୧୭ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ: ସଂସଦରେ ପହଞ୍ଚିଲେ ଏହିସବୁ ଫିଲ୍ମ ଷ୍ଟାର୍‌

ନୂଆଦିଲ୍ଲୀ, ୧୭।୬:ଆରମ୍ଭ ହୋଇଛି ୧୭ତମ ଲୋକସଭାର ପ୍ରଥମ ଅଧିବେଶନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ନବନିର୍ବାଚିତ ଏମପିମାନେ ଶପଥ ନେଇଛନ୍ତି। ଏଥର ସଂସଦକୁ ବହୁ ସିନେଷ୍ଟାର୍‌ ନିର୍ବାଚିତ…

ଗ୍ରାହକଙ୍କ ସହ ଶାରୀରିକ ସମ୍ପର୍କ ନ ରଖିବାରୁ ଚିରି ଦିଆଗଲା ବାର୍‌ ଡ୍ୟାନ୍ସରଙ୍କ ପୋଷାକ

ହାଇଦ୍ରାବାଦ,୧୭।୬: ଆନ୍ଧ୍ରପ୍ରଦେଶର ରାଜଧାନୀ ହାଇଦ୍ରାବାଦରେ ଜଣେ ବାର୍‌ ଡ୍ୟାନ୍ସର ଗ୍ରାହକଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ ରାଜି ନ ହେବାରୁ ତାଙ୍କ ଡ୍ରେସ ଚିରି ଦିଆଯିବା ସହ…

ଯୁବକଙ୍କ ପେଟରୁ ନେଲ୍‌କଟର, ଚିଲମ ସମେତ ୫୦ ପ୍ରକାରର ଜିନିଷ ବାହାର କଲେ ଡାକ୍ତର

ଉଦୟପୁର,୧୭।୬: ରାଜସ୍ଥାନରୁ ଏକ ଆଶ୍ଚର୍ଯ୍ୟଜନିତ ଘଟଣା ଦେଖିବାକୁ ମିଳିିଛି। ଶନିବାର ଉଦୟପୁର ହସ୍ପିଟାଲରେ ଡାକ୍ତର ଜଣେ ୨୪ ବର୍ଷୀୟ ଯୁବକ ଗଜେନ୍ଦ୍ରଙ୍କ ଅପରେଶନ୍‌ କରିଥିଲେ। ଅପରେଶନ୍‌ ସମୟରେ…

ଯାଦୁ କୌଶଳ ଦେଖାଇବା ସମୟରେ ଗଙ୍ଗା ନଦୀରେ ବୁଡ଼ିଗଲେ ଯାଦୁକର

କୋଲକତା,୧୭।୬: ଜଣେ ଯାଦୁକରଙ୍କୁ ଯାଦୁ କୌଶଳ ଦେଖାଇବା ମହଙ୍ଗା ପଡ଼ିଛି। ସେ ଗଙ୍ଗା ନଦୀରେ ବୁଡ଼ି ଯାଇଛନ୍ତି। ଉଦ୍ଧାରକାରୀ ଦଳ ତାଙ୍କର ସନ୍ଧାନ ଜାରି ରଖିଛନ୍ତି। ୪୧…

ସ୍ବତନ୍ତ୍ର ତାଲିକାରେ ବିଜୟ ଶଙ୍କର

ମାଞ୍ଚେଷ୍ଟର,୧୭।୬- ଭାରତୀୟ ଅଲରାଉଣ୍ଡର ବିଜୟ ଶଙ୍କର ବିଶ୍ୱକପ୍‌ ଇତିହାସର ୩ୟ ବୋଲର ଭାବେ ପ୍ରଥମ ବଲରେ ଉଇକେଟ ନେବାର ସଫଳତା ପାଇଛନ୍ତି। ଏଠାରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା…

ପ୍ରଥମଥର ଏମ୍‌ପି ହୋଇଥିବା ନକୁଲ ନାଥଙ୍କୁ ସଂସଦ ପର୍ଯ୍ୟନ୍ତ ଛାଡିବାକୁ ଆସିଲେ ବାପା

ନୂଆଦିଲ୍ଲୀ,୧୭।୬: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ଓ ତାଙ୍କ ପୁଅ ନକୁଲ ନାଥ ସୋମବାର ସଂସଦ ଭବନ ପହଞ୍ଚିଥିଲେ। ନକୁଳ ନାଥ ୧୭ତମ ଲୋକ ସଭା ନିର୍ବାଚନରେ…

ମା’ ଶ୍ରୀଦେବୀଙ୍କ ‘ଚାନ୍ଦନୀ’ ଲୁକ୍‌ କପି କଲେ ଜାହ୍ନବୀ

ଶ୍ରୀଦେବୀଙ୍କ ଝିଅ ଜାହ୍ନବୀ ଆଜିକାଲି ବେଶ୍‌ ଚର୍ଚ୍ଚାରେ ରହୁଛନ୍ତି। କେବେ ଛୋଟ ଡ୍ରେସ ପିନ୍ଧିବା ନେଇ ତ ଆଉ କେବେ ନିଜର ଫିଟ୍‌ନେସକୁ ନେଇ। ଏବେ ମୁମ୍ବାଇ…

ମୋରଡ଼ାରେ ଡବଲ ମର୍ଡର: ସ୍ତ୍ରୀ, ଶାଶୁ ମୃତ: ପୋଲିସର ଅବହେଳାକୁ ଦାୟୀକଲେ ସ୍ଥାନୀୟ ଲୋକେ

ବାରିପଦା ଅଫିସ,୧୭।୬: ମୋରଡ଼ା ଥାନା ଚିକିଟାମାଟିଆ ପଞ୍ଚାୟତ ଖୁଣ୍ଟାପାଳ ଗ୍ରାମରେ ସୋମବାର ଏକ ଡବଲ ମର୍ଡର ଘଟିଛି। ସକାଳ ପ୍ରାୟ ସାଢ଼େ ୬ଟାରେ ଅନୈତିକ ସମ୍ପର୍କ ସନ୍ଦେହରେ…

ବଜେଟ୍‌ ଅଧିବେଶନର ପ୍ରଥମ ଦିନ: ଲୋକ ସଭାରେ ରାହୁଲ ଅନୁପସ୍ଥିତ

ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର ବଜେଟ୍‌ ଅଧିବେଶନର ପ୍ରଥମ ଦିନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଅନୁପସ୍ଥିତ ରହିଛନ୍ତି। ସେ କେରଳର ଓ୍ବାୟନାଡ୍‌ ଗସ୍ତରୁ ଆସି ସୋମବାର…

ଯୁବକଙ୍କୁ ଗଳାକାଟି ହତ୍ୟା: ପୂର୍ବଶତ୍ରୁତା ସନ୍ଦେହ

ବ୍ରହ୍ମପୁର ଅଫିସ,୧୭।୬: ସଦର ଥାନା ଅନ୍ତର୍ଗତ ବାସୁଦେବପୁର ପଞ୍ଚାୟତ ବୁରୁଡ଼ା ଗ୍ରାମ ନିକଟ ଏକ କେନାଲରୁ ସୋମବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ…