ଶ୍ରୀମନ୍ଦିର ମରାମତି କାମ ଅନୁଧ୍ୟାନ କଲେ ଆମିକସ୍‌ କ୍ୟୁରି: ହାଇକୋର୍ଟରେ ଦାଖଲ କରିବେ ସତ୍ୟପାଠ

ପୁରୀ ଅଫିସ,୨୦ା୬: ଶ୍ରୀମନ୍ଦିର ମରାମତି କାର୍ଯ୍ୟର ତଦାରଖ ପାଇଁ ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌କ୍ୟୁରି ଇଂ. ଏନ୍‌.କେ. ମହାନ୍ତି ବୁଧବାର ଶ୍ରୀମନ୍ଦିରକୁ ଆସି ବିଭିନ୍ନ କାମର ଅନୁଧ୍ୟାନ…

ମୌସୁମୀ ବିଗାଡ଼ିଦେବ ଅର୍ଥନୀତି

ନୂଆଦିଲ୍ଲୀ,୨୦।୬: ଚଳିତବର୍ଷ ଦେଶରେ ମୌସୁମୀ ପ୍ରବାହ ବିଳମ୍ବିତ ହୋଇଛି। ନିର୍ଦ୍ଧାରିତ ସମୟଠାରୁ ସପ୍ତାହକ ବିଳମ୍ବରେ ମୌସୁମୀ ଦେଶରେ ପ୍ରବେଶ କରିଛି। ଜୁନ୍‌ରେ ଅଦ୍ୟାବଧି ସାରା ଦେଶରେ ସାମାନ୍ୟରୁ ପ୍ରାୟ…

ସ୍ନାନବେଦିରେ ବିଶୃଙ୍ଖଳା ଘଟଣା: ସିସିଟିଭି ଯାଞ୍ଚ କରିବ ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୦ା୬: ସ୍ନାନପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନ ନୀତି ସମ୍ପନ୍ନ ହୋଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ବେ ସ୍ନାନବେଦିରେ ବିଶୃଙ୍ଖଳା ହୋଇଛି। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମକୁ…

ଗାଁ ସମସ୍ୟା ବୁଝିବାକୁ ୫ କି.ମି. ଚାଲିଲେ ବିଡିଓ

ପାପଡାହାଣ୍ଡି,୨୦। ୬(ଡି.ଏନ.ଏ.): ଦୀର୍ଘ ଦିନ ହେଲା ଗ୍ରାମରେ ଲାଗି ରହିଛି ବିଭିନ୍ନ ସମସ୍ୟା । ପାନୀୟ ଜଳ, ବିଦ୍ୟୁତ୍‌, ଶିକ୍ଷା, ଆବାସ ଯୋଜନା ଆଦି ପହଞ୍ଚିିପାରିନି। ଗ୍ରାମର…

ଗ୍ରୁପ୍‌ କମ୍ପାନୀରେ ନିବେଶ: ଇପିଏଫଓ ଫଣ୍ଡ ମ୍ୟାନେଜରଙ୍କ ଉପରେ କଟକଣା

ନୂଆଦିଲ୍ଲୀ,୨୦।୬:  ଗ୍ରୁପ୍‌ କମ୍ପାନୀରେ ନିବେଶ ନେଇ ଏମ୍ପ୍ଲୟି ପ୍ରୋଭିଡେଣ୍ଟ ଫଣ୍ଡ ଅଗାନାଇଜେଶନ(ଇପିଏଫ୍‌ଓ) ନିଜର ଆସେଟ ମ୍ୟାନେଜରଙ୍କ ଉପରେ କଟକଣା ଜାରି କରିଛି। ନିକଟ ଅତୀତରେ କେତେକ ଇନ୍‌ଭେଷ୍ଟମେଣ୍ଟର…

ଘରୋଇ କମ୍ପାନୀଙ୍କୁ ମିଳିପାରେ ଟ୍ରେନ ପରିଚାଳନା ଅଧିକାର

ନୂଆଦିଲ୍ଲୀ,୨୦।୬: କେନ୍ଦ୍ର ସରକାର କେତେକ ରୁଟ୍‌ରେ ପାସେଞ୍ଜର ଟ୍ରେନ ପରିଚାଳନା ଦାୟିତ୍ୱ ଘରୋଇ କମ୍ପାନୀଙ୍କ ହାତରେ ଟେକିଦେବାକୁ ଗମ୍ଭୀରତାର ସହ ବିଚାର କରୁଛନ୍ତି। ରେଲଓ୍ବେ ବୋର୍ଡର ଏକ…

ଗୋଟିଏ ଚରିତ୍ର ପସନ୍ଦ ନୁହେଁ

ନୂଆଦିଲ୍ଲୀ : ଲୋକପ୍ରିୟ ଟେଲିଭିଜନ ଶୋ’ ‘ଜିତ୍‌’, ଗନ୍ସ ଆଣ୍ଡ୍‌ ରୋଜେସ୍‌’ରେ ଅଭିନୟ କରିଥିବା ଅଭିନେତ୍ରୀ ନୀରୁ ବାଜଓ୍ବା ଗୋଟିଏ ଚରିତ୍ରରେ ଅଭିନୟ କରିବା ମୋର ପସନ୍ଦ…

ସୁବ୍ରମଣ୍ୟନ୍‌ଙ୍କ ଅଭିଯୋଗକୁ ଇଏସିଙ୍କ ଖଣ୍ଡନ

ନୂଆଦିଲ୍ଲୀ,୨୦।୬:  ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ଉପଦେଷ୍ଟା କମିଟି(ଇଏସି-ପିଏମ୍‌) ବୁଧବାର ପୂର୍ବତନ ମୁଖ୍ୟ ଆର୍ଥିକ ଉପଦେଷ୍ଟା(ସିଇଏ) ଅରବିନ୍ଦ ସୁବ୍ରମଣ୍ୟନ୍‌ଙ୍କ ଜିଡିପି ଡାଟାକୁ ନେଇ ଉଠାଇଥିବା ବିବାଦକୁ ଖଣ୍ଡନ କରିଛନ୍ତି। ଇଏସି-ପିଏମ୍‌ଙ୍କ…

ଅଜଣା ବ୍ୟାଧି

ଅଜଣା ବ୍ୟାଧି ଗ୍ରାସ କରିଛି ଜିଲାକୁ। ସଚେତନତା ହେଉଛି ଏହାର ଏକମାତ୍ର ମହୌଷଧି। ହେଲେ ଏହା ପହଞ୍ଚିପାରୁନି ଦୁର୍ନୀତି କବଳିତ ବ୍ୟକ୍ତିବିଶେଷଙ୍କ ପାଖରେ। ଫଳସ୍ବରୂପ ଡିଅଁ।ରୋଗ ପରି…

ଦଳ ପ୍ରଦର୍ଶନକୁ ନେଇ ପିସିବି ତର୍ଜମା କରିବ

କରାଚୀ,୨୦।୬(ପି.ଟି.)- ଦଳର ପ୍ରଦର୍ଶନକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏବେ ବେଶ୍‌ ଗୁରୁତ୍ୱ ଦେବା ଆରମ୍ଭ କରିଛି। ଜାତୀୟ ଦଳ ସହ ସପୋର୍ଟ ଷ୍ଟାଫ୍‌, ହେଡ୍‌…