ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମଙ୍ଗଳବାର ଖରାଛୁଟି ଅବଧିକୁ ବଢ଼ାଇଥିଲେ ରାଜ୍ୟ ସରକାର। ଏହାନୁଯାୟୀ ରାଜ୍ୟର ସମସ୍ତ ସ୍କୁଲଗୁଡ଼ିକୁ ୨୫ ତାରିଖ ଯାଏ ବନ୍ଦ…
କୋଲକାତା, ୧୯।୬: ନିର୍ବାଚନ ଶେଷ ହେବା ପରେ ବି ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମିବାର ନାଁ ଧରୁନି। ରାଜ୍ୟର କୁଚ ବିହାରରେ ଜଣେ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା…
ନୂଆଦିଲ୍ଲୀ,୧୯।୬: ସାମୁଦ୍ରିକ ଝଡ଼ ବାୟୁର ପ୍ରଭାବରେ ଚଳିତ ବର୍ଷ ମୌସୁମୀ ବାଟ ହୁଡ଼ିଛି। ୧୨ ବର୍ଷ ପରେ ପୁଣିଥରେ ମୌସୁମୀ ବିଳମ୍ବିତ ହୋଇଥିବା ଭାରତୀୟ ପାଣିପାଗ ବିଭାଗ…
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଗରମ ସହିତ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ପ୍ରବଳ ଗୁଳୁଗୁଳି ଯୋଗୁ ରାଜ୍ୟର ସମସ୍ତ ସ୍କୁଲକୁ ଆସନ୍ତା ୨୫ ତାରିଖ ଯାଏ ଛୁଟି ଘୋଷଣା…
ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ସର୍ବଦଳୀୟ ବୈଠକରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆଦିଲ୍ଲୀ ଗସ୍ତ କରିଛନ୍ତି।…
ପାଟଣା,୧୯।୬(ସ୍ବ.ପ୍ର.): ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ପାଟଣା ଅଗ୍ନିଶମ ବିଭାଗ ପକ୍ଷରୁ ମକ୍ ଡ୍ରିଲ୍ ପ୍ରସ୍ତୁତ ହୋଇଛି।…
ନୂଆଦିଲ୍ଲୀ,୧୯।୬: ପଞ୍ଜାବର ଗୁରୁଦାସପୁର ଲୋକ ସଭା ଆସନ ଏମ୍ପି ସନି ଦେଓଲଙ୍କ ସଦସ୍ୟତା ନେଇ ଏବେ ସଙ୍କଟ ଦେଖାଦେଇଛି। ସେ ନିର୍ବାଚନରେ ଧାର୍ଯ୍ୟ ସୀମାଠାରୁ ଅଧିକ ଖର୍ଚ୍ଚ…
ଫିଲ୍ମଜଗତରେ ଅଭିନେତ୍ରୀ ପୂଜା ବାତ୍ରା ୨୦ ବର୍ଷ ପୂରଣ କରିସାରିଛନ୍ତି। ୨୦୧୭ରେ ଶେଷଥର ପାଇଁ ଫିଲ୍ମ ‘ମିରର ଗେମ୍’ରେ ନଜର ଆସିଥିଲେ ପୂଜା। ଏହା ପରଠାରୁ ସେ…
ମୁମ୍ବାଇ, ୧୯।୬: ତିମି ମାଛ ବାନ୍ତି(ଏମ୍ବରଗ୍ରିସ୍) ନେଇଯାଉଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ମୁମ୍ବାଇ ପୋଲିସ। ଏହି ବ୍ୟକ୍ତିଙ୍କ ଠାରୁ ସ୍ପର୍ମ ତିମିର ୧.୩ କିଲୋଗ୍ରାମ ଏମ୍ବରଗ୍ରିସ୍…
ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ପରୀକ୍ଷାଫଳ। ବୁଧବାର ଏହି ପରୀକ୍ଷାଫଳ ଘୋଷଣା କରାଯାଇଛି। ଛାତ୍ରୀଛାତ୍ରମାନେ www.ojee.nic.in ରେ ସେମାନଙ୍କ ରେଜଲ୍ଟ ଜାଣିପାରିବେ। ଟପ୍ପର…