ଗଣିତ, ବିଜ୍ଞାନକୁ ଡରି ପାଠପଢ଼ା ଛାଡ଼ି ଦେଇଥିବା ବ୍ୟକ୍ତିଜଣକ ୮୫ ବର୍ଷରେ କଲେ ଗ୍ରାଜୁଏଶନ୍‌

ଦୃଢ଼ ଇଚ୍ଛାଶକ୍ତି ଥିଲେ ମଣିଷ ସବୁ ଅସମ୍ଭବ ସମ୍ଭବ କରିପାରେ। ଏଥିପାଇଁ ବୟସ ମଧ୍ୟ ପ୍ରତିବନ୍ଧକ ସାଜେ ନାହିଁ। ଏମିତି ଏକ ଉଦାହରଣ ସୃଷ୍ଟି କରିଛନ୍ତି ଲସ୍‌…

ପ୍ରେମୀ ଯୁଗଳଙ୍କୁ ସୁରକ୍ଷା ଦିଏ ଏହି ମନ୍ଦିର…

ପ୍ରେମ ବାଧା ବନ୍ଧନ ମାନି ନ ଥାଏ। କେତେକ ପ୍ରେମୀଯୁଗଳ ଘରୁ ଲୁଚି ପରିବାର ସଦସ୍ୟ ଓ ସମାଜର ନିୟମକୁ ନ ମାନି କରିଥାନ୍ତି ବିବାହ। ତେବେ…

ଭାରତୀୟ ମହିଳା କମ୍ପାଉଣ୍ଡ ତୀରନ୍ଦାଜ ଦଳକୁ ବ୍ରୋଞ୍ଜ ପଦକ

ଡେନ ବୋସ୍କ(ଦ ନେଦରଲାଣ୍ଡ୍ସ),୧୫।୬(ପିଟି): ଏଠାରେ ଚାଲିଥିବା ତୀରନ୍ଦାଜ ବିଶ୍ୱ ଚାମ୍ପିୟନଶିପ୍‌ରେ ଭାରତୀୟ ମହିଳା କମ୍ପାଉଣ୍ଡ ଦଳ ବ୍ରୋଞ୍ଜ ପଦକ ଜିତିଛି। ଜ୍ୟୋତି ସୁରେଖା ଭେନ୍ନାମ, ମୁସ୍କାନ କିରାର…

ବ୍ରାଥଓ୍ବେଟଙ୍କୁ ଭର୍ତ୍ସନା

ସାଉଥାମ୍ପଟନ,୧୫।୬(ପିଟି): ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର କାର୍ଲୋସ ବ୍ରାଥଓ୍ବେଟଙ୍କୁ ଭର୍ତ୍ସନା କରାଯାଇଛି। ଏଠାରେ ଶୁକ୍ରବାର ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ସେ ଅମ୍ପାୟରଙ୍କୁ ଖରାପ ବ୍ୟବହାର କରିଥିଲେ। ଫଳରେ…

ଭାରତ-ପାକିସ୍ତାନ ମ୍ୟାଚ୍‌ରେ ବର୍ଷା ହେଲେ କ୍ଷତି ହେବ ୧୩୭ କୋଟି ଟଙ୍କା

ନୂଆଦିଲ୍ଲୀ,୧୫।୬: ହଠାତ୍‌ ମାଡ଼ିଆସିଥିବା କଳା ବାଦଲ ଯୋଗୁ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ର ୪ ମ୍ୟାଚ୍‌ ସମ୍ପୂର୍ଣ୍ଣ ବାତିଲ ହୋଇସାରିଛି। ଏଥିଯୋଗୁ ବିମା କମ୍ପାନୀକୁ କ୍ଷତି ସହିବାକୁ…

ଦାଦାବଟି ପାଇଁ ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ : ବୋମାଫୁଟି ଅଭିଯୁକ୍ତ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ଦିଗପହଣ୍ଡି,୧୫ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲୀ ପଞ୍ଚାୟତ ସରପଞ୍ଚ ପ୍ରଶାନ୍ତ ସ୍ବାଇଁଙ୍କୁ ଦାଦାବଟି ପାଇଁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ତେବେ ବୋମାମାଡ଼ରୁ…

ରାଶିଫଳ: ରବିବାର , ଜୁନ ୧୬ ତାରିଖ – Daily Horoscope

ମେଷ ଆଜି ଶନି ଓ ମଙ୍ଗଳଙ୍କର ପାରଷ୍ପରିକ ଦୃଷ୍ଟି ପ୍ରତ୍ୟେକ କାମ ଉତ୍ତେଜନାପୂର୍ଣ୍ଣ ବାତାବରଣ ମଧ୍ୟରେ ସମ୍ପନ୍ନ ହେବ। ସ୍ବଗୃହୀଧନାଧିପ ହେତୁ ଦିନ ଭିତରେ ଯାହାକୁ ଯାହା…

ନ୍ୟୁ ଇଣ୍ଡିଆ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ: ଅର୍ଥବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲକ୍ଷ୍ୟ ଧାର୍ଯ୍ୟ

ନୂଆଦିଲ୍ଲୀ,୧୫।୬: ନୀତି ଆୟୋଗ ବୈଠକରେ ନ୍ୟୁ ଇଣ୍ଡିଆ ପାଇଁ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ ହୋଇଛି। ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲାଗି ଲକ୍ଷ୍ୟ…

ମହିଳା ଫିଫା ବିଶ୍ୱକପ୍‌:ପ୍ରିକ୍ୱାର୍ଟରରେ ଇଂଲଣ୍ଡ, ଇଟାଲି

ଲେ ହାରେର(ଫ୍ରାନ୍ସ),୧୫।୬(ଏଏଫ୍‌ପି): ଇଂଲଣ୍ଡ ଓ ଇଟାଲି ଏଠାରେ ଚାଲିଥିବା ମହିଳା ଫିଫା ବିଶ୍ୱକପ୍‌ର ପ୍ରିକ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଇଂଲଣ୍ଡ ୧-୦ ଗୋଲରେ ଆର୍ଜେଣ୍ଟିନାକୁ ହରାଇଥିବାବେଳେ ଇଟାଲି…

ଅଟୋ ଦୁର୍ଘଟଣାଗ୍ରସ୍ତ : ୧୦ ଆହତ

ଦାରିଙ୍ଗବାଡ଼ି,୧୫ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଆମ୍ବଖାଲିଆ ଘାଟିରେ ଏକ ଯାତ୍ରୀବାହୀ ଅଟୋ (ଓଡି ୨୫ ଏ-୭୩୮୩) ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଯାତ୍ରା କରୁଥିବା ୧୦ ଜଣ…