ବନ୍ଧୁକ କାରଖାନା ଠାବ: ତିଆରି ସାମଗ୍ରୀ ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୧୫।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସ ପକ୍ଷରୁ ଶନିବାର ଶ୍ରାନିକେତା ପଞ୍ଚାୟତ ଗୁଞ୍ଜିଟି ଜଙ୍ଗଲରେ ଚଢ଼ାଉ କରାଯାଇ ଏକ ବନ୍ଧୁକ ତିଆରି କାରଖାନା ଠାବ କରାଯାଇଛି।…

ଭାରତ-ପାକିସ୍ତାନ ମ୍ୟାଚ୍‌ ଭାରତ ଆର୍ମି ପାଇଁ ସ୍ବତନ୍ତ୍ର

ମାଞ୍ଚେଷ୍ଟର,୧୫।୬: ଭାରତୀୟ କ୍ରିକେଟ ଦଳକୁ ଦେଶ ଓ ବିଦେଶରେ ସମର୍ଥନ କରୁଥିବା ପ୍ରଶଂସକଙ୍କ ଗ୍ରୁପ ଭାରତ ଆର୍ମି ଟିମ୍‌ ଇଣ୍ଡିଆ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା…

ରଜସଂକ୍ରାନ୍ତିରେ ମା’ ମଙ୍ଗଳାଙ୍କ ପୀଠ ଉତ୍ସବମୁଖର

କାକଟପୁର,୧୫ା୬(ଡି.ଏନ୍‌.ଏ.) : ପୁରୀ ଜିଲା କାକଟପୁର ମା’ ମଙ୍ଗଳାଙ୍କ ପୀଠ ରଜସଂକ୍ରାନ୍ତି ଅବସରରେ ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି ଝିଅବୋହୂମାନେ ନୂଆ ବସ୍ତ୍ର ପିନ୍ଧି ମା’ଙ୍କ ପୂଜାର୍ଚ୍ଚନା…

ଡାକ୍ତରଙ୍କ ଧର୍ମଘଟ: ମମତାଙ୍କୁ ରିପୋର୍ଟ ତଲବ୍‌ କଲେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୫।୬: ପଶ୍ଚିମବଙ୍ଗରେ ଗୋଟିଏ ପରେ ଗୋଟିଏ ସମସ୍ୟା ମୁଣ୍ଡ ଟେକୁଛି। ଏହା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ହରଡ଼ଘଣାରେ ପକାଇବାରେ ଲାଗିଛି। ରାଜ୍ୟରେ ରାଜନୈତିକ ହିଂସା ଉଗ୍ର…

ରୟ, ମୋର୍ଗାନ ଆହତ

ସାଉଥାମ୍ପଟନ,୧୫।୬(ପି.ଟି.): ଇଂଲଣ୍ଡ ଦଳର ଅଧିନାୟକ ଇଅନ ମୋର୍ଗାନ ଓ ଓପନର ଜାସନ ରୟ ଆହତ ହୋଇଛନ୍ତି। ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ରୟଙ୍କ ମାଂସପେଶୀ ଟାଣି…

ବେନାମୀ କୃଷିଋଣରେ ଅର୍ଥ ଆତ୍ମସାତ୍‌ ଅଭିଯୋଗ : ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ଭବାନୀପାଟଣା,୧୫ା୬(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଉକତ୍ଳ ଗ୍ରାମୀଣ ବ୍ୟାଙ୍କ ବୋର୍ଡା ଶାଖାରେ ବ୍ୟାଙ୍କ କର୍ମଚାରୀ ଓ ଦଲାଲ ମିଶି ଚାଷୀଙ୍କ ନାଁରେ…

ବାଣ ଫୁଟି ଥାନା କର୍ମଚାରୀ ଗୁରୁତର

ମହାକାଳପଡ଼ା,୧୫।୬(ଡି.ଏନ୍‌.ଏ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜମ୍ବୁ ମେରାଇନ୍‌ ଥାନା ଅନ୍ତର୍ଗତ ଖରିନାସୀ ଜେଠୀ ନିକଟ ଷ୍ଟାଫ କ୍ୱାର୍ଟର୍ସରେ ରଜ ସଂକ୍ରାନ୍ତିରେ ଏକ ଅଭାବନୀୟ…

ଅସାଧାରଣ ପାଣିପାଗ: ସନ୍ଦେହରେ ଭାରତ- ପାକିସ୍ତାନ ମ୍ୟାଚ୍‌

ମାଞ୍ଚେଷ୍ଟର,୧୫।୬: ଏଠାରେ ରବିବାର ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ବିଶ୍ୱକପ୍‌ ମ୍ୟାଚ୍‌ ଖେଳାଯିବ। ଏହି ହାଇଭୋଲଟେଜ ମ୍ୟାଚ୍‌ ଉପରେ ଅସାଧାରଣ ପାଣିପାଗ ଯୋଗୁ ସଙ୍କଟ…

କୃତୀ ଛାତ୍ରୀଙ୍କ ଇସ୍ରୋ ପରିଦର୍ଶନ

ଭବାନୀପାଟଣା,୧୫ା୬(ଡି.ଏନ୍‌.ଏ.): ଟାଟାଷ୍ଟିଲର ଦ୍ୱାଦଶତମ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ପ୍ରତିଯୋଗିତାରେ ୩୦୦ଟି ବିଦ୍ୟାଳୟର ୬୩ ହଜାର ଛାତ୍ରୀଛାତ୍ରଙ୍କ ମଧ୍ୟରୁ ଟପ୍‌-୨୦ରେ ପଞ୍ଚମସ୍ଥାନ ଅଧିକାର କରିଛନ୍ତି ଅମ୍ବିକା ନନ୍ଦ।…

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ବୋମାମାଡ଼

ପୁରୀ ଅଫିସ,୧୫।୬: ପୁରୀ ଜିଲା ବାସେଳି ସାହି ଥାନା ଅଧୀନ ପଣାପିଆ ଲେନ୍‌ରେ ଶନିବାର ଅପରାହ୍ନରେ ଜଣେ ଯୁବକଙ୍କୁ ବୋମାମାଡ଼ ହୋଇଛି। ସେ ହେଲେ ଶିବରାମ ପାତ୍ର(୨୨)।…