ବିହାରରେ ବ୍ୟାପୁଛି ମସ୍ତିଷ୍କଜ୍ୱର:୧୦୦ ଊର୍ଦ୍ଧ୍ୱ ଶିଶୁଙ୍କ ପ୍ରାଣ ଗଲାଣି

ପାଟନା,୧୭ା୬: ବିହାରର ମୁଜାଫରପୁରରେ ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ଏଠାରେ ୨୦ଜଣ…

ଗଣତନ୍ତ୍ରରେ ବିପକ୍ଷ ସତର୍କ ରହିବା ଆବଶ୍ୟକ: ମୋଦି

ନୂଆଦିଲ୍ଲୀ,୧୭।୬: ଗଣତନ୍ତ୍ରରେ ବିପକ୍ଷ ସତର୍କ ରହିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ତମ ଲୋକସଭାର ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଏପରି କହିଛନ୍ତି।…

ତୃତୀୟ ଶ୍ରୀକ୍ଷେତ୍ର ନୀଳିଗିରି ସ୍ନାନମଣ୍ଡପରେ ତିନିଠାକୁର

ସଜନାଗଡ଼,୧୭ା୬(ଡି.ଏନ୍‌.ଏ.): ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାଲେଶ୍ୱର ଜିଲାର ନୀଳଗିରି ସ୍ନାନମଣ୍ଡପରେ ବିଜେ କରିଛନ୍ତି ତିନି ଠାକୁର। ସ୍ନାନପୂର୍ଣ୍ଣିମା ଅବସରରେ ସକାଳ ୮ଟାରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର, ଦେବୀ…

ବିହାରରେ ଭୀଷଣ ଗରମ: ଗୋଟିଏ ଦିନରେ ଗଲା ୧୧୨ଜଣଙ୍କ ଜୀବନ

ପାଟନା, ୧୭।୬: ପ୍ରଚଣ୍ଡ ଖରାରେ ଆଉଟୁ ପାଉଟୁ ହେଉଛି ବିହାର। ରବିବାର ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଭୀଷଣ ଗରମ ଯୋଗୁ ୧୧୨ ଜଣଙ୍କର ମୃତ୍ୟୁ ହୋଇଛି।…

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ବୀରେନ୍ଦ୍ର କୁମାର

ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର କାମଚଳା ବାଚସ୍ପତି ଭାବେ ଭାଜପା ଏମ୍‌ପି ବୀରେନ୍ଦ୍ର କୁମାର ସୋମବାର ଶପଥ ନେଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ…

ବିଦ୍ୟୁତ ଆଘାତରେ ଇଟାଭାଟି ମାଲିକଙ୍କ ସମେତ ୨ ଜଣଙ୍କ ଜୀବନ ଗଲା

ତାଳଚେର,୧୭ା୬(ନି.ପ୍ର.) : ଅନୁଗୋଳ କଣିହାଁ ବ୍ଲକ ହଳଦିଆ କଟା ଥିବା ପାଉଁଶ ଇଟା ଫ୍ୟାକ୍ଟ୍ରିରେ ବିଦ୍ୟୁତ ଆଘାତରେ ମାଲିକଙ୍କ ସମେତ ୨ ଜଣଙ୍କର ଜୀବନ ଯାଇଛି। ମାଲିକ…

ହରତାଳରେ ବସିଲେ ୫ ଲକ୍ଷ ଡାକ୍ତର: ରୋଗୀ ସେବା ବାଧାପ୍ରାପ୍ତ

ନୂଆଦିଲ୍ଲୀ,୧୭।୬: ସାରା ଦେଶରେ ଡାକ୍ତର ଆନ୍ଦୋଳନ ଜୋର ଧରିଛି। ପଶ୍ଚିମବଙ୍ଗରୁ ଆରମ୍ଭ ହୋଇ ଏହା ସାରା ବ୍ୟାପିଛି। ସୋମବାର ପ୍ରାୟ ୫ ଲକ୍ଷ ଡାକ୍ତର ହରତାଳରେ ବସିଛନ୍ତି।…

୨୦୭ ବର୍ଷ ପୁରାତନ ବରଗଛର ସୁରକ୍ଷା ପାଇଁ ପ୍ରତିବର୍ଷ ଜନ୍ମଦିନ ପାଳନ କରୁଛନ୍ତି ଗ୍ରାମବାସୀ

ଦିସ୍‌ପୁର୍‌,୧୭।୬: ଆସାମରେ ଥିବା ୨୦୭ ବର୍ଷ ପୁରାତନ ବରଗଛର ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଛନ୍ତି ଗ୍ରାମବାସୀ। ସେମାନେ ପ୍ରତିବର୍ଷ ବରଗଛର ଜନ୍ମଦିନ ଆଡମ୍ବରରେ ପାଳନ କରୁଛନ୍ତି। ସ୍ଥାନୀୟ…

ସିଂହଦ୍ୱାରରେ ଲାଗିଲା ଜୟ ବିଜୟ ମୂର୍ତ୍ତିି

ପୁରୀ ଅଫିସ,୧୭ା୬: ସିଂହଦ୍ୱାର ପ୍ରବେଶ ପଥରେ ଲାଗିଲା ଜୟ ବିଜୟ ମୂର୍ତ୍ତି। ବାତ୍ୟାରେ ଜୟ ବିଜୟ ମୂର୍ତ୍ତି ଭାଙ୍ଗି ଯାଇଥିଲା। ଏହା ପରେ ମୂର୍ତ୍ତି ସ୍ଥାପନ ନେଇ…

ଆତଙ୍କବାଦୀଙ୍କ ମୋର୍ଟାର ସେଲିଂ ମାଡ: ୧୨ ମୃତ

ଆଲେପ୍ପୋ, ୧୭।୬: ସିରିଆରେ ଆତଙ୍କବାଦୀଙ୍କ ମୋର୍ଟାର ସେଲିଂ ମାଡରେ ୧୨ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଆଲେପ୍ପୋ ପ୍ରଦେଶର ଦକ୍ଷିଣରେ ଥିବା ରାଶିଦ୍‌ ଅଞ୍ଚଳରେ…