୋଷଣା ହୋଇପାରେ ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜନତା ଦଳ ସିକ୍ୟୁଲାର୍‌(ଜେଡିଏସ) ନେତା ଏଚଡି.ଦେବଗୌଡା ସୂଚନା ଦେଇଛନ୍ତି। କଂଗ୍ରେସ…

ଓଜନ କମ୍‌ ସାଙ୍ଗକୁ ଚିନ୍ତା ଦୂର କରିଥାଏ ନୃତ୍ୟ

ଓଜନ କମ୍‌ କରିବା ପାଇଁ ନୃତ୍ୟ ସବୁଠାରୁ ଭଲ ଥେରାପି, ଏ କଥା ଅଧିକାଂଶ ଲୋକେ ଜାଣନ୍ତି। ଏଥିସହିତ ରକ୍ତସଞ୍ଚାଳନ ମଧ୍ୟ ଠିକ୍‌ ହୋଇଥାଏ। ଏହା ଏପରି…

ସମ୍ମୁଖକୁ ଆସିଲା ‘ଗୁଲାବୋ ସିତାବୋ’ର ଅମିତାଭ୍‌ଙ୍କ ପ୍ରଥମ ଲୁକ୍‌

ବିଗ୍‌ ବି ଅମିତାଭ ବଚ୍ଚନ ବର୍ତ୍ତମାନ ତାଙ୍କର ଆଗାମୀ ସିନେମା ‘ଗୁଲାବୋ ସିତାବୋ’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ସୁଜିତ୍‌ ସରକାରଙ୍କ ନିର୍ଦ୍ଦେଶିତ ଏହା ଏକ କମେଡି ସିନେମା।…

ବିଏସ୍‌ଏଫ୍‌ ବାଟାଲିୟନ ପକ୍ଷରୁ ଯୋଗାଭ୍ୟାସ

ଚିତ୍ରକୋଣ୍ଡା,୨୧ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ୮ମ ବିଏସ୍‌ଏଫ୍‌ ବାଟାଲିୟନ ସହାୟତାରେ ସ୍ଥାନୀୟ ମିନି ଷ୍ଟାଡିଅମ ପଡ଼ିଆଠାରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବହୁସଂଖ୍ୟାରେ…