କୋହଲିଙ୍କୁ ଆଲିଙ୍ଗନ କଲେ ରଣବୀର

ଲଣ୍ଡନ, ୧୭।୬: ଇଂଲଣ୍ଡରେ ଚାଲିଥିବା କ୍ରିକେଟ ବିଶ୍ୱକପର ଏକ ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ୮୯ ରନ୍‌ରେ ପରାସ୍ତ କରିଛି। ରବିବାର ଅନୁଷ୍ଠିତ ଏହି ହାଇଭୋଲଟେଜ୍‌ ମ୍ୟାଚ୍‌ ଦେଖିବା…

ସୁପ୍ରିମକୋର୍ଟ ପହଞ୍ଚିଲା ଜୁନିୟର ଡାକ୍ତରଙ୍କ ଆନ୍ଦୋଳନ ମାମଲା: ମଙ୍ଗଳବାର ହେବ ଶୁଣାଣି

ନୂଆଦିଲ୍ଲୀ,୧୭।୬: ପଶ୍ଚିମବଙ୍ଗରେ ଜୁନିୟର ଡାକ୍ତରଙ୍କ ଉପରକୁ ହୋଇଥିବା ଆକ୍ରମଣକୁ ନେଇ ଆରମ୍ଭ ହୋଇଛି ଆନ୍ଦୋଳନ। ଗତ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନ ଏବେ ତୀବ୍ର ରୂପ…

ଦିଲ୍ଲୀରେ ଅଟୋ ଡ୍ରାଇଭର-ପୋଲିସ ମୁହାଁମୁହିଁ: ନିରପେକ୍ଷ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୭।୬: ଦିଲ୍ଲୀର ମୁଖାର୍ଜୀ ନଗର ଅଞ୍ଚଳରେ ଏକ ଭିଡିଓ ଭାଇରାଲ ହୋଇଛି। ଯେଉଁଥିରେ କିଛି ପୋଲିସ କିଛି ବ୍ୟକ୍ତିଙ୍କୁ ମାଡ଼ ମାରୁଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ରବିବାର…

କ୍ରିକେଟର ଗୁଗୁଲ ବୟ

ଜୟପୁର, ୧୭।୬: ଏବେ ସାରା ବିଶ୍ୱରେ ଚାଲିଛି କ୍ରିକେଟ୍‌ ଫିବର୍‌। ଇଂଲଣ୍ଡରେ ଚାଲିଥିବା କ୍ରିକେଟ ବିଶ୍ୱକପକୁ ନେଇ କିଏ ଭବିଷ୍ୟବାଣୀ କଲେଣି ତ ଆଉ କିଏ ବିଶ୍ୱକପ୍‌…

ଓଲଟି ପଡ଼ିଲା ଛେଳି, ମେଣ୍ଢା ବୋଝେଇ ପିକ୍‌ଅପ : ୪୫ରୁ ଊର୍ଦ୍ଧ୍ୱ ମୃତ

ପଟାଙ୍ଗି,୧୭ା୬(ଡି.ଏନ୍‌.ଏ.) : କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ରାଲେଗଡ଼ା ପଞ୍ଚାୟତ ଅଧିନସ୍ଥ ତେଲରାଇ ଗ୍ରାମ ଛକ ନିକଟରେ ଜାତୀୟ ରାଜପଥ ଉପରେ ଏପି ୩୧ ଟିଏଚ୍‌ ୪୭୬୫…

ଆମେରିକାରେ ପାଳନ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ

ଓ୍ବାଶିଂଟନ,୧୭।୬: ଆସନ୍ତା ୨୧ତାରିଖରେ ବିଶ୍ୱ ବ୍ୟାପୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବା ବେଳେ ଆମେରିକାରେ ରବିବାର ଏହି ଦିବସକୁ ବିଭିନ୍ନ ବର୍ଗର ଲୋକେ ପାଳନ କରିଛନ୍ତି।…

ସଂସ୍କୃତରେ ଶପଥ ନେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହୋଇଛି ସପ୍ତଦଶ ଲୋକସଭାର ପ୍ରଥମ ଅଧିବେଶନ। ନୂଆ ସଦସ୍ୟଙ୍କୁ ଶପଥ ପାଠ କରାଉଛନ୍ତି ଅନ୍ତରୀଣ ବାଚସ୍ପତି ବୀରେନ୍ଦ୍ର କୁମାର। ପ୍ରଥମେ ଶପଥ…

ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ ସାଇବର ଥାନା

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ଟି ସାଇବର ଥାନା। ଭୁବନେଶ୍ୱର, ବାଲେଶ୍ୱର ଏବଂ ଜୟପୁରରେ ଏହି ସାଇବର ଥାନା ପ୍ରତିଷ୍ଠା କରାଯିବ। ନୂଆ ସାଇବର…

ଆସିଲା ମୋଦିଙ୍କର ଆଉ ଏକ ଯୋଗ ଭିଡିଓ

ନୂଆଦିଲ୍ଲୀ,୧୭।୬: ଅନ୍ତର୍ଜାତୀୟ ଯୋଗ ଦିବସ ପାଖେଇ ଆସୁଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ସୋମବାର ପ୍ରଧାନମନ୍ତ୍ରୀଙ୍କ ଟୁଇଟରରେ ଏହି ଭିଡିଓକୁ…

ପିତାଙ୍କୁ ମୁଖାଗ୍ନି ଦେଇ ୧୨ ବର୍ଷର ଝିଅ କାନ୍ଦି କାନ୍ଦି କହିଲେ ‘ହାପି ଫାଦର୍ସ ଡେ’

ଇନ୍ଦୋର,୧୭।୬: ମଧ୍ୟପ୍ରଦେଶ ଇନ୍ଦୋରର ରିଜିଓନାଲ ପାର୍କ ମୁକ୍ତିଧାମ ଶ୍ମଶାନରେ ଦେଖିବାକୁ ମିଳିଛି ଏକ କରୁଣ ଦୃଶ୍ୟ। ଏଠାରେ ୩୮ ବର୍ଷ ବୟସ୍କ ବ୍ୟବସାୟୀ ଜୟ ଓ୍ବାଟଓ୍ବାନୀଙ୍କ ଅନ୍ତିମ…