ବିଦାହେବେ ବେଆଇନ ପ୍ରବାସୀ

ଓ୍ବାଶିଂଟନ,୧୯ା୬( ଆଇଏଏନ୍‌ଏସ୍‌): ଆମେରିକାରେ ବେଆଇନ ଭାବେ ବସବାସ କରୁଥିବା ପ୍ରବାସୀମାନଙ୍କୁ ସ୍ବଦେଶକୁ ପ୍ରତ୍ୟର୍ପଣ କରାଯିବ। ଏନେଇ ଦେଶର ଅପ୍ରବାସନ ପ୍ରବର୍ତ୍ତନ କର୍ତ୍ତୃପକ୍ଷ ଆସନ୍ତା ସପ୍ତାହରେ ଅଭିଯାନ ଆରମ୍ଭ…

ରାଜ୍ୟ ବିଦ୍ୟୁତ୍‌ କଣ୍ଟ୍ରାକ୍ଟରଙ୍କ କ୍ଷୋଭ: ବିପଦ ବେଳେ ଆମେ…

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ବାତ୍ୟା ‘ଫନୀ’କୁ ଦେଢମାସ ପୂରିଗଲାଣି। ଏବେ ବି ପୁରୀ ଜିଲାର ଅନେକ ଅଞ୍ଚଳରେ ବିଦ୍ୟୁତ୍‌ ସଂଯୋଗ ହୋଇପାରିନାହିଁ। ସହରାଞ୍ଚଳକୁ ବାଦ୍‌ ଦେଲେ ଗାଁ ଗଣ୍ଡା ଅବସ୍ଥା…

ବିହାର ଘଟଣା ପରେ ରାଜ୍ୟ ସରକାରଙ୍କ ଚେତା ପଶିଲା : ଲିଚୁର ମାନ ଯାଞ୍ଚ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବିହାରରେ ମସ୍ତିଷ୍କ ଜ୍ୱରରେ ଶହେରୁ ଅଧିକ ଶିଶୁଙ୍କ ଜୀବନ ଗଲାଣି। ଏହା ପଛର କାରଣ ସ୍ପଷ୍ଟ ହୋଇ ନ ଥିଲେ ବି ଲିଚୁରେ ଥିବା ଟକ୍ସିକ୍‌…

ନିମ୍ନମାନର ରାସ୍ତା ନିର୍ମାଣ ଅଭିଯୋଗ: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା

ନୂଆଗାଁ,୧୯।୬ (ଡି.ଏନ.ଏ.)- ନୟାଗଡ ଜିଲା ନୂଆଗାଁ ବ୍ଲକର ବିଭିନ୍ନ ସ୍ଥାନରେ ନିର୍ମାଣ କରାଯାଉଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡକରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ବିଭାଗୀୟ ଅଧିକାରୀ ଏହାକୁ…

୨ବର୍ଷ ବିତିଲା ହୋଇପାରୁନି ନୂତନ ଷ୍ଟ୍ରକ୍‌ଚର କାର୍ଯ୍ୟକ୍ଷମ: ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୧୯।୬-ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଗୋଡ଼ିପଡ଼ା ପଞ୍ଚାୟତ ଜାଗିରି ଖଇରପଟିଠାରେ ଏକ ନୂତନ ବିଦ୍ୟୁତ ଷ୍ଟ୍ରକଚର ନିର୍ମାଣ ହେବାର ୨ ବର୍ଷ ବିତିଲାଣି। ହେଲେ ଏହାକୁ…

କଳାଧନ ମାମଲା ପାଇଁ ସ୍ବତନ୍ତ୍ର କୋର୍ଟ

କଟକ ଅଫିସ, ୧୯।୬: କଳାଧନ ଗଚ୍ଛିତ ପ୍ରମାଣ ମିଳିବା ପରେ ସମ୍ପୃକ୍ତ ବ୍ୟକ୍ତି କିମ୍ବା ଅନୁଷ୍ଠାନ ବିରୋଧରେ ମାମଲା ପରିଚାଳନା ପାଇଁ ସ୍ବତନ୍ତ୍ର କୋର୍ଟର ଆବଶ୍ୟକତା ରହିଛି।…

ନୟାଗଡ଼ ଜିଲାକୁ ଟ୍ରେନ୍‌ ଗଡ଼ିବାରେ ଦୁଇବର୍ଷ ପୂରିଲା: ୨ରେ ସୀମିତ, ସ୍ପେଶାଲ ଟ୍ରେନ୍‌ ପାଲଟିଛି ସ୍ବପ୍ନ

ନୟାଗଡ଼ ଅଫିସ,୧୯।୬-୧୯ ଜୁନ୍‌ ୨୦୧୭ । ଏହି ଦିନ ନୟାଗଡ଼ ଜିଲାବାସୀଙ୍କ ପାଇଁ ଖୁସିର ଦିନ ଥିଲା। ଉକ୍ତ ଦିନ ରେଳ ମାନଚିତ୍ରରେ ନୟାଗଡ଼ ଜିଲା ସାମିଲ…

ବେଆଇନ ଇଟା ଭାଟି ଉପରେ ଚଢ଼ାଉ

ରଣପୁର,୧୯ା୬(ସ୍ବ.ପ୍ର.)-ପରିବେଶ ପ୍ରଦୂଷଣ ନିମନ୍ତେ ଇଟାଭାଟିଗୁଡ଼ିକୁ ଦାୟୀ କରାଯାଇ ରଣପୁରର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଉପରେ ଚଢ଼ାଉ କରାଯାଇଛି। ନୟାଗଡ଼ ଜିଲା ରଣପୁର ତହସିଲରେ ପରିବେଶ ନିୟମଗୁଡ଼ିକୁ…

ଅଣସରରେ ତିନି ଠାକୁର

ଖଣ୍ଡପଡ଼ା,୧୯ା୬(ସ୍ବ.ପ୍ର.)-ଜ୍ୟେଷ୍ଠ ପୂର୍ଣ୍ଣମୀ ଅବସରରେ କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ପାର୍ଶ୍ୱ ଠାକୁର ଭାବେ ବିରାଜିତ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଦେବସ୍ନାନ ଯାତ୍ରା ସୋମବାର ପାରମ୍ପାରିକ ରୀତିରେ ସମ୍ପନ୍ନ…

ଖରାରେ ଓଭରବ୍ରିଜ୍‌ ଉପରେ କାମ କରୁଛନ୍ତି ଶ୍ରମିକ: ବିପଜ୍ଜନକ କାର୍ଯ୍ୟ ସତ୍ତ୍ୱେ ନୀରବ ଶ୍ରମ ବିଭାଗ

ନିରାକାରପୁର,୧୯ା୬(ଡି.ଏନ୍‌.ଏ.)-ବର୍ତ୍ତମାନ ମଧ୍ୟ ଅନେକ ସ୍ଥାନରେ ତାତି କମିନାହିଁ। ତେଣୁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ବିପଜ୍ଜନକ ଭାବେ କୌଣସି ଶ୍ରମିକ କାର୍ଯ୍ୟ କରିବା ସରକାରୀ ନିୟମ…