ଅନ୍ତରୀଣ ନିର୍ଦ୍ଦେଶ ଦେବାକୁ ମନାକଲେ ହାଇକୋର୍ଟ

କୋଲକାତା,୧୫ା୬(ପି.ଟି.): ପଶ୍ଚିମବଙ୍ଗର ଏକ ହସ୍ପିଟାଲରେ କନିଷ୍ଠ ଡାକ୍ତରମାନେ ଚଳାଇଥିବା ଆନ୍ଦୋଳନ ଉପରେ କୌଣସି ଅନ୍ତରୀଣ ନିର୍ଦ୍ଦେଶ ଦେବା ଲାଗି କାଲକାଟା ହାଇକୋର୍ଟ ଶୁକ୍ରବାର ମନା କରିଦେଇଛନ୍ତି। କାର୍ଯ୍ୟରେ…

ଏସ୍‌ସିଓ ସମ୍ମିଳନୀରେ ମୋଦିଙ୍କ ସମେତ ୮ ରାଷ୍ଟ୍ର ନେତା: ଆତଙ୍କବାଦ ବିରୋଧରେ ଏକାଠି

ବିଶ୍‌କେକ୍‌,୧୫ା୬(ପି.ଟି.):ଆତଙ୍କବାଦ ପ୍ରାୟୋଜକ ଦେଶ ସତର୍କ ରହିବା ଉଚିତ। ଆତଙ୍କବାଦକୁ ଆର୍ଥିକ ସହଯୋଗ କରୁଥିବା, ପ୍ରୋତ୍ସାହନ ଦେଉଥିବା ଦେଶ ଏଥିଲାଗି ଦାୟୀ ରହିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଯେସାକୁ ତେସା ନୀତି : ଆମେରିକା ସାମଗ୍ରୀରେ ଟାରିଫ ବଢ଼ାଇବ ଭାରତ

ନୂଆଦିଲ୍ଲୀ,୧୫-୬: ନିକଟରେ ଭାରତ ଠାରୁ ଆମେରିକା ଜିଏସ୍‌ପି ପ୍ରତ୍ୟାହାର କରିଛି। ପୂର୍ବରୁ ଭାରତରୁ ଆମଦାନୀ ହେଉଥିବା କେତେକ ପ୍ରକାରର ଇସ୍ପାତ ଓ ଆଲୁମିନିୟମ ଉପରେ ଆମେରିକା ଟାରିଫ…

ଗୁରୁଦ୍ୱାରା ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା:ହତ୍ୟା ମାମଲା ରୁଜୁ, ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଖାରବେଳନଗର ଥାନା ନିକଟ ଗୁରୁଦ୍ୱାରା ପରିସରରୁ ଗୁରୁବାର ସୁବାସ ନାୟକ ନାମକ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ମୃତଦେହ ଉଦ୍ଧାର ସମୟରେ ତାଙ୍କ ଗୁପ୍ତାଙ୍ଗରୁ…

ଫୋବର୍‌ସ ତାଲିକା:୨୦୦୦ ଶୀର୍ଷ କମ୍ପାନୀଙ୍କ ମଧ୍ୟରେ ୫୭ ଭାରତୀୟ ସାମିଲ

ନୂଆଦିଲ୍ଲୀ,୧୫-୬: ପ୍ରଖ୍ୟାତ ଫୋବର୍‌ସ ପତ୍ରିକା ପକ୍ଷରୁ ବିଶ୍ୱର ଶୀର୍ଷ ୨୦୦୦ କମ୍ପାନୀଙ୍କ ଏକ ତାଲିକା ପ୍ରକାଶ କରାଯାଇଛି। ଏଥିରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ସମେତ ୫୭ ଭାରତୀୟ କମ୍ପାନୀ…

ବଜେଟ ପୂର୍ବରୁ ଅର୍ଥ ମନ୍ତ୍ରଣାଳୟ ଅଧିକାରୀଙ୍କୁ ଭେଟିବେ ମୋଦି ୨୦ରେ ଆଲୋଚନା

ନୂଆଦିଲ୍ଲୀ,୧୫-୬: ବଜେଟ ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ରେ ଅର୍ଥ ମନ୍ତ୍ରଣାଳୟ ଅଧୀନ ୫ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ଭେଟିବେ। ଦେଶର ଅର୍ଥନୀତିକୁ ତ୍ୱରାନ୍ବିତ…

ପାଇକାରୀ ମୁଦ୍ରାସ୍ଫୀତି ୨୨ ମାସର ସର୍ବନିମ୍ନ ସ୍ତରରେ

ନୂଆଦିଲ୍ଲୀ,୧୫-୬: ପାଇକାରୀ ମୁଦ୍ରାସ୍ଫୀତି ହାର ମେ’ରେ ୨.୪୫% ରେକର୍ଡ କରାଯାଇଛି। ଏହା ୨୨ ମାସର ସର୍ବନିମ୍ନ ସ୍ତର କୁହାଯାଉଛି। ଏଥିପୂର୍ବରୁ ୨୦୧୭ ଜୁଲାଇରେ ଏହା ୧.୮୮% ରହିଥିଲା।…

ଟ୍ୟୁମର ରୋଗରେ ପୀଡ଼ିତ ସୁଶାନ୍ତ: ଚିକିତ୍ସା ପାଇଁ ସରକାରୀ ସହାୟତା ଦାବି

ଟାଙ୍ଗୀ(ଖୋର୍ଦ୍ଧା),୧୫ା୬(ଡି.ଏନ୍‌.ଏ.): ଟାଙ୍ଗୀ ପଞ୍ଚାୟତ ପଥରବନ୍ଧ ଗ୍ରାମର ଜଣେ ଗରିବ ଯୁବକ ସୁଶାନ୍ତ ପଟ୍ଟନାୟକ(୪୦) ଟ୍ୟୁମର ରୋଗରେ ପୀଡ଼ିତ ହୋଇ କଷ୍ଟ ପାଉଛନ୍ତି। ସେ ଜଣେ ଦିନମଜୁରିଆ ହୋଇଥିବାରୁ…

ବୋଲଗଡ଼ ରଜ ପଡ଼ିଆରେ ମା’ ରାମଚଣ୍ଡୀ ବିଜେ

ବୋଲଗଡ଼,୧୫ା୬(ଡି.ଏନ୍‌.ଏ.): ପହିଲି ରଜ ଅବସରରେ ଶୁକ୍ରବାର ବୋଲଗଡ଼ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ରଜଯାତ୍ରା ମହା ଆଡ଼ମ୍ବରରେ ଅନୁଷ୍ଠିତ ହେଉଛି। ପାରମ୍ପରିକ ରୀତିନୀତି ଅନୁସାରେ ବୋଲଗଡ଼ ଗଡ଼ର…

ହଟିଲା ସାମୁଦ୍ରିକ ମାଛଧରା କଟକଣା : ସମୁଦ୍ର ଅଭିମୁଖେ ବାହାରିଲେ ମତ୍ସ୍ୟଜୀବୀ

ପାରାଦୀପ,୧୫ା୬(ସ୍ବ.ପ୍ର.): ଦୀର୍ଘ ୨ ମାସର ନିରବତା ପରେ ରାଜ୍ୟର ଅନ୍ୟତମ ବୃହତ ମତ୍ସ୍ୟଶିଳ୍ପ ପାରାଦୀପ ମାଛଧରା ବନ୍ଦର ଚଳଚଞ୍ଚଳ ହୋଇପଡିଛି। ଶୁକ୍ରବାର ମଧ୍ୟରାତ୍ରୀରୁ ପ୍ରାୟ ୭୦୦ ମାଛଧରା…