ପିସିବି କ୍ରିକେଟ କମିଟି: ମହସିନଙ୍କ ସ୍ଥାନରେ ଆକ୍ରମ ହେବେ ଚେୟାରମ୍ୟାନ

କରାଚୀ, ୨୧ା୬ (ପି.ଟି.)-ପୂର୍ବତନ ଟେଷ୍ଟ କ୍ରିକେଟର ମହସିନ ଖାଁ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) କ୍ରିକେଟ କମିଟି ଚେୟାରମ୍ୟାନ ପଦବୀରୁ ଓହରିଯାଇଛନ୍ତି। ବୋର୍ଡର ପରିଚାଳନା ନିର୍ଦ୍ଦେଶକ ଓ୍ବାସିମ ଆକ୍ରମ…

ଅରୁଣାଚଳପ୍ରଦେଶକୁ ହରାଇ ଝାଡ଼ଖଣ୍ଡ ଚାମ୍ପିୟନ

କଟକ ଅଫିସ,୨୧ା୬- ଅଲ୍‌ ଇଣ୍ଡିଆ ଫୁଟ୍‌ବଲ ଫେଡେରେଶେନ(ଏଆଇଏଫ୍‌ଏଫ) ଆନୁକୂଲ୍ୟରେ କଟକରେ ଚାଲିଥିବା ସବ୍‌ଜୁନିୟର ବାଳିକା ଜାତୀୟ ଫୁଟବଲ ଚାମ୍ପିୟନଶିପରେ ଝାଡ଼ଖଣ୍ଡ ଚାମ୍ପିୟନ ହୋଇଛି। ଗୁରୁବାର ଅନୁଷ୍ଠିତ ଫାଇନାଲ…

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଶ୍ରୀଲଙ୍କା ମୁକାବିଲା

ଲିଡ୍ସ,୨୨।୬(ପି.ଟି.)- ଚଳିତ ବିଶ୍ୱକପ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ଓ ଶ୍ରୀଲଙ୍କା ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଶୁକ୍ରବାର ସ୍ଥାନୀୟ ହେଡିଂଲି ଗ୍ରାଉଣ୍ଡରେ ଖେଳାଯିବାକୁ…

ଅଭ୍ୟାସ ବେଳେ ବିଜୟ ଶଙ୍କର ଆହତ: ଛାଡ଼ିବାକୁ ପଡିଲା ଟ୍ରେନିଂ ସେସନ

ସାଉଥାମ୍ପଟନ,୨୧।୬(ପି.ଟି.)- ଟିମ୍‌ ଇଣ୍ଡିଆର ଆଘାତ ସମସ୍ୟା ବଢ଼ିବାରେ ଲାଗିଛି। ଏହାର ସଦ୍ୟତମ ଶିକାର ହୋଇଛନ୍ତି ଅଲରାଉଣ୍ଡର ବିଜୟ ଶଙ୍କର। ବୁଧବାର ଅଭ୍ୟାସ ଅବସରରେ ସେ ଆହତ ହୋଇଛନ୍ତି।…

ଧାଓ୍ବନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସାନ୍ତ୍ୱନା

ନୂଆଦିଲ୍ଲୀ,୨୧।୬(ପି.ଟି.)- ତାରକା ତଥା ଅଭିଜ୍ଞ ଓପନର ଶିଖର ଧାଓ୍ବନ ଇଞ୍ଜୁରି କାରଣରୁ ଭାରତୀୟ ବିଶ୍ୱକପ୍‌ ଦଳରୁ ବାଦ ପଡିଛନ୍ତି। ଫଳରେ ଭାରତର ବିଶ୍ୱକପ୍‌ ଅଭିଯାନକୁ ଜବରଦସ୍ତ ଝଟ୍‌କା…

ଅଷ୍ଟ୍ରେଲିଆ ସେମିଫାଇନାଲ ନିକଟତର

ନଟିଂହାମ,୨୧।୬ (ପି.ଟି.)- ବିଶ୍ୱକପ୍‌ର ଅନ୍ୟତମ ଫେଭରାଇଟ ଦଳ ଅଷ୍ଟ୍ରେଲିଆ ଗୁରୁବାର ଅନୁଷ୍ଠିତ ଟୁର୍ନାମେଣ୍ଟର ୨୬ତମ ମ୍ୟାଚ୍‌ରେ ବାଂଲାଦେଶକୁ ୪୮ ରନରେ ପରାସ୍ତ କରିଛି। ଟ୍ରେଣ୍ଟ ବିଜ୍‌ରେ ଖେଳାଯାଇଥିବା…

ଭାରତରେ ଲଞ୍ଚ ହେବନି ଫେସ୍‌ବୁକ୍‌ କ୍ରିପ୍ଟୋକରେନ୍ସି

ନୂଆଦିଲ୍ଲୀ,୨୧-୬: ସୋସିଆଲ ମିଡିଆ କମ୍ପାନୀ ଫେସ୍‌ବୁକ ଭାରତରେ ନିଜର କ୍ରିପ୍ଟୋକରେନ୍ସି ‘ଲିବ୍ରା’କୁ ଲଞ୍ଚ କରିବ ନାହିଁ। ରିଜର୍ଭ ବ୍ୟାଙ୍କ ଓ କେନ୍ଦ୍ର ସରକାର ପୂର୍ବରୁ ଦେଶରେ କୌଣସି…

୧୫ମାସରେ ଉଠିଯିବ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ନିର୍ମାଣ ଖର୍ଚ୍ଚ

ନୂଆଦିଲ୍ଲୀ,୨୧-୬: ଦେଶର ପ୍ରଥମ ଇଞ୍ଜିନବିହୀନ ଟ୍ରେନ ବନ୍ଦେ ଭାରତ ଏକ୍ସପ୍ରେସ ମାସକୁ ୭ କୋଟି ଟଙ୍କା ଆୟ କରୁଛି। ଏଭଳି ହାରରେ ଆୟ ହୋଇଚାଲିଲେ ଆସନ୍ତା ୧୨ରୁ…

କିରାନା ଦୋକାନ, ରେଷ୍ଟୁରାଣ୍ଟ ଖୋଲିବା ହେବ ସହଜ

ନୂଆଦିଲ୍ଲୀ,୨୧-୬: କେନ୍ଦ୍ର ସରକାର କିରାନା ଦୋକାନ ଏବଂ ରେଷ୍ଟୁରାଣ୍ଟ ଖୋଲିବା ଲାଗି ଆବଶ୍ୟକ ଲାଇସେନ୍ସ ସଂଖ୍ୟା କମାଇବାକୁ ଯାଉଛନ୍ତି। ନାଲିଫିତା ବ୍ୟବସ୍ଥାକୁ ହ୍ରାସ କରିବା ଲାଗି ସରକାର…

ଇଲେକ୍ଟ୍ରିକ ଗାଡ଼ିର ରେଜିଷ୍ଟ୍ରେଶନ ଫିସ୍‌ ହେବ ଛାଡ଼

ନୂଆଦିଲ୍ଲୀ,୨୧-୬: ଦେଶରେ ପ୍ରଦୂଷଣମୁକ୍ତ ଇଲେକ୍ଟ୍ରିକ ବାହନ ଚଳାଚଳକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବ୍ୟାଟେରି ଚାଳିତ ସମସ୍ତ ପ୍ରକାର ଗାଡ଼ିର ରେଜିଷ୍ଟ୍ରେଶନ ଫିସ୍‌କୁ ଛାଡ଼ କରିବାକୁ…