ବାଡ଼ିପାଙ୍ଗାବାସୀଙ୍କ ଭରସା ପରିତ୍ୟକ୍ତ କୂଅ

ତୁମୁଡ଼ିବନ୍ଧ,୧୫ା୬(ଡି.ଏନ୍‌.ଏ.)-ତୁମୁଡ଼ିବନ୍ଧ ବ୍ଲକ ଅଞ୍ଚଳରେ ଉତ୍କଟ ହେଉଛି ପାନୀୟ ଜଳ ସମସ୍ୟା। ଭୂପୃଷ୍ଠ ଜଳସ୍ତର କମିବା ସହ ନଦୀ ନାଳ ପୋଖରୀ ଶୁଖିଯାଇଛି। କୂଅର ଗୋଳିଆ ପାଣି ଉପରେ…

କୋର୍ଟରୁ ମାମଲା ଉଠାଇବାକୁ ଧମକ: ଜଣେ ଗିରଫ

ହିଞ୍ଜିଳିକାଟୁ,୧୫ା୬(ଡ଼ି.ଏନ୍‌.ଏ.)-କୋର୍ଟରୁ ଏକ ମାମଲା ଉଠାଇବା ପାଇଁ ଧମକ ଦେବା ଅଭିଯୋଗରେ ଶୁକ୍ରବାର ହିଞ୍ଜିଳି ପୋଲିସ ଶିକିରି ଗ୍ରାମର ଜଣଙ୍କୁ ଗିରଫ କରିଛି। ସେ ହେଲେ ପ୍ରୀତିସୁନ୍ଦର ପ୍ରଧାନ।…

ଦକ୍ଷତା ତାଲିମ ନେଲେ ୨୮ ଦୃଷ୍ଟିବାଧିତ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୧୫ା୬-ସ୍ବେଚ୍ଛାସେବୀ ଅନୁଷ୍ଠାନ ମିଲଟନ ଚାରିଟେବୁଲ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ କୌଶଳ ଦକ୍ଷତା ଶିବିର ଶୁକ୍ରବାର ଉଦଯାପିତ ହୋଇଯାଇଛି । ବ୍ରହ୍ମପୁର ରୋଟାରୀ କ୍ଲବ ପରିସରରେ ଫାଉଣ୍ଡେସନ…

କଲିକତାରେ ଡାକ୍ତରଙ୍କୁ ଆକ୍ରମଣ ଘଟଣାଆନ୍ଦୋଳନକୁ ଓହ୍ଲାଇଲେ ବ୍ରହ୍ମପୁରର ଡାକ୍ତର

ବ୍ରହ୍ମପୁର ଅଫିସ୍‌,୧୫ା୬-କଲିକତାସ୍ଥିତ ନୀଲରତନ ସିରକାର ମେଡ଼ିକାଲ୍‌ କଲେଜ ଓ ହସ୍ପିଟାଲ୍‌ରେ ଜଣେ ୭୫ବର୍ଷୀୟ ରୋଗୀଙ୍କ ମୃତ୍ୟୁ ପରେ ସମ୍ପର୍କୀୟମାନେ ୨ ଜଣ ଡାକ୍ତରଙ୍କୁ ଆକ୍ରମଣ କରିଥିଲେ। ଫଳରେ…

ସରୁନି ଜାନିବିଲି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଅବଧିର ୬ ମାସ ପୂରିବା ପରେ ବି ମିଳିଲାନି ପାଣି

ବ୍ରହ୍ମପୁର ଅଫିସ,୧୫ା୬-ଜାନିବିଲି ବୃହତ ଜଳଯୋଗାଣ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଏହାର ଅଗ୍ରଗତି ନେଇ ସମୀକ୍ଷା ପରେ ସମୀକ୍ଷା ବୈଠକ ହୋଇଛି । ଯୋଜନା…

ଅଢେଇ ବର୍ଷରେ ଗଲାଣି ୯୬୨ଜଣଙ୍କ ଜୀବନ

ଛତ୍ରପୁର,୧୫ା୬(ଡି.ଏନ.ଏ)-ଗଞ୍ଜାମ ଜିଲା ଦେଇ ଯାଇଥିବା ୧୬ନଂ. ଜାତୀୟ ରାଜପଥ, ରାଜ୍ୟ ଏନଏଚ୍‌, ରାଜ୍ୟ ରାଜପଥ ଏବଂ ଅନ୍ୟାନ୍ୟ କେତେକ ମୁଖ୍ୟ ରାସ୍ତାରେ ଦୈନିକ ଛୋଟ ବଡ଼ ଦୁର୍ଘଟଣା…

ସାତ୍‌ସପନ ହେଇଛେ ସରକାରୀ ସାହାଯ୍‌: ରୋଗ୍‌ରେ ଯୁଝୁଛନ୍‌ କୁଟୁମବସିଆ

ବିନିକା,୧୫ା୬(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ଏନ୍‌ଏସି ଓ୍ବାର୍ଡ ନଂ.୧ର ବାସିନ୍‌ଦା ବେଣୁଧର ଜାଲ(୮୦)। ପରିବାର କହେଲେ ଛାର୍‌ରି ଝି’ ରାହି(୪୮) ଆର ମାନସିକ୍‌ ରୋଗ୍‌ରେ ପୀଡ଼ିତ ପୁଓ…

ସରକାରୀ ଯୋଜନାରୁ ବଁଚିତ୍‌ ଭିନ୍ନକ୍ଷମ ଦମ୍ପତି:ଗରିବୀରେ ସଁଥ୍‌ଲି ହେଉଛେ ନିଷ୍‌ପାପ ଛୁଆ

ଭବାନୀପାଟଣା, ୧୫ା୬(ଡି.ଏନ୍‌.ଏ) : ଦିନ୍‌ଥିଲା କଳହାଣ୍ଡି ଜିଲା ଭୁଖମରି ଆର ପିଲାବିକ୍‌ରି ଲାଗି ବଦ୍‌ନାମ ଥିଲା। ଏହେଦେ ସାରା ରାଏଜେ ଭାତହଁ।ଡ଼ି ହିସାବେ ନଁ। କମେଇଛେ। ହେଲେ…

ଅଭାବ ଅନାଟନ ସବୁଦିନିଅଁ। ସଖା:ନିଶା ଟ୍ରାଫିକ ସଚେତନତା

ଅତାବିରା, ୧୫।୬ (ଡି.ଏନ.ଏ): ଟ୍ରାଫିକ ନିୟନ୍ତ୍ରଣ ଆର ସଚେତନତାର ଲାଗି ରାଏଜ୍‌ ସରକାର ଫିବଛର କୋଟି କୋଟି ଟଁକା ସାରୁଛନ୍‌। ହେଲେ ସମସିଆର ସମାଧାନ ହେବାର ଜାଗାରେ…

ଅବେବସ୍‌ତା ଘେରରେ ଅଙ୍ଗନଓ୍ବାଡି କେନ୍ଦ୍ର:ପୁଷ୍ଟିକର ଖାଏଦ୍‌ରୁ ବଁଚିତ୍‌ ଛାତ୍ରୀଛାତ୍ର

ଦେଓଗାଁ,୧୫।୬(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଦେଓଗଁ। ବ୍ଲକ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଏହେଦେ ଦୁହୁଲିପଡ଼ିଛେ। ସିଡିପିଓ ପ୍ରତିମାରାଣୀ ଚୋପଦାର ମାସକେତେ ହେଲା ଦେଓଗଁ। ଆର ସଇଁତଲା ଉଭଏ…