ଆରମ୍ଭ ହେଲା ରଜ ଉତ୍ସବ

ଆନନ୍ଦପୁର,୧୩ା୬(ସ୍ବ.ପ୍ର): ଘଷିପୁରା ଆଦର୍ଶ ସେବାସଂଘ ଆନୁକୂଲ୍ୟରେ ଆୟୋଜିତ  ରଜ ଉତ୍ସବ ଗ୍ୟାରେଜ ଛକ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ସଂଘର ସଭାପତି ଯଜ୍ଞ ପ୍ରସାଦ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ…

ଦୁର୍ଘଟଣାଗ୍ରସ୍ତ ଏଏନ୍‌-୩୨ ବାୟୁସେନା ବିମାନର ମିଳିଲା ବ୍ଲାକ୍‌ ବକ୍ସ

ସିୟାଂଗ,୧୩।୬: ବାୟୁସେନାର ଦୁର୍ଘଟଣାଗ୍ରସ୍ତ ବିମାନ ଏଏନ୍‌-୩୨ନିକଟରେ ଏହାର ଏକ ଟିମ୍‌ ପହଞ୍ଚିଥିବା ସୂଚନା ମିଳିଛି। ଗୁରୁବାର ସକାଳେ ସର୍ଚ୍ଚ ଟିମ୍‌ ସେଠାରେ ପହଞ୍ଚିଥିବା ବେଳେ ଏଥିରେ ଥିବା…

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ପରାମର୍ଶ ଦେଲେ ପିଡି

ଦାରିଙ୍ଗବାଡ଼ି,୧୩ା୬(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଏବଂ କନ୍ଧମାଳ ଡିଆରଡିଏର ପ୍ରକଳ୍ପ ପ୍ରଶାସକ ବିଶ୍ୱନାଥ ବାରିକ…

ଭଲ ବ୍ୟବସାୟ କରୁଛି ଭାଇଜାନ୍‌ଙ୍କ ‘ଭାରତ’, ଖୁବ୍‌ଶୀଘ୍ର ସାମିଲ ହେବ ୨ଶହ କୋଟି କ୍ଲବରେ

ମୁମ୍ବାଇ: ଇଦ୍‌ରେ ପରଦାକୁ ଆସିଥିବା ସଲ୍‌ମାନ-କଟ୍ରିନା ଅଭୀନିତ ‘ଭାରତ’କୁ ଦର୍ଶକଙ୍କ ଭରପୂର ଭଲପାଇବା ମିଳୁଛି। ଏହାର ପ୍ରମାଣ ହେଉଛି ଫିଲ୍ମର ବ୍ୟବସାୟ। ରିଲିଜ୍‌ର ପ୍ରଥମ ସପ୍ତାହରେ ଏହା…

ଅମିର ପ୍ରଥମ

ଟଣ୍ଟନ,୧୩।୬: ପେସର ମହମ୍ମଦ ଅମିର ପ୍ରଥମ ପାକିସ୍ତାନ ବୋଲର ଭାବେ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ୫ ଉଇକେଟ ନେଇଛନ୍ତି। ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଅମିର…

ନିରଞ୍ଜନ-ନରସିଂହ ଆଲୋଚନା

ଭୁବନେଶ୍ୱର,୧୩।୬(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ରାଜ୍ୟରେ କଂଗ୍ରେସ ଶୋଚନୀୟ ଭାବେ ପରାଜିତ ହୋଇଛି। ତେବେ ଏହା ପଛରେ କାରଣ କ’ଣ, ଦଳର କେଉଁ ଆଭିମୁଖ୍ୟ ଫିକା ପଡ଼ିଲା,…

ମିଟୂ: ତନୁଶ୍ରୀଙ୍କୁ ଝଟକା, ନାନାଙ୍କୁ କ୍ଲିନ୍‌ଚିଟ୍‌

ଅଭିନେତା ନାନା ପାଟେକରଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଥିବା ଅଭିନେତ୍ରୀ ତନୁଶ୍ରୀ ଦତ୍ତଙ୍କୁ ଝଟକା ଲାଗିଛି। ଏନେଇ ପୋଲିସ ନାନାଙ୍କ ବିରୋଧରେ କୌଣସି ପ୍ରମାଣ ମିଳିନାହିଁ। ଫଳରେ…

ଜୁଲାଇ ୮ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା, ୧୪ରେ ଶେଷ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଆସନ୍ତା ଜୁଲାଇ ୮ ତାରିଖରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ। ଏହା ୧୪ ତାରିଖରେ ଶେଷ ହେବ। ମାତ୍ର ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା…

ମୁନିଗୁଡ଼ା ରେଳ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନ ଯୋଗୁ ହଜିଥିବା ଜିନିଷ ଫେରିପାଇଲେ କରନ୍‌

ମୁନିଗୁଡ଼ା,୧୩।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲାର ପୂର୍ବତଟ ରେଳପଥ ସମ୍ବଲପୁର ଡିଭିଜନ ଅନ୍ତର୍ଗତ ମୁନିଗୁଡ଼ା ରେଳ ସୁରକ୍ଷା ବଳ କର୍ମଚାରୀଙ୍କ ଉନ୍ନତ ସେବା ଲାଗି ଜନୈକ ଯାତ୍ରୀ ଗଭୀର କୃତଜ୍ଞତା…

ଗୋପ ବ୍ଲକରେ ଘରଭଙ୍ଗା ସର୍ଭେରେ ସ୍ବଚ୍ଛତା ଆଣିବା ଦାବି: ବିଜେଡି ପକ୍ଷରୁ ତହସିଲଦାରଙ୍କୁ ଦାବିପତ୍ର

ଗୋପ,୧୩।୬(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ରେ ଗୋପ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏସବୁ ତର୍ଜମା କରାଯିବା ପରେ ଘରଭଙ୍ଗା କ୍ଷତିପୂରଣ ଦିଆଯିବ। ତେବେ ଏହି ସର୍ଭେରେ ଅନିୟମିତତା…