ସଂଗୀତ ଶୁଣିଲେ ଦୂର ହୋଇଥାଏ ଏହି ରୋଗ

ପ୍ରତିଦିନ ୩୦ ମିନିଟ୍‌ ସଂଗୀତ ଶୁଣିଲେ କ୍ୟାନସର ପରି ମାରାତ୍ମକ ରୋଗ ଭଲ ହୋଇଥାଏ ବୋଲି ତାଇବାନ୍‌ର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି। ବିଶେଷଜ୍ଞଙ୍କ ମତରେ କ୍ୟାନସର ରୋଗୀ…

ମାଓବାଦୀଙ୍କ ଟାର୍ଗେଟରେ ଏସ୍‌ପି ନେତା: ଅପହରଣ ପରେ କଲେ ହତ୍ୟା

ବିଜାପୁର,୧୯।୬: ଛତିଶଗଡ଼ରେ ପୁଣି ମାଓବାଦୀଙ୍କ ଦବ୍‌ଦବା ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ ସମାଜବାଦୀ ପାର୍ଟି (ଏସ୍‌ପି) ନେତା ସନ୍ତୋଷ ପୁନେମଙ୍କୁ ମାଓବାଦୀ ଅପହରଣ କରି ହତ୍ୟା କରିଥିବା…

ସିଦ୍ଧାର୍ଥଙ୍କଠାରୁ ଅର୍ଜୁନଙ୍କୁ ଭଲ କିସର୍‌ କହିଲେ ପରିଣୀତି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପରିିଣୀତି ଚୋପ୍ରା ଏବେ ବ୍ୟାଡ୍‌ମିଣ୍ଟନ ଖେଳାଳି ସାଇନା ନେହଓ୍ବାଲଙ୍କ ବାୟୋପିକ୍‌ କରିବାରେ ବ୍ୟସ୍ତ। ଏଥିରେ ଅଭିନୟ କରିବା ଲାଗି ପରିଣୀତି ବହୁତ ପରିଶ୍ରମ…

ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ ଅଧିନାୟକଙ୍କୁ ପ୍ରଥମେ କିଏ ଫୋନ କରିଥିଲେ ଜାଣନ୍ତୁ

ଲଣ୍ଡନ, ୧୯।୬: ଇଂଲଣ୍ଡରେ ଚାଲିଥିବା ଆଇସିସି ବିଶ୍ୱକପରେ ଭାରତ ନିକଟରୁ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନର ବୃହତ୍‌ ପରାଜୟକୁ ସହଜରେ ହଜମ କରିପାରି ନାହାନ୍ତି ପୂର୍ବତନ ଖେଳାଳି ଏବଂ…

ଖାଦ୍ୟ, ପାଣି ଆଶାରେ ଗାଁ ମୁହାଁ ବନ୍ୟଜନ୍ତୁ: ଉଦ୍ଧାର ହରିଣକୁ ଜଙ୍ଗଲରେ ଛାଡ଼ିଲା ଅସ୍ତରଙ୍ଗ ବନବିଭାଗ

କାକଟପୁର,୧୯।୬(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ବଡ଼ ସିରେଇ ଗ୍ରାମରୁ ଅସ୍ତରଙ୍ଗ ବନବିଭାଗ ବୁଧବାର ମଧ୍ୟାହ୍ନରେ ଏକ ହରିଣକୁ ଉଦ୍ଧାର କରି ମୁହାଁଣ ମୁହଁ ଜଙ୍ଗଲରେ ଛାଡ଼ିଥିବା…

ବୋର୍ଡା ଉତ୍କଳ ଗ୍ରାମୀଣ ବ୍ୟାଙ୍କରେ ଋଣ ଘୋଟାଲା : ତଦନ୍ତ ଆରମ୍ଭ

ଭବାନୀପାଟଣା,୧୯ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ବୋର୍ଡା ଶାଖାରେ ବ୍ୟାଙ୍କ କର୍ମଚାରୀ ଓ ଦଲାଲ ମିଶି ଚାଷୀଙ୍କ ନାମରେ କୃଷିଋଣ…

ଟେନିସ୍‌ କୋର୍ଟରେ ଫୁଟ୍‌ବଲ ଖେଳିଲେ

ହାଲେ(ଜର୍ମାନୀ),୧୯ା୬: ଏଠାରେ ଚାଲିଥିବା ହାଲେ ଓପନ ଗ୍ରାସ କୋର୍ଟ ଟୁର୍ନାମେଣ୍ଟରେ ଏକ କୌତୂହଳପୂର୍ଣ୍ଣ ଘଟଣା ଦେଖିବାକୁ ମିଳିଛି। ବେନୋଟ ପାଇରେ ଓ ଜୋ ଓ୍ବିଲଫ୍ରେଡ ଟିସୋଙ୍ଗା ମଧ୍ୟରେ…

ଠକେଇ ଅଭିଯୋଗରେ ୪ ନକଲି ଖବରଦାତା ଗିରଫ : ବିଭିନ୍ନ ସାମଗ୍ରୀ ଜବତ

ବରଗଡ଼ ଅଫିସ,୧୯ା୬ : ନିଜକୁ ଖବରଦାତାର ପରିଚୟ ଦେଇ ବରଗଡ଼ ଜିଲା ଶିଳ୍ପକେନ୍ଦ୍ରର ଭାରପ୍ରାପ୍ତ ସାଧାରଣ ପରିଚାଳକ ମନୋଜ କୁମାର ଶତପଥୀଙ୍କୁ ପିସ୍ତଲ ଦେଖାଇ ଠକେଇ କରିଥିବା…

ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି: ପ୍ରତିଶ୍ରୁତି ପାଇ ପଦଯାତ୍ରା ବନ୍ଦକଲେ ସେବାୟତ

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ବାରିପଦାକୁ ସରକାରୀସ୍ତରରେ ଦ୍ବିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ପ୍ରଦାନ ଦାବି ନେଇ ବାରିପଦା ଜଗନ୍ନାଥ ମନ୍ଦିର ସେବାୟତମାନେ ବୁଧବାର ସକାଳୁ ଭୁବନେଶ୍ୱର ଅଭିମୁଖେ…

ପୁରୁଷୋତ୍ତମପୁରରେ ଅଗ୍ନିକାଣ୍ଡ ଘଟଣା: କ୍ଷତିଗ୍ରସ୍ତଙ୍କୁ ସହାୟତା ଲାଗି ଡିଏଲ୍‌ଏସ୍‌ ସଚିବଙ୍କ ନିର୍ଦ୍ଦେଶ

ପୁରୁଷୋତ୍ତମପୁର,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେ.ଏନ୍‌ ପୁର ଗ୍ରାମରେ ଗତ ୧୦ ତାରିଖରେ ଅଗ୍ନିକାଣ୍ଡ ଘଟି ଦମୟନ୍ତୀ ପ୍ରଧାନଙ୍କ ଘର ଜଳିଯାଇଥିଲା। ଏନେଇ ଗତ ୧୧…