ମୋଦି ପୁଣି ଦେଲେ ଝଟ୍‌କା: ଲୋକ ସଭା ବାଚସ୍ପତି ହେବେ ଓମ୍‌ ବିର୍ଲା

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ଝଟ୍‌କା ଦେଇଛନ୍ତି। ଲୋକ ସଭା ବାଚସ୍ପତି ପଦ ପାଇଁ ବହୁ ଚର୍ଚ୍ଚା ଲାଗି ରହିଥିଲା। ତେବେ ରାଜସ୍ଥାନ କୋଟା ଲୋକ…

‘ବାପାଙ୍କ ଗାଳି ମୋ ଜୀବନର ଟର୍ନିଂ ପଏଣ୍ଟ’

ତାଳଧ୍ୱଜ ରଥର ମୁଖ୍ୟ ବିଶ୍ୱକର୍ମା ନରସିଂହ ମହାପାତ୍ର ନିଜ ଅନୁଭୂତି ସମ୍ପର୍କରେ କହନ୍ତି, ୧୧ବର୍ଷ ବୟସରେ ମୁଁ ରଥଖଳାକୁ ଚାଲି ଆସିଥିଲି। ୧୯୯୬ ମସିହାରେ ଶାଢି ବନ୍ଧାଇଥିଲି।…

ତିନି ରଥର ୪ ନାହାକା ଉଠିଲା

ପୁରୀ ଅଫିସ, ୧୮।୬: ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣମୀରେ ତିନିରଥର ୪ ନାହାକ ଉଠିଛି। ଅକ୍ଷୟତୃତୀୟା ଠାରୁ ଶ୍ରୀନଅର ସମ୍ମୁଖ ରଥଖଳାରେ ତିନି ମୁଖ୍ୟ ବିଶ୍ୱକର୍ମାଙ୍କ ତତ୍ତା୍ବବଧାନରେ…

ଆଜିଠୁ ଅଲାରନାଥଙ୍କ ଅଣସର ଦର୍ଶନ

ବ୍ରହ୍ମଗିରି, ୧୮।୬(ଡି.ଏନ୍‌.ଏ.): ଯୁଗେ ଯୁଗେ ଭକ୍ତ ପାଇଁ ଭଗବାନ ବିଭିନ୍ନ ଅବତାର ନେଇ ଅନେକ ଲୀଳାଖେଳା କରିଛନ୍ତି। କେତେବେଳେ ରାମ ଅବତାରରେ ଶବରୀଠାରୁ ଅଇଁଠା ଖାଇ ଛନ୍ତି…

ଚାଇନାରେ ଲଗାତାର ୨ ଥର ଭୂକମ୍ପ: ୧୧ ଜଣଙ୍କ ମୃତ୍ୟୁ

ବେଜିଂ, ୧୮।୬: ଚାଇନାର ସିଚୁଆନ୍‌ ପ୍ରଦେଶରେ ଲଗାତାର ୨ଥର ଭୂକମ୍ପ ଅନୁଭୁତ ହୋଇଛି। ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨୨ଜଣ ଲୋକ ଆହତ ହୋଇଥିବା କୁହାଯାଉଛି।…

ରାଜ୍ୟରେ ୨୩୩୧ ଏନ୍‌ସେଫାଲାଇଟିସ୍‌ ରୋଗୀ: ୧୬ ମାସରେ ୧୧ ଜୀବନ ହାନି

କଟକ ଅଫିସ, ୧୮।୬: ଆକ୍ୟୁଟ୍‌ ଏନ୍‌ସେଫାଲାଇଟିସ୍‌ ସିଣ୍ଡ୍ରମ (ଏଇଏସ୍‌) ବା ମସ୍ତିଷ୍କ ତୀବ୍ର ପ୍ରଦାହ ରୋଗ ରାଜ୍ୟରେ ୧୧ ଜଣଙ୍କ ଜୀବନ ନେଲାଣି। ୨୦୧୮ ଜାନୁୟାରୀ ପହିଲାରୁ…

ବିଚାରପତି ଚୟନ ପ୍ରକ୍ରିୟା ପ୍ରସଙ୍ଗ: ହାଇକୋର୍ଟ ଖୋଲିବା ଦିନରେ ଆନ୍ଦୋଳନ

କଟକ ଅଫିସ,୧୮।୬: ଦୀର୍ଘ ୧ ମାସର ଗ୍ରୀଷ୍ମ ଅବକାଶ ପରେ ସୋମବାର ହାଇକୋର୍ଟ ଖୋଲିଥିଲା। ହେଲେ ପ୍ରଥମ ଦିନରୁ ହିଁ ଓକିଲମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ହାଇକୋର୍ଟ ବାର୍‌…

୫୦୦ ଏଏସ୍‌ଓ ନିଯୁକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ୫୦୦ ସଫଳ ପ୍ରାର୍ଥୀଙ୍କୁ ରାଜ୍ୟ ସଚିବାଳୟରେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏଏସ୍‌ଓ) ପଦବୀରେ ନିଯୁକ୍ତି…

୨୨ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ ହେଲାଣି। ଆସନ୍ତା ୪/୫ ଦିନ ପରେ ମୌସୁମୀ ରାଜ୍ୟକୁ…

ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ୨ ଜୈଶ୍‌ ଆତଙ୍କବାଦୀ ନିହତ

ଶ୍ରୀନଗର,୧୮।୬: ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାର ବଘାମା ଅଞ୍ଚଳରେ ଦ୍ୱିତୀୟ ଥର ପାଇଁ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ଏଥିରେ ୨…