ବର୍ଷକୁ ୭ କୋଟି ଲୋକ ଦେଶାନ୍ତର ହେଉଛନ୍ତି

ଜେନେଭା,୨୦ା୬(ଆଇଏଏନ୍‌ଏସ୍‌): ହିଂସାକାଣ୍ଡ, ମାଲିମକଦ୍ଦମା, ବିବାଦ ଆଦି ବିଭିନ୍ନ କାରଣରୁ ୨୦୧୮ରେ ସାରା ବିଶ୍ୱରୁ ୭ କୋଟିରୁ ଅଧିକ ଲୋକ ଦେଶାନ୍ତର ହେବାକୁ ବାଧ୍ୟ ହୋଇଛନ୍ତି। ଗତ ୭୦…

ପୁରୁଣା ଦିନର ସ୍ମୃତି ମନାପକାଇଲେ ଛାତ୍ରୀଛାତ୍ର

ବିଞ୍ଝାରପୁର,୧୯ା୬(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସୟଦପୁରସ୍ଥିତ ବ୍ରଜସୁନ୍ଦର ଉଚ୍ଚ ବିଦ୍ୟାଳୟ ପରିସରରେ ବୁଧବାର ୧୯୮୬ ମାଟ୍ରିକ୍‌ ବ୍ୟାଚ୍‌ ଛାତ୍ରୀଛାତ୍ରଙ୍କ ବାର୍ଷିକ ବନ୍ଧୁମିଳନ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ…

ପ୍ରଧାନମନ୍ତ୍ରୀଙ୍କ ସର୍ବଦଳୀୟ ବୈଠକ: ବର୍ଜନ କଲେ ବିରୋଧୀ

ନୂଆଦିଲ୍ଲୀ,୨୦ା୬(ପି.ଟି.): ଦେଶରେ ଭିନ୍ନ ଭିନ୍ନ ସମୟରେ ନିର୍ବାଚନ ହେଉଥିବାରୁ ଆର୍ଥିକ ଓ ପ୍ରଶାସନିକ ବୋଝ ବଢ଼ୁଛି। ଏହାକୁ ଏଡ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବରୁ ଏକକାଳୀନ…

ଖଣି ଅଞ୍ଚଳରେ ପାଇପ୍‌ଯୋଗେ ପାନୀୟ ଜଳ ଯୋଗାଣ: ରାସ୍ତା ପାର୍ଶ୍ୱ ଖୋଳା କାମକୁ ବିରୋଧ

କାଳିଆପାଣି,୧୯ା୬(ଡି.ଏନ୍‌.ଏ.)- କାଳିଆପାଣି ଖଣି ଅଞ୍ଚଳରେ ଜିଲା ଖଣିଜ ପାଣ୍ଠି ବିନିଯୋଗରେ ପାନୀୟ ଜଳ ଯୋଗାଣ ନିମନ୍ତେ ପାଇପ୍‌ ବିଛା କାମ ଚାଲିଛି। କାଙ୍କଡ଼ପାଳ ଗ୍ରାମଠାରୁ ପାନୀୟଜଳ ଯୋଗାଣ…

ଦଳେଇଘାଇ ନଦୀବନ୍ଧ ଅନୁଧ୍ୟାନ କଲେ ମୁଖ୍ୟଯନ୍ତ୍ରୀ : ବାଲି, ଖାଲିବ୍ୟାଗ ମହଜୁଦ ରଖିବାକୁ ନିର୍ଦ୍ଦେଶ

ବିରିଡ଼ି,୨୦।୬(ଡି.ଏନ.ଏ.): ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସଙ୍କୁ ଜଳସମ୍ପଦ ବିଭାଗ ମନ୍ତ୍ରୀ ପଦ ମିଳିବା ପରେ ଜଗତସିଂହପୁର ଜିଲାରେ ଏହି ବିଭାଗର କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ବିଭାଗୀୟ ମୁଖ୍ୟଯନ୍ତ୍ରୀଙ୍କଠାରୁ…

ପୌରାଧ୍ୟକ୍ଷ ଓ ବିଧାୟକଙ୍କ ମଧ୍ୟରେ ଶୀଳତଯୁଦ୍ଧ : ଯାତ୍ରୀ ବିଶ୍ରାମାଗାର ଉଦ୍‌ଘାଟନ ବନ୍ଦ

ପାରାଦୀପ,୨୦ା୬(ସ୍ବ.ପ୍ର.): ଦୀର୍ଘଦିନର ନୀରବତା ପରେ ଏବେ ପୁଣି ଥରେ ପାରାଦୀପ ବିଜେଡି ରାଜନୀତି ସରଗରମ ହୋଇଛି। ପୂର୍ବରୁ ଦୀର୍ଘ ୨ ଦଶନ୍ଧୀ ଧରି ବରିଷ୍ଠ ନେତା ଦାମୋଦର…

ଶୁକ୍ରବାର ଯୁକ୍ତ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାଫଳ ଶୁକ୍ରବାର ଅପରାହ୍ନ ସାଢ଼େ ୩ଟାରେ ପ୍ରକାଶ ପାଇବ। ସୂଚନା…

ମା’ଝିଅଙ୍କଠାରୁ ୫୬ ହଜାର ୮ଶହ ଲୁଟ୍‌

ଗଣିଆ,୨୦।୬(ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ବଜାରରୁ ବୁଧବାର ଦିନ ଦ୍ୱିପ୍ରହରରେ ଲୁଟେରାମାନେ ୨ମହିଳାଙ୍କଠାରୁ ଟଙ୍କା ଲୁଟ୍‌ କରି ଫେରାର ହୋଇଯାଇଛନ୍ତି। ଲୁଟ୍‌ର ଶିକାର ମହିଳାଦ୍ୱୟ ହେଲେ ଗଣିଆ…

ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ବିଜେଡିର ସମର୍ଥନ

ନୂଆଦିଲ୍ଲୀ,୨୦ା୬): ଦେଶରେ ଲୋକ ସଭା ଓ ବିଧାନସଭାଗୁଡ଼ିକର ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ଓଡ଼ିଶାର ଶାସକ ବିଜୁ ଜନତା ଦଳ (ବିଜେଡି) ସମର୍ଥନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ବୀର ପୁଅକୁ ଝୁରୁଛି ବଡ଼ସୁଅଁ।ଳ : ଶହୀଦ ଅଜିତ୍‌ଙ୍କୁ ଚାହିଁ ବସିଛନ୍ତି ସଭିଏଁ

କାମାକ୍ଷାନଗର, ୨୦।୬(ଡି.ଏନ୍‌.ଏ.) - ଆତଙ୍କବାଦୀଙ୍କ ସହ ଲଢ଼ି ଶହୀଦ ହୋଇଛନ୍ତି ଅଜିତ୍‌ ସାହୁ। ହଠାତ୍‌ ଏହି ଘଟଣାକୁ ବିଶ୍ୱାସ କରିପାରି ନ ଥିବା ସାଙ୍ଗସାଥୀ, ବନ୍ଧୁବାନ୍ଧବ, ପରିବାର,…