୧.୫୦ କୋଟି ବ୍ୟୟରେ ପିଲି ବନ୍ଧ ବିକାଶ ଯୋଜନା

ଛତ୍ରପୁର,୧୪ା୬(ଡି.ଏନ.ଏ.)- ଛତ୍ରପୁର ଏନଏସି କାର୍ଯ୍ୟାଳୟରେ ଗୁରୁବାର ବିଧାୟକ ସୁବାସ ଚନ୍ଦ୍ର ବେହେରା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଅଧିକାରୀ ଓ କର୍ମଚାରୀଙ୍କ ସହ ଆଲେଚାନା…

ଖଦାଳ ସାହିରେ ଗୋଷ୍ଠୀ ବିବାଦ: ଉଭୟ ଗୋଷ୍ଠୀର ୫ କୋର୍ଟଚାଲାଣ

କବିସୂର୍ଯ୍ୟନଗର,୧୪ା୬- କବିସୂର୍ଯ୍ୟନଗର ଥାନା ଗୁଡ଼ିଆଳି ଗ୍ରାମର ଖଦାଳ ସାହିରେ ଦୁଇଗୋଷ୍ଠୀ ମଧ୍ୟରେ ସାହି ସଭାକୁ କେନ୍ଦ୍ରକରି ଗଣ୍ଡଗୋଳ ହୋଇଥିଲା। ଏ ନେଇ ଉଭୟ ପକ୍ଷରୁ ଥାନାରେ ଅଭିଯୋଗ…

ମହୁଲ ମଞ୍ଜିର ଅଭାବୀ ବିକ୍ରି: ଆଦିବାସୀଙ୍କୁ ମିଳୁନି ଉଚିତ୍‌ ମୂଲ୍ୟ

ଫିରିଙ୍ଗିଆ,୧୪ା୬- କନ୍ଧମାଳ ଜିଲା ଏକ ଆଦିବାସୀ ଅଧ୍ୟ୍ୟୁଷିତ ଅଞ୍ଚଳ। ଅଧିକାଂଶ ଆଦିବାସୀ ଲୋକେ ଜଙ୍ଗଲଜାତ ପଦାର୍ଥ ଉପରେ ନିର୍ଭର କରି ଜୀବନ ନିର୍ବାହ କରନ୍ତି। ବିଭିନ୍ନ ଋତୁରେ…

ହୀରା ପଥର କାରବାରକୁ ନେଇ ଗୁଳିମାଡ଼ ଘଟଣା: ୪ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି/ଚିକିଟି, ୧୪ା୬ (ଡି.ଏନ.ଏ.)- ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ବୀରସିଂହ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ହୀରା ପଥର କାରବାରକୁ କେନ୍ଦ୍ରକରି ଗତ ୬ ତାରିଖ ଅପରାହ୍ନରେ ସୁବାସ ପଣ୍ଡାଙ୍କୁ…

ବର୍ଷା ପବନରେ ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର, ୧୪।୬ (ଡି.ଏନ.ଏ)- ଭଞ୍ଜନଗର ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏଥିରେ ଏକାଧିକ ବିଦ୍ୟୁତ୍‌୍‌ ଖୁଣ୍ଟ ଭାଙ୍ଗିଯାଇଥିବାରୁ ଭଞ୍ଜନଗର ସହର…

ସାନ ମାଛକାନ୍ଦଣା ଡ୍ୟାମ୍‌ରେ କମୁଛି ଜଳସ୍ତର: ପୁରୁଣା ସହରରେ ପାଣି ପାଇଁ ହାହାକାର

କେନ୍ଦୁଝର,୧୪ା୬(ସ୍ବ.ପ୍ର.)-କେନ୍ଦୁଝର ପୁରୁଣା ସହରରେ ଦୀର୍ଘଦିନ ହେଲା ଜଳ ସଙ୍କଟ ସମସ୍ୟା ଲାଗି ରହିଛି ା ପାଇପ ଦ୍ୱାରା ଜଳ ଯୋଗାଣ ହୋଇପାରୁ ନାହିଁ ା ଲୋକେ ପାଣି…

ଛେନାପଦୀ ରାସ୍ତାରେ ଜମୁଛି ପାଣି

ହାଟଡିହୀ, ୧୪ା୬ (ଡି.ଏନ.ଏ.)-ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦୀ ରାସ୍ତାରେ ଅସରାଏ ବର୍ଷା ହେଲେ ପାଣି ଜମୁଛି ା ବିଭିନ୍ନ ଦୃଷ୍ଟି…

ଲାଞ୍ଚ ନେବାବେଳେ ଧରାପଡ଼ିଲେ ଅଗ୍ନିଶମ ଅଧିକାରୀ

ଭଦ୍ରକ ଅଫିସ, ୧୪।୬ - ଗୁରୁବାର ସନ୍ଧ୍ୟାରେ ଭଦ୍ରକ ଅଗ୍ନିଶମ ଅଧିକାରୀ ସଂଗ୍ରାମ କୁମାର ହଁାସଦା ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ…

ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା: ଜେଲ ଗଲେ ଅଭିଯୁକ୍ତ

ରୂପ୍‌ସା, ୧୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଲଚ୍ଛମନଖୁଣ୍ଟା ଗ୍ରାମର ଅଭିଯୁକ୍ତ ମକରା ଦେହୁରୀଙ୍କୁ ଗୁରୁବାର କୋର୍ଟଚାଲାଣ କରାଯାଇଛି ା ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା…

ଗ୍ରାମବାସୀଙ୍କ ଧାରଣା ପରେ ଅବରୋଧ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ, ପ୍ରକୃତ ସ୍ଥାନରୁ ଉଚ୍ଛେଦ ହଟାଯାଇ ନ ଥିବାରୁ ଅସନ୍ତୋଷ

ବାହାନଗା, ୧୪ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚକଜଗନ୍ନାଥପୁର ଗ୍ରାମରେ ଚାଲିଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ରାସ୍ତା କାମ ଅଧାରେ କାମ ଅଟକିଛି ା କେତେକ ବ୍ୟକ୍ତି…