ଅଶାନ୍ତ ପଶ୍ଚିମବଙ୍ଗ: ଟିଏମ୍‌ସି-କଂଗ୍ରେସ ମୁହାଁମୁହିଁ; ୩ ମୃତ

କୋଲକତା,୧୫।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମିବାର ନା ଧରୁନି। ଶନିବାର ମୁର୍ଶିଦାବାଦ୍‌ରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ କଂଗ୍ରେସ ଦଳ ସଦସ୍ୟ ମୁହାଁମୁହିଁ ହୋଇଛନ୍ତି। ଏଥିରେ ତୃଣମୂଳ କଂଗ୍ରେସର…

ଜୀବନ ଅନୁସନ୍ଧାନ କରିବ ମାର୍ସ ରୋଭର

ଓ୍ବାଶିଂଟନ୍‌,୧୫ା୬(ଆଇଏଏନ୍‌ଏସ୍‌): ଆମେରିକାର ମହାକାଶ ଗବେଷଣା କେନ୍ଦ୍ର ନାସା ଲୋହିତ ଗ୍ରହ ମଙ୍ଗଳକୁ ୨୦୨୦ରେ ରୋଭର ମହାକାଶଯାନ ପ୍ରେରଣ କରିବ। ମଙ୍ଗଳରେ ପ୍ରାଚୀନ କାଳରେ ଜୀବନ ତିଷ୍ଠିଥିଲା କି…

ମାଓବାଦୀଙ୍କ ପାଖରେ ପାକିସ୍ତାନ ଆର୍ମି ରାଇଫଲ୍‌

ରାୟପୁର, ୧୫।୬: ପାକିସ୍ତାନ ମାଓବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା କଥା ଏବେ ସ୍ପଷ୍ଟ ହୋଇଛି। ନିକଟରେ ଛତିଶଗଡ଼ ଉତ୍ତର ବସ୍ତରର କାଙ୍କେରରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହେବା…

ଜୁନ୍‌ ୩୦ ସୁଦ୍ଧା ସବୁ ଗଁ।କୁ ବିଦ୍ୟୁତ୍‌

ପୁରୀ ଅଫିସ୍‌, ୧୫ା୬: ପୁରୀ ଜିଲାର ସବୁ ଅଞ୍ଚଳକୁ ଜୁନ୍‌ ୩୦ ତାରିଖ ସୁଦ୍ଧା ବିଜୁଳି ପହଞ୍ଚାଯିବ। ସ୍ନାନଯାତ୍ରାଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ପୁରୀ ସହର ଓ…

ଘରଭଙ୍ଗା ସହାୟତା: ୮୫୦ କ୍ଷତିଗ୍ରସ୍ତଙ୍କ ଖାତାକୁ ଗଲା ୨୫ ଲକ୍ଷ

ପୁରୀ ଅଫିସ, ୧୫ା୬: ବାତ୍ୟାରେ ପୁରୀ ଜିଲାରେ ବହୁ ଘର ସମ୍ପୂର୍ଣ୍ଣ ଓ ଆଉ କେତେକ ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଥିଲା। ପ୍ରଶାସନ ପକ୍ଷରୁ ଘରଭଙ୍ଗା କ୍ଷୟକ୍ଷତି…

ଇଣ୍ଡୋନେସିଆରୁ ଓଡ଼ିଆ ଛାତ୍ର ଉଦ୍ଧାର

ବ୍ରହ୍ମଗିରି, ୧୫ା୬(ଡି.ଏନ୍‌.ଏ.):ଚାକିରି ପ୍ରଲୋଭନ ଦେଖାଇ ଜଣେ ଓଡ଼ିଆ ଛାତ୍ରଙ୍କୁ ଇଣ୍ଡୋନେସିଆ ଡାକିନେଇଥିଲେ ଦଲାଲ। ସେଠାରେ ପହଞ୍ଚତ୍ବା ପରେ ଦଲାଲ କେଉଁଆଡେ ଫେରାର ହୋଇଯାଇଥିବା ବେଳେ ସେଠାକାର ପୋଲିସ…

ହଟିଲା ଚନ୍ଦ୍ରାବାବୁଙ୍କ ଜେଡ୍‌ ପ୍ଲସ୍‌ ସୁରକ୍ଷା: ବିମାନ ବନ୍ଦରରେ କରାଗଲା ଯାଞ୍ଚ୍‌

ହାଇଦ୍ରାବାଦ୍‌ ୧୫।୬: ଆନ୍ଧ୍ରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ସୁରକ୍ଷା ବ୍ୟବସ୍ଥା ହଟାଇ ଦିଆଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ଗନ୍ନବରମ୍‌ ବିମାନବନ୍ଦରରେ ଚନ୍ଦ୍ରାବାବୁଙ୍କୁ ସୁରକ୍ଷା ଯାଞ୍ଚ୍‌ କରାଯାଇଛି।…

ଶ୍ରୀମନ୍ଦିରରେ ଚମ୍ପକ ଦ୍ୱାଦଶୀ ନୀତି

ପୁରୀ ଅଫିସ, ୧୫ା୬: ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ଚମ୍ପକ ଦ୍ୱାଦଶୀ ନୀତି ଅର୍ଥାତ ବରକନ୍ୟାଙ୍କ ଗୁଆଲି ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ଶୁକ୍ଳପକ୍ଷ ଦ୍ୱାଦଶୀକୁ ଚମ୍ପକ ଦ୍ୱାଦଶୀ କୁହାଯାଏ।…

ରଜରେ ହରଚଣ୍ଡୀ ହେଲେ କୁମାରୀ ବେଶ

ବ୍ରହ୍ମଗିରି, ୧୫ା୬(ଡି.ଏନ୍‌.ଏ.): ବ୍ରହ୍ମଗିରିର ପ୍ରସିଦ୍ଧ ବାଲି ହରଚଣ୍ଡୀ ପୀଠରେ ପହିଲି ରଜ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପହିଲି ରଜରେ ମା’ ହରଚଣ୍ଡୀ କୁମାରୀ ବେଶରେ ଭକ୍ତମାନଙ୍କୁ…

ବଳକା ରଥକାଠ ପାଇଁ ଜାଗା ନାହିଁ: ଖରା ବର୍ଷାରେ ନଷ୍ଟ ହେଉଛି ରଥଚକ

ପୁରୀ ଅଫିସ, ୧୫ା୬: ପ୍ରତିବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ଲାଗି ତିିନୋଟି ରଥ ନିର୍ମାଣ କରାଯାଉଛି। ଏଥିପାଇଁ ଆବଶ୍ୟକ କାଠ ନୟାଗଡ଼ ଏବଂ ଖୋର୍ଦ୍ଧା ବନମଣ୍ଡଳରୁ ଅଣାଯାଇଥାଏ। ଗତ…