ଅମୃତଭଣ୍ଡାର ବି ରହିଛି ଏମିତି ଗୁଣ

ଅମୃତଭଣ୍ଡା ଶରୀର ପାଇଁ ଭଲ ବୋଲି ଡାକ୍ତର କହିଥାଆନ୍ତି। ହେଲେ ଏହାକୁ ଅଧିକ ପରିମାଣରେ ଖାଇଲେ ଏହା ଶରୀରରେ ଅସୁବିଧା ସୃଷ୍ଟି କରିଥାଏ। ଅମୃତଭଣ୍ଡାରେ ପ୍ରଚୁର ପରିମାଣରେ…

ପାଣ୍ଡ୍ୟାଙ୍କୁ କ୍ଲୁଜନରଙ୍କ ସହ ତୁଳନା କଲେ ଷ୍ଟିଭ୍‌ ଓ୍ବ

ଲଣ୍ଡନ, ୧୧।୬(ପି.ଟି.)- ପ୍ରାକ୍ତନ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ୍‌ ଓ୍ବ ଭାରତୀୟ ଦଳର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ତୁଳନା ଦକ୍ଷିଣ ଆଫ୍ରିକାର ମହାନ ଅଲ୍‌ରାଉଣ୍ଡର ଲାନ୍ସ କ୍ଲୁଜନରଙ୍କ ୧୯୯୯ ବିଶ୍ୱକପ୍‌…

ଜୁନ୍‌ ୩୦ରେ ପ୍ରଚାରିତ ହେବ ମୋଦିଙ୍କ ‘ମନ କି ବାତ’ର ପ୍ରଥମ ଏପିସୋଡ଼

ନୂଆଦିଲ୍ଲୀ,୧୧।୬: ଦ୍ୱିତୀୟ ଥର ଭାବେ ପ୍ରଧାନମନ୍ତ୍ରୀ ଦାୟିତ୍ୱ ସମ୍ଭାଳି ଥିବା ନରେନ୍ଦ୍ର ମୋଦି ପୁଣି ଥରେ ତାଙ୍କର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ରେ ଜୁନ୍‌…

ବାତ୍ୟା ‘ବାୟୁ’କୁ ନେଇ ଉଚ୍ଚସ୍ତରୀୟ ବୈଠକ ଡାକିଲେ ସ୍ବରାଷ୍ଟ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୧।୬: ବାତ୍ୟା ‘ବାୟୁ’କୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ମଙ୍ଗଳବାର ହୋଇଥିବା ଏହି ବୈଠକରେ କେନ୍ଦ୍ର ମନ୍ତ୍ରୀ ଓ ରାଜ୍ୟ…

ମୋଦିଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ହୋଇଥିବା ମୋଦିଙ୍କୁ ନବୀନ ଶୁଭେଚ୍ଛା ଜଣାଇଥିଲେ। ଏହା ପରେ ସାକ୍ଷାତ…

୨କୋଟି ଟଙ୍କାର ଗାଡ଼ିରେ ପେଟ୍ରୋଲ୍‌ ପକାଇବା ପାଇଁ କୁକୁଡା ଚୋରି କରୁଥିଲେ ମାଲିକ

ସଉକ୍‌ ପାଇଁ ମଣିଷ ବେଳେ ବେଳେ ଅଜବ କାମ କରୁଥିବା ଦେଖିବାକୁ ମିଳିଥାଏ। ସେମିତି ଚାଇନାର ଜଣେ କୃଷକ ନିଜର ସୌକ ପାଇଁ ୨ କୋଟି ଟଙ୍କାର…

ରାଶିଫଳ: ବୁଧବାର, ଜୁନ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେକୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ ।…

ପୂର୍ବ ଶତ୍ରୁତାଙ୍କୁ କେନ୍ଦ୍ରକରି ବାପା, ପୁଅଙ୍କୁ ଛୁରାମାଡ଼: ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୧୧।୬(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ଦକ୍ଷିଣପୁର ଗ୍ରାମରେ ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୮ଟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବାପା, ପୁୁଅଙ୍କୁ ଛୁରାମାଡ଼ ହୋଇଛି। ଏଥିରେ ବାପା ଜି.ଯୋଗେନ୍ଦ୍ର…

ରୋଗ ଯନ୍ତ୍ରଣା ସହି ନ ପାରି ଗୃହକର୍ତ୍ତାଙ୍କ ଆତ୍ମହତ୍ୟା

ସାକ୍ଷୀଗୋପାଳ ୧୧।୬(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ଜୟପୁର ସେଠୀ ସାହିର ପ୍ରସନ୍ନ କୁମାର ସେଠୀ(୩୬) ରୋଗ ଯନ୍ତ୍ରଣା ସହି ନ ପାରି ମଙ୍ଗଳବାର ଆତ୍ମହତ୍ୟା…

ଫେସ୍‌ବୁକ ଲାଇଭରେ କୁମାରସ୍ବାମୀ ଓ ତାଙ୍କ ପରିବାରଙ୍କୁ ଅଭଦ୍ର ଟିପ୍ପଣୀ ଦେଇ ୨ ଗିରଫ

ବେଙ୍ଗାଲୁର,୧୧।୬: ଫେସ୍‌ବୁକ ଲାଇଭ ସମୟରେ କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ଓ ପୂର୍ବତନ ଏଚ୍‌ଡି ଦେବଗୌଡାଙ୍କ ଉପରେ ଅଭଦ୍ର ଟିପ୍ପଣୀ ଦେଇଥିବା ୨ଜଣ ବ୍ୟକ୍ତିଙ୍କୁ ଗିରଫ କରିଛି…