ଏନ-୩୨ ବିମାନ ଦୁର୍ଘଟଣା: ୧୮ ଦିନ ପରେ ଆଜି ଘରେ ପହଞ୍ଚିବ ଶହୀଦଙ୍କ ମୃତଦେହ

ନୂଆଦିଲ୍ଲୀ, ୨୧।୬: ଭାରତୀୟ ବାୟୁସେନା ପରିବହନ ବିଭାଗର ବିମାନ ଏନ-୩୨ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୧୩ଜଣଙ୍କ ଶହୀଦଙ୍କ ମୃତଦେହ ଶୁକ୍ରବାର ସେମାନଙ୍କ ଘରେ ପହଞ୍ଚିବ ବୋଲି ଜଣାପଡିଛି।…

ବିଲଡରଙ୍କଠାରୁ ୨ କୋଟି ଠକେଇ : ମୁଖ୍ୟ ଅଭିଯୁକ୍ତ ଗିରଫ, ୨ ଫେରାର

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଜମି କରାଇଦେବାକୁ କହି ଜଣେ ବିଲଡରଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇ ଫେରାର ଥିବା ଅଭିଯୁକ୍ତଙ୍କୁ ଗୁରୁବାର ଶହୀଦନଗର ପୋଲିସ ଗିରଫ କରି କୋର୍ଟ…

ନୂଆଗଁ। ରାସ୍ତାରେ ଡ୍ରେନ ନିର୍ମାଣକୁ ବିରୋଧ

ପୁରୁଣା ଭୁବନେଶ୍ୱର,୨୧।୬ (ଡି.ଏନ.ଏ.) : ବର୍ଷ ବର୍ଷ ଧରି ନୂଆଗଁ। ମ୍ୟୁନିସିପାଲିଟି ରାସ୍ତା ବର୍ଷା ଦିନେ ଶୋଚନୀୟ ହୋଇପଡୁଛି। ବିଭାଗୀୟ କର୍ତ୍ତୃପକ୍ଷ ଏଥିରେ ସୁଧାର ଆଣି ପାରି…

ବିଯୁକ୍ତ ୨୦ ଡିଗ୍ରୀ ସେଲସିୟସରେ ଯୋଗ କଲେ ଯବାନ

ନୂଆଦିଲ୍ଲୀ, ୨୧।୬: ଆଜି ସାରା ବିଶ୍ୱରେ ପଞ୍ଚମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଦେଶର ବହୁ ସେଲିବ୍ରିଟି…

୪ ହାଇଓ୍ବେ ଲୁଟେରା ଗିରଫ

ଭୁବନେଶ୍ୱର, ୨୧।୬(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଟ୍ରକ୍‌ ଡ୍ରାଇଭର ଓ ହେଲପରଙ୍କୁ ମାଡ଼ ମାରି ଟଙ୍କା ଓ ସାମଗ୍ରୀ ଲୁଟପାଟ କରୁଥିବା ୪ ହାଇଓ୍ବେ ଲୁଟେରାଙ୍କୁ…

ଆଦିତ୍ୟନାଥଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟିଂ:ହାର୍ଡ କୌରଙ୍କ ବିରୋଧରେ ଦେଶଦ୍ରୋହ ମାମଲା

ଲକ୍ଷ୍ନୌ,୨୧।୬:ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ବିରୋଧରେ ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ପୋଷ୍ଟ କରିବା ଅଭିଯୋଗରେ ଗାୟକ ତାରଣ କୌର…

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ:ଇଟାଲୀ ପ୍ରଶିକ୍ଷକ, ଜାପାନ ଯୋଗ ନିକେତନ ପୁରସ୍କୃତ ହେବେ

ନୂଆଦିଲ୍ଲୀ,୨୧।୬:ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ଯୋଗର ପ୍ରସାର ଓ ବିକାଶରେ ଉଲ୍ଲେଖନୀୟ ଅବଦାନ ଲାଗି ଇଟାଲୀର ଯୋଗ ପ୍ରଶିକ୍ଷକ ଆଣ୍ଟୋନିଏଟା ରୋଜି, ଗୁଜରାଟ ଲାଇଫ ମିଶନ୍‌ର…

ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡ଼ରୁ ବାଦ୍‌ ପଡ଼ିଲେ ସାଜିଦ୍‌:ବୋରିସ୍‌ ମୁଖ୍ୟ ଦାବିଦାର

ଲଣ୍ଡନ,୨୧।୬(ପି.ଟି./ଏ.ଏଫ୍‌.ପି.):ବ୍ରିଟେନ ପ୍ରଧାନମନ୍ତ୍ରୀ ଥେରେସା ମେ’ଙ୍କ ଇସ୍ତଫା ପରେ ତାଙ୍କ ପଦରେ କିଏ ଅବସ୍ଥାପିତ ହେବ ତାକୁ ନେଇ କଞ୍ଜର୍ଭେଟିଭ୍‌ ପାର୍ଟିରେ ଜୋର୍‌ଦାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି। ଏହି କ୍ରମରେ…

ଖୋଲା ଆକାଶ ତଳେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି

ବାଲିଅନ୍ତା,୨୧।୬(ଡି.ଏନ୍‌.ଏ.) : ବାତ୍ୟା ‘ଫନୀ’ରେ ବାଲିଅନ୍ତାସ୍ଥିତ ମହାତ୍ମା ସେତୁ ସଂଲଗ୍ନ ରାସ୍ତା ପାର୍ଶ୍ୱରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉପରେ ନିର୍ମିତ ସେଡ୍‌ର ଟିଣ ଚଦର ଉଡିଯାଇଛି।…

ଆଜି ଲୋକ ସଭାରେ ଆଗତ ହେବ ‘ଟ୍ରିପଲ ତଲାକ’ ବିଲ୍‌: ବିରୋଧ କରିବ କଂଗ୍ରେସ

ନୂଆଦିଲ୍ଲୀ, ୨୧।୬: ‘ଟ୍ରିପଲ ତଲାକ’ ଶୁକ୍ରବାର ଲୋକ ସଭାରେ ଆଗତ ହେବ। ଫଳରେ ୧୭ତମ ଲୋକ ସଭା ଗଠନ ହେବା ପରେ ମୋଦି ସରକାର ଦ୍ୱିତୀୟ କାର୍ଯ୍ୟକାଳରେ…