ବାତ୍ୟା ବାୟୁ ମୌସୁମୀକୁ ଉଡ଼ାଇନେବା ଆଶଙ୍କା: ଉତ୍ତରଭାରତ ହୋଇପାରେ ପ୍ରଭାବିତ

ନୂଆଦିଲ୍ଲୀ,୧୨।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଧୀରେଧୀରେ ଦେଶରେ ପ୍ରବେଶ କରିବା ପ୍ରକ୍ରିୟା ଜାରି ରହିଛି। ତେବେ ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ମୌସୁମୀକୁ ଉଡ଼ାଇନେବା…

ଶାହଙ୍କ ଜିରୋ ଟଲରେନ୍ସ ନୀତି : ନୂଆ ବିଚ୍ଛିନ୍ନତାବାଦୀ ଦଳ ଗଠନ କଲା ଆଇଏସ୍‌ଆଇ

ନୂଆଦିଲ୍ଲୀ, ୧୨।୬: ଆତଙ୍କବାଦ ବିରୋଧରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଜିରୋ ଟଲରେନ୍ସ ନୀତିରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଆତଙ୍କିତ ହୋଇପଡ଼ିଛି। ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକାଳାପ…

ମାଡ଼ି ଆସୁଛି ବାୟୁ : ଲୋକେ ଆତଙ୍କିତ; ଗୁଜରାଟରେ ହାଇ ଆଲର୍ଟ

ଅହମ୍ମଦାବାଦ୍‌ ୧୨।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ମୁହାଁ ହୋଇଛି। ଗୁରୁବାର ସକାଳେ ଏହା ଗୁଜରାଟ ଉପକୂଳ ଅଞ୍ଚଳରେ ଲାଣ୍ଡଫଲ୍‌…

ବରଗଡ଼ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୧୨।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳୁ ବରଗଡ଼ ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ସେ ହେଲେ…

ସୁପରିଚାଳନା ଦ୍ୱାରା କଠିନ ବର୍ଜ୍ୟବସ୍ତୁ ସମ୍ପଦ ହେବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କଠିନ ବର୍ଜ୍ୟବସ୍ତୁ ବର୍ତ୍ତମାନ ଜୀବଜଗତ ପାଇଁ ବଡ଼ ବିପଦ ସାଜିଛି। ଏଥିଯୋଗୁ ଜଳ, ବାୟୁ ଓ ପରିବେଶ ପ୍ରଦୂଷିତ ହେଉଛି। ଲୋକେ ଘାତକ ରୋଗର ଶିକାର…

ନାସା ଲଞ୍ଚ୍‌ କରିବ ଟ୍ବିନ୍‌ ସାଟେଲାଇଟ୍‌

ଓ୍ବାଶିଂଟନ୍‌: ଆମେରିକୀୟ ମହାକାଶ ଗବେଷଣା କେନ୍ଦ୍ର ନାସା ଦୁଇଟି କ୍ଷୁଦ୍ର ସାଟେଲାଇଟ୍‌ ମହାକାଶକୁ ଲଞ୍ଚ୍‌ କରିବ। ପୃଥିବୀର ଉପର ବାୟୁମଣ୍ଡଳରେ ସାମରିକ ଓ ଏୟାରଲାଇନ୍‌ ଯୋଗାଯୋଗ ଏବଂ…

ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ପ୍ରୟୁଥ ଚାନ୍‌-ଓକା

ବ୍ୟାଙ୍କକ୍‌,୧୨ା୬(ଆଇଏଏନ୍‌ଏସ୍‌): ସେନାମୁଖ୍ୟ ଜେନେରାଲ ପ୍ରୟୁଥ ଚାନ୍‌-ଓକା ମଙ୍ଗଳବାର ଥାଇଲାଣ୍ଡର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସାମରିକ ଶାସନର ଦୀର୍ଘ ୫ବର୍ଷ ପରେ ଦେଶରେ ଏକ ନୂଆ…

ଶରଦ କୁମାର ମଧ୍ୟବର୍ତ୍ତିକାଳୀନ ସିଭିସି

ନୂଆଦିଲ୍ଲୀ,୧୨ା୬(ପି.ଟି.): ଭିଜିଲାନ୍ସ କମିଶନର ଶରଦ କୁମାରଙ୍କୁ ମଧ୍ୟବର୍ତ୍ତିକାଳୀନ ସେଣ୍ଟ୍ରାଲ ଭିଜିଲାନ୍ସ କମିଶନର (ସିଭିସି)ଭାବେ ନିଯୁକ୍ତି ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ଚୟନ କମିଟି ଦ୍ୱାରା…

ଚୋରି କରି ଜରିମାନା ଦେଇଥିବା ଖଣି କମ୍ପାନୀକୁ ନିଲାମି ପ୍ରକ୍ରିୟାରୁ ବାଦ୍‌ ଦିଆଯାଉ

ଭୁବନେଶ୍ୱର,୧୨।୬(ବ୍ୟୁରୋ) : ପୂର୍ବରୁ ବେଆଇନ ଭାବେ ଖଣି ଉତ୍ତୋଳନ କରି ଜରିମାନା ଦେଇଥିବା କମ୍ପାନୀଗୁଡିକୁ ନୂଆ ନିଲାମିରୁ ବାଦ୍‌ ଦିଆଯାଉ। ରାଜ୍ୟ ସରକାର ଆଗାମୀ ଦୁଇ ମାସ…

ଦୁଇ ମିଶ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି

ନୂଆଦିଲ୍ଲୀ,୧୨ା୬(ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀଙ୍କ ପ୍ରଧାନ ସଚିବ ନୃପେନ୍ଦ୍ର ମିଶ୍ର ଓ ଅତିରିକ୍ତ ପ୍ରଧାନ ସଚିବ ପ୍ରମୋଦ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ୫ ବର୍ଷ ବୃଦ୍ଧି କରାଯାଇଛି। ଏହାସହ ଭାରତୀୟ…