ଧାନ ବିକିଲେ, ପ୍ରାପ୍ୟ ପାଇଲେନି

ବନ୍ତ, ୧୫।୬ (ଡି.ଏନ.ଏ.) - ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କର ବନ୍ତ ଶାଖା ଅଧୀନ ଚାଇଁପୁର ସେବା ସମବାୟ ସମିତିରେ ବହୁ ଚାଷୀ ଧାନ ବିକ୍ରୟ କରି…

ଆହତ ହାତୀର ଚିକିତ୍ସା କରୁନି ବନବିଭାଗ

ବନ୍ତଳା, ୧୫ା୬(ଡି.ଏନ.ଏ.)ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ଲବଙ୍ଗୀ ବିଟ ଜୋକୁବୁ ନାଳ ନିକଟରେ ଏକ ଅଣ୍ଡିରା ହାତୀ ଆହତ ଅବସ୍ଥାରେ ବୁଲୁଛି। ଏହାର ଶରୀରରେ…

ଜରୁରୀ ସେବାରେ ଏନ୍‌ଜେନର ମନମାନି:ସନ୍ଦେହରେ ପ୍ରଶାସନର ନୀରବତା

ତାଳଚେର, ୧୫ା୬(ମନୋଜ ନନ୍ଦ)କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବି କରି ତାଳଚେର ବିଦ୍ୟୁତ୍‌ ସବ୍‌ଡିଭିଜନ ଚାଇଁପାଳ ଅଧୀନରେ କାର୍ଯ୍ୟ କରୁଥିବା ଏନ୍‌ଜେନର ୩୯୩ କର୍ମଚାରୀ…

ଅସୁରକ୍ଷିତ ନଦୀତଟ : ସୋନ ନଦୀରେ ଲୀନ ହେବ ୨୧ ଗାଁ

କପ୍ତିପଦା,୧୫ା୬(ଡି.ଏନ୍‌.ଏ) ଆଗକୁ ବଷର୍ର୍ା ଦିନ ଆସୁଥିତ୍ବାରୁ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅନ୍ତର୍ଗତ ୨୧ଟି ଗ୍ରାମର ଲୋକେ ନାନା ଆଶଙ୍କା ମଧ୍ୟରେ ରହିଛନ୍ତି। ବର୍ଷା ହେଲେ ବନ୍ୟା…

ଠେଲାପେଲା ବେଳେ ବୃଦ୍ଧଙ୍କ ଜୀବନ ଗଲା: ୨ ଗିରଫ

ବୈଶିଙ୍ଗା,୧୫ା୬- ମୟୂରଭଞ୍ଜ ଜିଲା ବୈଶିଙ୍ଗା ନିକଟସ୍ଥ ହାତୀଝୁରି ପଞ୍ଚାୟତ କମାରସାହିରେ ଶୁକ୍ରବାର ଅପରାହ୍ନରେ ବିବାଦକୁ କେନ୍ଦ୍ରକରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଜଣଙ୍କର ଜୀବନ ଯାଇଛି।…

ସୁନ୍ଦରପୁର ରଜ ମହୋତ୍ସବ ଉଦ୍‌ଘାଟିତ

ଖଇରା, ୧୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁନ୍ଦରପୁର ହାଇସ୍କୁଲ ପଡିଆରେ ବ୍ଲକସ୍ତରୀୟ ରଜ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ସକାଳେ କମିଟି ସଭାପତି ଅଧ୍ୟାପକ ସୁରେନ୍ଦ୍ର…

ବୁଡ଼ାମାହା ଡବଲ ମର୍ଡ଼ର ଘଟଣା:ମୁଖ୍ୟ ଅଭିଯୁକ୍ତ ଭୁବନେଶ୍ୱରରୁ ଗିରଫ

ରାଇକିଆ,୧୫ା୬(ଡି.ଏନ.ଏ)-କନ୍ଧମାଳ ଜିଲା ରାଇକିଆ ଥାନା ବୁଡ଼ାମାହା ଗ୍ରାମରେ ୨୦୧୪ ମାର୍ଚ୍ଚ ୧୧ ତାରିଖ ରାତିରେ ନନ୍ଦିରା ପ୍ରଧାନ ଓ ଯାଦବ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଏହି ଡବଲ…

ଝାଡ଼ଖଣ୍ଡୀ ହାତୀପଲଙ୍କ ଉତ୍ପାତ ଜାରି : ଭାଙ୍ଗିଲା ୬ ଘର, ୧ ଗାଈ ମୃତ

ସଜନାଗଡ଼, ୧୫ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ୪ଦିନ ହେଲା ଝାଡ଼ଖଣ୍ଡ ହାତୀପଲ ଉତ୍ପାତ ଚଳାଇଛନ୍ତି। ଏହି ପଲରେ ୨୮ଟି ହାତୀ ରହିଛନ୍ତି। ଖାଦ୍ୟ…

ବାଡ଼ିପାଙ୍ଗାବାସୀଙ୍କ ଭରସା ପରିତ୍ୟକ୍ତ କୂଅ

ତୁମୁଡ଼ିବନ୍ଧ,୧୫ା୬(ଡି.ଏନ୍‌.ଏ.)-ତୁମୁଡ଼ିବନ୍ଧ ବ୍ଲକ ଅଞ୍ଚଳରେ ଉତ୍କଟ ହେଉଛି ପାନୀୟ ଜଳ ସମସ୍ୟା। ଭୂପୃଷ୍ଠ ଜଳସ୍ତର କମିବା ସହ ନଦୀ ନାଳ ପୋଖରୀ ଶୁଖିଯାଇଛି। କୂଅର ଗୋଳିଆ ପାଣି ଉପରେ…

କୋର୍ଟରୁ ମାମଲା ଉଠାଇବାକୁ ଧମକ: ଜଣେ ଗିରଫ

ହିଞ୍ଜିଳିକାଟୁ,୧୫ା୬(ଡ଼ି.ଏନ୍‌.ଏ.)-କୋର୍ଟରୁ ଏକ ମାମଲା ଉଠାଇବା ପାଇଁ ଧମକ ଦେବା ଅଭିଯୋଗରେ ଶୁକ୍ରବାର ହିଞ୍ଜିଳି ପୋଲିସ ଶିକିରି ଗ୍ରାମର ଜଣଙ୍କୁ ଗିରଫ କରିଛି। ସେ ହେଲେ ପ୍ରୀତିସୁନ୍ଦର ପ୍ରଧାନ।…