ହିରୋ ମୋଟୋକର୍ପକୁ ମିଳିଲା ବିଏସ-ଭିଆଇ ସାର୍ଟିଫିକେଟ୍‌

ନୂଆଦିଲ୍ଲୀ, ୧୧।୬: ବିଶ୍ୱର ବୃହତ୍ତମ ଦୁଇଚକିଆ ଯାନ ନିର୍ମାଣକାରୀ ସଂସ୍ଥା ହିରୋ ମୋଟୋକର୍ପ ପ୍ରଥମ ଦୁଇ ଚକିଆ ଯାନ ଭାବେ ବିଏସ-ଭିଆଇ ସାର୍ଟିଫିକେଟ ହାସଲ କରିଛି। ବିଏସ-ଭିଆଇ…

ବୈତରଣୀ ସେତୁ ମରାମତି କାର୍ଯ୍ୟ ଆରମ୍ଭ: ୧୨ରୁ ସେତୁ ଉପରେ ଯାତାୟାତ ବନ୍ଦ

ଆନନ୍ଦପୁର,୧୧।୬(ସ୍ବ.ପ୍ର.): ଦୀର୍ଘଦିନର ଅପେକ୍ଷା ପରେ କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀ ସେତୁର ମରାମତି କାର୍ଯ୍ୟ ଆରମ୍ଭ ପାଇଁ ପ୍ରଶାସନିକ ତପତ୍ରତା ପ୍ରକାଶ ପାଇଛି। ଏ ନେଇ…

ଅନ୍‌ଲାଇନ୍‌ରେ ଭିକ୍ଷାବୃତ୍ତି କରି ୧୭ ଦିନରେ ୩୪ ଲକ୍ଷ ଜମା କଲେ ମହିଳା

ଦୁବାଇ,୧୧।୬: ସୌଦିରେ ବାସ କରୁଥିବା ଜଣେ ୟୁରୋପିଆନ୍‌ ମହିଳା ଅନ୍‌ଲାଇନ୍‌ରେ ଭିକ୍ଷାବୃତ୍ତି କରି ମାତ୍ର ୧୭ ଦିନରେ ୩୪ ଲକ୍ଷ ୮୧ ହଜାର ଟଙ୍କା ଜମା କରିଛନ୍ତି।…

ଅକବରୁଦ୍ଦିନଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର, ସାନଭାଇଙ୍କ ଆଶୁ ଆରୋଗ୍ୟ କାମନା ପାଇଁ ଅପିଲ୍‌ କଲେ ଓଓ୍ବେସୀ

ହାଇଦ୍ରାବାଦ,୧୧।୬: ଏଆଇଏମ୍‌ଆଇଏମ୍‌ର ମୁଖ୍ୟ ଅସବରୁଦ୍ଦିନ ଓଓ୍ବେସୀଙ୍କ ଭାଇ ଅକବରୁଦ୍ଦିନ ଓଓ୍ବେସୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ହଠାତ୍‌ ସ୍ବାସ୍ଥ୍ୟାବସ୍ଥା ଖରାପ୍‌ ହେବାରୁ ତାଙ୍କର ଲଣ୍ଡନ ସ୍ଥିତ ଏକ ଘରୋଇ…

ବ୍ୟୁଟି ସାଲୁନ ‘ଏନ୍‌ରିଚ୍‌’ ଉଦ୍‌ଘାଟିତ

ଭୁବନେଶ୍ୱର, ୧୧ା୬(ବ୍ୟୁରୋ): ସମାଜରେ ବହୁ ଅସହାୟ ଓ ସୁବିଧାରୁ ବଞ୍ଚତ୍ତ ମହିଳା ରହିଛନ୍ତି, ଯେଉଁମାନଙ୍କୁ ରୋଜଗାର କରିବାକୁ ସୁଯୋଗ ତ ଛାଡ଼ ଖାଦ୍ୟ ବି ମିଳେନା। ଫଳରେ…

ପୁଣି ଥରେ ଅଜା, ଆଈ ହେଲେ ଧର୍ମେନ୍ଦ୍ର-ହେମା

ମୁମ୍ବାଇ: ବଲିଉଡ୍‌ ନାୟିକା ହେମାମାଳିନୀ ଓ ତାଙ୍କ ସ୍ବାମୀ ଧର୍ମେନ୍ଦ୍ର ପୁଣିଥରେ ଆଈ ଓ ଅଜା ହୋଇଛନ୍ତି। ଏମାନଙ୍କ ଝିଅ ଇଶା ଦଓ୍ବେଲ ପୁଣି ଏକ କନ୍ୟା…

ଭିଜିଲାନ୍ସ ଜାଲରେ ବାଲେଶ୍ୱର ଜିଲା ସହକାରୀ ପରିସଂଖ୍ୟାନ ଅଧିକାରୀ

ବାଲେଶ୍ୱର ଅଫିସ,୧୧।୬: ବାଲେଶ୍ୱର ଜିଲା ସହକାରୀ ପରିସଂଖ୍ୟାନ ଅଧିକାରୀଙ୍କ ଘରେ ମଙ୍ଗଳବାର ଜିଲା ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ସରକାରୀ ପରସଂଖ୍ୟାନ ଅଧିକାରୀ ପରମେଶ୍ୱର ରାଉତଙ୍କ ଘର…

୧୧ ରାଜ୍ୟରେ ନିଯୁକ୍ତ ହେବେ ନୂଆ ରାଜ୍ୟପାଳ: ଦୌଡ଼ରେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୧୧।୬: ଦେଶର ୧୧ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଜନା କରାଯାଉଛି। ଏହାଦ୍ୱାରା ନିର୍ବାଚନ ଲଢ଼ିବାକୁ ସୁଯୋଗ ଦିଆଯାଇ ନ ଥିବା…

ପରିଚାଳନା ବୈଠକ ଆରମ୍ଭ

ପୁରୀ ଅଫିସ, ୧୧।୬: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ପରିଚାଳନା କମିଟି ବୈଠକ ଆରମ୍ଭ ହୋଇଯାଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…

ଡାକ୍ତରୀ ଛାତ୍ରୀ ପାୟଲ ତଡଓ୍ବି ମୃତ୍ୟୁ ମାମଲା: କୋର୍ଟରେ କାନ୍ଦିଲେ ୩ ଅଭିଯୁକ୍ତ ଡାକ୍ତର

ମୁମ୍ବାଇ, ୧୧।୬:ମୁମ୍ବାଇର ବିୱାଇଏଲ ନାୟର ହସ୍ପିଟାଲର ଛାତ୍ରୀନିବାସରେ ସଂରକ୍ଷିତ ବର୍ଗର ମହିଳା ଡାକ୍ତର ପାୟଲ ତଡଓ୍ବିଙ୍କ ଆତ୍ମହତ୍ୟା ମାମଲାରେ ଅଭିଯୁକ୍ତ ୩ ଜଣ ଡାକ୍ତର କୋର୍ଟରେ କାନ୍ଦିଛନ୍ତି।…